ମାସ୍କ ବ୍ୟବହାର ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଆହ୍ବାନ
ଗୁଡଭେଲା,୧୯।୪ଡି.ଏନ.ଏ.): ସମଗ୍ର ଦେଶରେ ବର୍ତ୍ତମାନ କରୋନା ବିରୋଧରେ ଲଢେଇ ଚାଲିଛି। ଏହି ସମୟରେ ଡାକ୍ତର, ନର୍ସ, ପୋଲିସ, ପରାମେଡିକାଲ, ସଫେଇ କର୍ମଚାରୀ, ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀ ଗୋଟିଏ ଗୋଟିଏ ଯୋଦ୍ଧା। ଲୋକଙ୍କୁ ନିରାପଦ ରଖିବା ପାଇଁ...
ଲକ୍ଡାଉନ୍ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ
ଜି.ଉଦୟଗିରି,୧୯।୪(ଡି.ଏନ୍.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍ ଡାଉନ୍ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ ଭିତରେ ମଦ ଭାଟି କରି ମଦ ପ୍ରସ୍ତୁତ କରୁଛନ୍ତି। ତେଣୁ ଜି.ଉଦୟଗିରି...
ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଜେଲ୍ ଗଲେ ଜେଇ
ରେଢାଖୋଲ, ୧୯।୪(ଡି.ଏନ.ଏ.): ସ୍ତ୍ରୀଙ୍କୁ ଯୌତୁକଜନିତ ନିର୍ଯାତନା ଦେବା ଅଭିଯୋଗରେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକରେ କାର୍ଯ୍ୟରତ ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବିଭୁପ୍ରସାଦ ବେହେରା ଶନିବାର ଜେଲ ଯାଇଛନ୍ତି। ଶୁକ୍ରବାର ତାଙ୍କ ସ୍ତ୍ରୀ ରଶ୍ମିମୟି ତାଣ୍ଡିଙ୍କ ଅଭିଯୋଗକ୍ରମେ ରେଢାଖୋଲ...
କାଳି ମନ୍ଦିରରେ ତାଲା ଭାଙ୍ଗି ଲୁଟ୍: ମା’ଙ୍କ ଟଙ୍କା,ସୁନା, ରୁପା ନେଇଗଲେ ଦୁର୍ବୃତ୍ତ; ପୋଲିସର ତଦନ୍ତ ଆରମ୍ଭ
ପାଟପୁର,୧୯।୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଳାସପୁର କାଳୀ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ସାରା ଅଞ୍ଚଳରେ ଲକ୍ଡାଉନ୍ ଚାଲିଥିବା ସମୟରେ ମନ୍ଦିର ଗୁଡିକ ବନ୍ଦ ଥିବା ବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ତାଲା...
ବିନା ମାସ୍କରେ ଡାକ୍ତରଖାନାରେ ରୋଗୀ, ସମ୍ପର୍କୀୟ
ଲୋଇସିଂହା,୧୯ା୪(ଡି.ଏନ୍.ଏ.): ମାସ୍କ ପିନ୍ଧିବାକୁ ସରକାର ବାଧ୍ୟତାମୂଳକ କରିଛନ୍ତି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତର୍ବିଭାଗରେ ଭର୍ତ୍ତି ହୋଇଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟ ବିନା ମାସ୍କରେ ରହୁଥିବା ରବିବାର ସକାଳେ ଦେଖିବାକୁ ମିଳିଛି। ଲୋଇସିଂହା ଥାନା ଅନ୍ତର୍ଗତ...
କୁକୁଡ଼ା ଚୋରି ସନ୍ଦେହରେ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରାମାଡ଼: ଜଣେ ଗୁରୁତର; ୬ ଆହତ, ୨ଅଟକ
ଭଦ୍ରକ ଅଫିସ,୧୯ା୪: କୁକୁଡ଼ା ଚୋରି ସନ୍ଦେହରେ ପ୍ରଥମେ କମେଣ୍ଟମରା ଓ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଉଭୟ ପକ୍ଷର ଜଣେ ଗୁରୁତର ଏବଂ ଆହତ ହୋଇଛନ୍ତି। ଦୁଇ ଜଣଙ୍କୁ ପୋଲିସ ଅଟକ ରଖିଛି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା...
ରାଧାନଗରରେ ଡକାୟତି: ୪୦ ଭରି ସୁନାଗହଣା, ଦେଢ଼ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୧୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳରେ କିଛିଦିନ ହେଲା ଘନଘନ ଚୋରି ଡକାୟତି ଘଟଣା ଲୋକଙ୍କ ନିଦ ହଜାଇ ଦେଇଛି। ଶନିବାର ବିଳମ୍ବିତ ରାତିରେ ଦିଗପହଣ୍ଡି ଥାନା ମଳାଭଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ ଜେ. ସରୋଜ...
ଭଦ୍ରକରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲିବ ପରିବା ବଜାର
ଭଦ୍ରକ ଅଫିସ,୧୯।୪: ଏବେ ଭଦ୍ରକ ଜିଲାରେ ସନ୍ଧ୍ୟା ୬ ପର୍ଯ୍ୟନ୍ତ ପରିବା ମାର୍କେଟ ଖୋଲିବା ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିଛି। ପୂର୍ବରୁ ମଧ୍ୟାହ୍ନ ୧ ପର୍ଯ୍ୟନ୍ତ ଅନୁମତି ରହିଥିଲା। କେବଳ ଏରେଇଁ ଓ ଭଦ୍ରକ ପୌରପାଳିକା ଅଞ୍ଚଳରେ ମଧ୍ୟାହ୍ନ...
ଭଦ୍ରକରେ ଖୋଲିଲା ବହିଦୋକାନ, ଲମ୍ବା ଧାଡ଼ିରେ ଅଭିଭାବକ
ଭଦ୍ରକ ଅଫିସ,୧୯।୪: ରବିବାର ଭଦ୍ରକରେ ପ୍ରଥମ କରି ବହିଦୋକାନ ଖୋଲିଛ। ସକାଳ ୬ରୁ ଅଭିଭାବକମାନେ ଲମ୍ବା ଧାଡିରେ ରହି ବହି ଓ ଖାତା କିଣୁଥିବା ଦେଖିବାକୁ ମିଳିଛି। ଅଧିକାଂଶ ଦୋକାନୀ ଖାତା କିଣିଲେ ବହି ଦେଉଥିବା ଦେଖିବାକୁ ମିଳିଛି, ଏପରିକି...
ଯୋଜନା ପରଖିଲେ ଭଦ୍ରକ ଜିଲାପାଳ
ଭଦ୍ରକ ଅଫିସ,୧୯।୪: କରୋନା ମୁକାବିଲା ଲାଗି କରାଯାଇଥିବା ଲକ୍ଡାଉନ୍ ଯୋଗୁ ଗରିବ ତଥା ଶ୍ରମିକ ଶ୍ରେଣୀୟ ଲୋକେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଭଦ୍ରକ...
ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ
ଭଦ୍ରକ ଅଫିସ,୧୯।୪: ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠି କୁ ଭଦ୍ରକ ଡିଷ୍ଟ୍ରିକ୍ଟ ଫ୍ଲlଇଆସ ବ୍ରିକ୍ସ ଓନର୍ ଆସୋସିଏଶନ ପକ୍ଷରୁ ୧ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆସୋସିଏଶନ ସଭାପତି ଅସିତ୍ କୁମାର ପାଣିଗ୍ରାହୀ, ସମ୍ପାଦକ ଜ୍ୟୋତି ପ୍ରକାଶ ମହାନ୍ତି...
କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ
ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ୍ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଅନେକ ବଦାନ୍ୟ...
Archives


