ଲଳିତଗିରି ସୌନ୍ଦର୍ଯ୍ୟକରଣ ନାମରେ ଲୁଟ୍
ଚଣ୍ଡିଖୋଲ,୬।୨(ଡି.ଏନ.ଏ.): ଓଡ଼ିଶାର ବୌଦ୍ଧ କୀର୍ତ୍ତିରାଜିରେ ପରିପୂର୍ଣ୍ଣ ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ହୀରକ ତ୍ରିଭୁଜ ଗଠିତ। ଏଠାକୁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ, ଗବେଷକ ଓ ଅନ୍ତର୍ଜାତୀୟ ଟୁର୍ ଅପରେଟର ଆସିଥାନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ…
ବରଗଡ଼ ଜିଲାପାଳ, ଏସ୍ପି ନେଲେ କୋଭିଡ ଟିକା
ବରଗଡ଼ ଅଫିସ,୬।୨: ବରଗଡ଼ ଜିଲାରେ ଶନିବାର କୋଭିଡ ଟିକାକରଣ ଚାଲିଛି। ଜିଲାପାଳଙ୍କ ଅଫିସ ପରିସରରେ ଅନୁଷ୍ଠିତ ଏହି ଟିକାକରଣ କାର୍ଯ୍ୟକ୍ରମରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରଥମେ ଟିକା ନେଇଥିଲେ। ସେହିପରି ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମରେ ଏସ୍ପି ପଦ୍ମିନୀ…
ରାଜସ୍ୱ ମ୍ୟାପ୍ରୁ ଲିଭିଯାଉଛି ସାତଭାୟା ଗାଁ
କେନ୍ଦ୍ରାପଡ଼ା ଅଫିସ, ୬।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟାର ପୂର୍ବର ଥିବା ପ୍ରସିଦ୍ଧ ପଞ୍ଚୁବରାହୀ ମନ୍ଦିର ବାଲିରେ ପୋତି ହୋଇଗଲାଣି। ମାତ୍ର କେଇ ହାତ ଦୂରରେ ଥିବା ନଡ଼ିଆ ଗଛ ବର୍ଷକ ମଧ୍ୟରେ ଅସ୍ତିତ୍ୱ ହରାଇ ସାରିଛି। ମା’ଙ୍କର ବିଭିନ୍ନ…
କୁଡ଼ିଆରେ ଜଳିଗଲେ ମହିଳା
ଢେଙ୍କାନାଳ ଅଫିସ/ କାମାକ୍ଷାନଗର(ଡି.ଏନ.ଏ.), ୬।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ପଞ୍ଚାୟତ ଅନ୍ତର୍ଗତ ଚୁନରଗଡ଼ି ଗ୍ରାମର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କୁଡ଼ିଆରୁ ଶୁକ୍ରବାର ଜବତ କରାଯାଇଛି। ମୃତକ ହେଲେ ରିଙ୍କି ମହାଖୁଡ଼ (୨୬)। ଘଟଣା ପରେ ସ୍ବାମୀ ନବକିଶୋର…
୧ ବନାମ ୧୭ ଗାଁ
ନୟାଗଡ଼ ଅଫିସ,୬।୨: ଜଙ୍ଗଲ ମଧ୍ୟରେ ରାସ୍ତା ନିର୍ମାଣକୁ ନେଇ ସାଢ଼େ ୩ ବର୍ଷରୁ ଲାଗିରହିଥିବା ବିବାଦ ଗୁରୁବାର ବିଳମ୍ବିତ ରାତିରୁ ଉଗ୍ରରୂପ ନେଇଛି। ନୟାଗଡ ସଦରଥାନା ଅନ୍ତର୍ଗତ ମାଳିସାହି, ଢେଙ୍କେଣା ଓ ଖଣ୍ଡୁଗଁା ପଞ୍ଚାୟତର ୧୭ଟି ଗଁାର ଲୋକେ ଗୁଡୁପାଙ୍ଗି-ଦେଉଳି ରାସ୍ତାର…
ସରକାରୀ ଯୋଜନା ଏଠି ସାତସପନ
କଣ୍ଟାବାଞ୍ଜି, ୬।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ବଡଡକଲା ପଞ୍ଚାୟତର ମାଓବାଦୀ ପ୍ରବଣ ଡଙ୍ଗାମରା ଗାଁ। ଗାଁରେ ଅଧିକାଂଶ ଲୋକ ଆଦିବାସୀ ସମ୍ପ୍ରଦାୟର। ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ ଓ ଚାଷ କରି ଗ୍ରାମବାସୀ ଜୀବିକା ନିର୍ବାହ କରନ୍ତି। ବଣ ପାହାଡଘେରା ଏହି…
ବାଲେଶ୍ୱରରେ ହେବ ବଜ୍ରପାତ ଗବେଷଣା କେନ୍ଦ୍ର
ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ, ୬।୨: ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟର୍ମ ରିସର୍ଚ୍ଚ ଟେଷ୍ଟ ବେଡ୍) ବାଲେଶ୍ୱରରେ ପ୍ରତିଷ୍ଠା ହେବ। ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ଏ ଦିଗରେ ଭୂ-ବିଜ୍ଞାନ…
ଜେଲକୁ ଫେରିଲେ ରାକେଶ
ଯାଜପୁର ଅଫିସ/ରସୁଲପୁର/ଯାଜପୁର ଟାଉନ(ଡି.ଏନ.ଏ.),୬।୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ (୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଦିନକୁ ଦିନ ଭିନ୍ନମୋଡ ନେଉଛି। ଘଟଣାର ୧୦ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ପୋଲିସ ମୃତ୍ୟୁର କାରଣ ଖୋଜିବାରେ ବିଫଳ…
ମୌଳିକ ସୁବିଧା ଦାବିରେ ଅନଶନ
ସାରସକଣା,୬ା୨- ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ବସ୍ଷ୍ଟାଣ୍ଡଠାରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ସ୍ଥାନୀୟ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ଦାସ ଆମରଣ ଅନଶନରେ ବସିଛନ୍ତି। ବସ୍ଷ୍ଟାଣ୍ଡରେ ଯାତ୍ରୀ ପ୍ରତୀକ୍ଷାଳୟ, ଶୌଚାଳୟ, ପାନୀୟ ଜଳ ଓ ଆଲୋକ ବ୍ୟବସ୍ଥା ପାଇଁ…
ଉଦୟପୁର ବେଶିଲ୍ ଇଣ୍ଟରନ୍ୟାଶନାଲରେ ଏନଫୋର୍ସମେଣ୍ଟ ଟିମ୍
ଭୋଗରାଇ, ୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁରସ୍ଥିତ ବେଶିଲ ଇଣ୍ଟରନ୍ୟାଶନାଲ ଭଗ୍ନପ୍ରାପ୍ତ ପଞ୍ଚତାରକା ହୋଟେଲରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟର ଗୌହାଟି ଇଡି ଆସିଷ୍ଟାଣ୍ଟ କମିଶନର ଚନ୍ଦ୍ରମଣି ସିକୁମାର ଓ ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡା ଶୁକ୍ରବାର ପହଞ୍ଚତ୍ ହୋଟେଲର ସ୍ଥାବର ଓ…
କଲ୍ୟାଣୀ ସେବା ସମିତିରେ ଅନିୟମିତତା: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତଦନ୍ତ
ବାହାନଗା, ୬ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କଲ୍ୟାଣୀ ସେବା ସମିତିରେ ଧାନକିଣାରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏନେଇ କେତେଜଣ ଚାଷୀ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ କରିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ଆରମ୍ଭ ହୋଇଛି ା…
ମଞ୍ଚମୁହାଁ କଳାକାର
ଭୁବନ, ୬।୨(ଡି.ଏନ.ଏ.) ଖୋଲିଲାଣି ଆଖଡ଼ା ଶାଳା। ସଂଳାପରେ କମ୍ପୁଛି ପରିବେଶ। କଟକଣା କୋହଳ ପରେ ମଞ୍ଚମୁହାଁ କଳାକାର। ଯାତ୍ରାଜଗତ ପାଇଁ ନୂତନ ବର୍ଷ ନୂଆ ଆଶା ଆଣିଦେଇଥିବାବେଳେ କରୋନା ପ୍ରହାରରେ ଧରାଶାୟୀ କଳାଜଗତ ଅଣ୍ଟାସଳଖି ଠିଆ ହେବାକୁ ପୁଣି ଥରେ ଆରମ୍ଭ…

