ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ
ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ୍ ପର୍ଲା ପଞ୍ଚାୟତ ଲଛିପୁର ଗ୍ରାମର ଜୟରାମ ସୁନାନି(୩୮)। ମିଳିଥିବା…
ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ ହଷ୍ଟେଲରୁ ବ୍ରହ୍ମପୁର ଅଭିମୁଖେ ସ୍କୁଟିରେ ଫେରୁଥିବା ବ୍ରହ୍ମପୁର ବାପୁଜୀ ନଗର ୪ର୍ଥ ଲେନରେ…
କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..
କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ କରାଯାଇଛି । ବ୍ଲକର ୧୪ଟି ପଞ୍ଚାୟତର ଏସ୍ସି, ଏସ୍ଟି, ଓବିସି ଓ ସଂଖ୍ୟାଲଘୁ…
ଦୁର୍ଗମ ଲବାରସିଂରୁ ଭାରତ ସରକାରଙ୍କ ବରିଷ୍ଠ ବୈଜ୍ଞାନିକ-ଏଫ୍: ଗଜପତିର ଗୌରବ ଡ଼ଃ ସତ୍ୟବାନ ବିଶୋୟୀରତ୍ନ
ମୋହନା,୩ା୯( ମନ୍ମଥ ମିଶ୍ର ): ଗଜପତି ପାଇଁ ଗୌରବ ଆଣିଲେ ଡ଼ଃ. ସତ୍ୟବାନ ବିଶୋୟୀରତ୍ନ । ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଦୁର୍ଗମ ଆଦିବାସୀ ଅଞ୍ଚଳ ଲବାରସିଂ ଗ୍ରାମର ଏକ ସାଧାରଣ ପରିବାରରୁ ଆସି ଆଜି ଭାରତ ସରକାରଙ୍କ ବରିଷ୍ଠ…
ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ
ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ, ଦୁର୍ଘଟଣା ଜନିତ ଜରୁରୀକାଳୀନ ପରିସ୍ଥିତି ଭଳି ଅନେକ ମାମଲାରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ…
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବମୋକେଇ…
ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ
କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ର ଯିବା ଓ ସେଠାରେ ମହିଳାଙ୍କ ମୃତ୍ୟୁ ଘଟିବା ଭଳି ଘଟଣା…
ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କୁ ଲାପଟପ ବଣ୍ଟନ: ଶିକ୍ଷାକୁ ସହଜ କରିବାକୁ ଉଦ୍ୟମ
କର୍ଲାମୁଣ୍ଡା,୩।୯(ପ୍ରଦୀପ କୁମାର ସାହୁ):ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ଶିକ୍ଷାକୁ ସହଜ ଓ ଡିଜିଟାଲ ମାଧ୍ୟମରେ ଆହୁରି ସୁଗମ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ପକ୍ଷରୁ ଲାପଟପ ବଣ୍ଟନ କରାଯାଇଛି। ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ୍ୟ ଦୃଷ୍ଟିବାଧିତ ୬ ଜଣ ବେଦାନ୍ତ…
ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ
କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି । ରାୟ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ବିଦ୍ୟାଭାରତୀ ସିଆରପିସି ଧାରା…
ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍ସନ୍କୁ…
ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି। କଟକର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଏହି ସମ୍ବେଦନଶୀଳ ମାମଲାର ବିଚାର କରି ପୂର୍ବତନ…
ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…
ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ ଏକ ବାଇକକୁ ପଛପଟୁ ଧକ୍କା ଦେବା ଯୋଗୁ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ…
ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…
ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାସହ ଏହି ବେଆଇନ କାରବାରରେ ଲିପ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

