ଆମ ଜିଲା ଖବର

ସମ୍ମୁଖ ଯୋଦ୍ଧାଙ୍କୁ ସଞ୍ଜୀବନୀ

ଢେଙ୍କାନାଳ ଅଫିସ, ୭।୨: ବିଦାୟୀ ବର୍ଷ ଥିଲା କରୋନାର। ଭୂତାଣୁ ଜାଲରେ ଛନ୍ଦି ହୋଇପଡ଼ିଥିବା ବିଶ୍ୱବାସୀ ଦେଖିଥିଲେ କୋଭିଡ୍‌-୧୯ର ଭୟାବହତା। ଶଟ୍‌ଡାଉନ୍‌ ଏବଂ ଲକ୍‌ଡାଉନ୍‌ କାରଣରୁ ଗୃହବନ୍ଦୀ ଜୀବନ କଷଣ ଦେଇଥିବାବେଳେ ରସାତଳକୁ ଚାଲିଯାଇଥିଲା ଅର୍ଥନୀତି। ନୂତନ ବର୍ଷରେ ଭାକ୍ସିନ ସାଜିଛି…

ଶିକ୍ଷକ ଅଭାବ, ଚିନ୍ତାରେ ମାଟ୍ରିକ୍‌ ଛାତ୍ରୀଛାତ୍ର

ଭଣ୍ଡାରିପୋଖରୀ,୭।୨ (ଡି.ଏନ.ଏ)-କରୋନା ଯୋଗୁ ଦୀର୍ଘ ୯ ମାସ ଧରି ବନ୍ଦ ରହିବା ପରେ ଗତ ଜାନୁୟାରୀରେ ସ୍କୁଲ ଖୋଲାଯାଇଛି। ବିଦ୍ୟାଳୟଗୁଡ଼ିକରେ ଶହେ ଦିନ ପାଠ ପଢ଼ାଇ ୧୦ମ ଶ୍ରେଣୀ ପିଲାଙ୍କୁ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲାଗି ସ୍କୁଲ ଖୋଲିଲେ…

ଆରପିଏଫ୍‌ କର୍ମଚାରୀଙ୍କ ବଦାନ୍ୟତା: ରେଳଯାତ୍ରୀଙ୍କୁ ଫେରାଇଲେ ହଜିଲା ଭାନିଟି ବ୍ୟାଗ୍‌

ବରଗଡ଼ ଅଫିସ୍‌,୭।୨: ବରଗଡ଼ ଆର୍‌ପିଏଫ୍‌ କର୍ମଚାରୀ ଶନିବାର ଜଣେ ରେଳଯାତ୍ରୀଙ୍କ ହଜିଲା ଭାନିଟି ବ୍ୟାଗକୁ ସମ୍ପୃକ୍ତ ଯାତ୍ରୀଙ୍କୁ ଫେରାଇଛନ୍ତି। ଶେଖ୍‌ ଅଜିଜୁର ରେହମନ ନାମକ ଜଣେ ଯାତ୍ରୀ ତାଙ୍କର ସ୍ତ୍ରୀଙ୍କ ସହିତ ପୁରୀ-ଦୁର୍ଗ ଏକ୍ସପ୍ରେସରେ କଟକରୁ ବରଗଡ଼ ଆସିଥିଲେ। ଶନିବାର ଭୋର୍‌…

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ ସମୟ ଧରି ଉତ୍ତେଜନା ଲାଗି ରହିଥିଲା ା ସୂଚନା ଯୋଗ୍ୟ, କୋରାପୁଟ ମିଶନ କମ୍ପାଉଣ୍ଡ…

‘ମାର୍ଚ୍ଚ ୩୧ ସୁଦ୍ଧା ବିପିଏଲ୍‌,ଏପିଏଲ୍‌ଙ୍କୁ ବିଜୁଳି’

ଭବାନୀପାଟଣା,୬।୨: ଭବାନୀପାଟଣା ସ୍ଥିତ ଜିଲା ଯୋଜନା ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ସଭାଗୃହଠାରେ ଶନିବାର ବିଦ୍ୟୁତ୍‌ ବିଭାଗ ଅଧିକାରୀ, କମ୍ପାନୀ କର୍ମକର୍ତ୍ତାଙ୍କୁ ନେଇ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ର ଏକ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ମନ୍ତ୍ରୀ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା…

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ଭଦ୍ରକ ଅଫିସ,୬।୨: ପିଲାଚୋର ସନ୍ଦେହରେ ସ୍ଥାନୀୟ ଲୋକେ ଜଣେ ଯୁବକଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି। ଭଦ୍ରକ ଛପୋଲିଆ ନିକଟରେ ଶନିବାର ଏଭଳି ଏକ ଘଟଣା ଘଟିଛି। ଖବର ପାଇ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି…

ଶିକ୍ଷକ ନିର୍ଯାତନା ଦେବା ଅଭିଯୋଗରେ ଛାତ୍ରୀଛାତ୍ରଙ୍କ ପୋଡ଼ାଜଳା

ହିଞ୍ଜିଳିକାଟୁ,୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସରକାରୀ ଆଇଟିଆଇ ଛାତ୍ରୀଛାତ୍ରଙ୍କୁ ଉକ୍ତ ଅନୁଷ୍ଠାନର ଜଣେ ଶିକ୍ଷକ ନିର୍ଯାତନା ଦେଉଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର ଆଇଟିଆଇକୁ ତାଲା ପକାଇ ବନ୍ଦ କରିବା ସହ ରାସ୍ତା ଉପରେ ପୋଡ଼ାଜଳା କରିଛନ୍ତି। ଉତ୍ତ୍ୟେକ୍ତ ଛାତ୍ରୀଛାତ୍ର ଆଇଟିଆଇ ସାମ୍ନା…

ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ନିଆଁ

କେନ୍ଦୁଝର,୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଥିବା ଆବର୍ଜନା ପରିଚାଳନା କେନ୍ଦ୍ରରେ ଶନିବାର ହଠାତ୍‌ ନିଆଁ ଲାଗିଯିବାରୁ ଆବର୍ଜନା ପୋଡ଼ିଯିବା ସହ ବିଦ୍ୟୁତ୍‌ତାର, କେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ଯାଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ…

କରୋନା ଟିକା ନେଲେ ଜିଲାପାଳ, ଏସ୍‌ପି

କେନ୍ଦୁଝର,୬।୨(ସ୍ବ.ପ୍ର.): ବିଶ୍ୱ ମହାମାରୀ କୋଭିଡ୍‌-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗ ଧାଡ଼ିିର କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ଟିକାକରଣ ଆରମ୍ଭ ହୋଇଛି। ଶନିବାର ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଜିଲାପାଳ ଆଶିଷ ଠାକ୍‌ରେ ଏବଂ ଏସ୍‌ପି ମିତ୍ରଭାନୁ ମହାପାତ୍ର ଟିକା ନେଇ…

ଚକାଜାମ କଲେ ଚାଷୀ: ବରଗଡ଼ର ୮ଟି ସ୍ଥାନରେ ଚାଲିଛି ଆନ୍ଦୋଳନ

ବରଗଡ଼ ଅଫିସ,୬।୨: ଅଖିଳ ଭାରତୀୟ କିଷାନ ସଂଘର୍ଷ ସମନ୍ବୟ ସମିତି ଆହ୍ବାନ କ୍ରମେ ଶନିବାର ବରଗଡ଼ ଜିଲାରେ ଏକାଧିକ ଚାଷୀ ସଂଗଠନ ନେତୃତ୍ୱରେ ସ୍ବତଃସ୍ଫୁର୍ତ୍ତଭାବେ ଚାଷୀମାନେ ଚକାଜାମ ଆନ୍ଦୋଳନକୁ ଓହ୍ଲାଇଛନ୍ତି। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ପ୍ରତ୍ୟାହାର ଦାବି ତଥା…

ପୁରୁଷୋତ୍ତମପୁରରେ କୋଭିଡ ଟିକା ଦାନ ଆରମ୍ଭ

ପୁରୁଷୋତ୍ତମପୁର,୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପରିସରରେ ଶନିବାର କୋଭିଡ ଟିକା ଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରଥମେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ପ୍ରମୁଖ ଟିକା ନେଇଛନ୍ତି।…

କୋଭିଡ ଟିକା ନେଲେ ମୟୂରଭଞ୍ଜ ଜିଲାପାଳ

ବାରିପଦା ଅଫିସ,୬।୨: ମୟୂରଭଞ୍ଜ ଜିଲାରେ କୋଭିଡ-୧୯ର ଦ୍ବିତୀୟ ପଯ୍ୟାୟ ଟିକାକରଣ ‘ମୋ ଟିକା ମୋ ସୁରକ୍ଷା’ କାର୍ଯ୍ୟକ୍ରମ ଜିଲାପାଳଙ୍କ କାର୍ଯାଳୟ ପରିସରରେ ଶନିବାର ଅନୁଷ୍ଠିତ ହୋଇଛି । ଜିଲାପାଳ ବିନୀତ ଭରଦ୍ବାଜ ଏହାର ଶୁଭ ଉଦଘାଟନ କରିଥିବା ବେଳେ ଏସ୍‌ପି ସ୍ମିଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?