ଆମ ଜିଲା ଖବର

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ‘ଶିଶୁ ବାଟିକା’ ଶିକ୍ଷାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଥୁଆମୁଳ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା ସଚେତନତା ରଥ’ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଏହି…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ ଯାତ୍ରା ପାର୍ଟିର ଜିନିଷ ପତ୍ର ବୋଝେଇ ଏକ ଟ୍ରକ ଓଲୋଟି ଦୁର୍ଘଟଣା ଘଟିଛି।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ କର୍ତ୍ତବ୍ୟରେ ଅବହେଳା ଓ ଆଦେଶ ଅବମାନନା କରିଥିବା ଅଭିଯୋଗରେ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ତହସିଲଦାର ଅରୁଣ କୁମାର ବର୍ଗେ, ବ୍ଲକ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଗୁଡାରି ବିଡିଓ ସୁଚିସ୍ମିତା ବେହେରାଙ୍କୁ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି। ଏ…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ । ଏହି ଆଇପିଏଲ ମ୍ୟାଚ ପାଇଁ ପାଗଳ ଯୁବଗୋଷ୍ଠୀ। ଏହାର ଫାଇଦା ନେଇ ସ୍ଥାନୀୟ…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ପୁରୀ ଏକ ସେନ୍ସିଟିଭ ଜୋନ। ପୁରୀର ଜିଓଲୋଜିକାଲ ଷ୍ଟଡି…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ ପ୍ରାଣୀତା ଦାସ ଶନିବାର ପୂର୍ବାହ୍ନରେ ଉଦ୍‌ଘାଟନ କରିଛନ୍ତି। ଛାତ୍ରୀଛାତ୍ରମାନେ ପ୍ରଥମେ ପାରମ୍ପରିକ ବେଶରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ ସଭାରେ ନବନିର୍ବାଚିତ ସଭାପତି ପ୍ରକାଶ ଚନ୍ଦ୍ର ତ୍ରିପାଠୀ ଉପସଭାପତି ଦୁର୍ଗାଚରଣ ଦାଶ, ସଂପାଦକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ ଉତ୍ସବ ପାଳନ ହୋଇଯାଇଛି। ଏହି ପାଳନ ଅବସରେ ରାଜ୍ୟ ସରକାରଙ୍କ ଏକ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ ହାଡ଼କୁ ଜବତ କରିଛି । ଖପୁରି ଓ ହାଡ଼ ମହିଳା କି ପୁରୁଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?