ଯୋଜନା ପରଖିଲେ ଭଦ୍ରକ ଜିଲାପାଳ
ଭଦ୍ରକ ଅଫିସ,୧୯।୪: କରୋନା ମୁକାବିଲା ଲାଗି କରାଯାଇଥିବା ଲକ୍ଡାଉନ୍ ଯୋଗୁ ଗରିବ ତଥା ଶ୍ରମିକ ଶ୍ରେଣୀୟ ଲୋକେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଭଦ୍ରକ...
ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଦାନ
ଭଦ୍ରକ ଅଫିସ,୧୯।୪: ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠି କୁ ଭଦ୍ରକ ଡିଷ୍ଟ୍ରିକ୍ଟ ଫ୍ଲlଇଆସ ବ୍ରିକ୍ସ ଓନର୍ ଆସୋସିଏଶନ ପକ୍ଷରୁ ୧ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଆସୋସିଏଶନ ସଭାପତି ଅସିତ୍ କୁମାର ପାଣିଗ୍ରାହୀ, ସମ୍ପାଦକ ଜ୍ୟୋତି ପ୍ରକାଶ ମହାନ୍ତି...
କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ
ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା ଲାଗି ପିଏମ୍ କେୟାର୍ସ ଫଣ୍ଡ ଏବଂ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଅନେକ ବଦାନ୍ୟ...
ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା
ଭଦ୍ରକ ଅଫିସ,୧୯।୪: ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ କଟକଣା। ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଚରମ୍ପା ଓ ଏରେଇଁରୁ ରବିବାର କଣ୍ଟେନମେଣ୍ଟ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଲକ୍ଡାଉନର କଟକଣା ଉକ୍ତ ଅଞ୍ଚଳରେ ରହିବ ବୋଲି ଜିଲାପାଳ ଡ. ଜ୍ଞାନ ରଞ୍ଜନ...
ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନ୍ମେଣ୍ଟ କଟକଣା: ବାଲେଶ୍ୱରର ୩ ଅଞ୍ଚଳ ସିଲ୍ କଲା ପ୍ରଶାସନ
ବାଲେଶ୍ୱର ଅଫିସ,୧୯।୪: ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଜଣଙ୍କ ବାଲେଶ୍ୱରର। ଏହା ଜଣାପଡ଼ିବା ପରେ ଜିଲା ପ୍ରଶାସନ ପକ୍ଷରୁ ମ୍ୟୁନିସିପାଲିଟି ଅଧୀନ ୨୭ ଏବଂ ୨୮ ନଂ ଓ୍ବାର୍ଡ ସହ ୨୯ନଂ ଓ୍ବାର୍ଡର ଆଶିଂକ ଅଞ୍ଚଳକୁ ୭ ଦିନ...
ସାମାଜିକ ଦୂରତା ନିୟମ ମାନୁନାହାନ୍ତି ଲୋକେ: ମାଛ ମାର୍କେଟରେ ଅସମ୍ଭବ ଭିଡ଼
ବନ୍ତ,୧୯ା୪(ଡି.ଏନ୍.ଏ.): କରୋନା ମହାମାରୀ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାଶ୍ୟକୀୟ ସାମଗ୍ରୀ କିଣିବା ସମୟରେ ପ୍ରବଳ ଗହଳି ଲାଗି ରହୁଥିବା ଦେଖିବାକୁ ମିଳୁଛି। ଭଦ୍ରକ...
ଚାଷୀଙ୍କ ଉପରେ କରୋନା ଚଡ଼କ: ଜମିରେ ସଢୁଛି ପନିପରିବା
ଛତ୍ରପୁର,୧୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ଚଡ଼କ ଚାଷୀ, ମୂଲିଆ ଓ କୃଷି ଶ୍ରମିକଙ୍କ ଉପରେ ଅଧିକ ପଡ଼ିଥିବା ଜଣାପଡ଼ିଛି। ଲକ୍ଡାଉନ୍ ଓ ପ୍ରତ୍ୟହ ୧୯ଘଣ୍ଟିଆ ସଟ୍ଡାଉନ ଯୋଗୁ ଗମନାଗମନରେ କଟକଣା ଲାଗିଛି। ଫଳରେ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ପନିପରିବା ବାହାରକୁ...
ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ: ଅବୁଝା ହେଲେ ପଚାରିବାକୁ ଦେଲେ ଫୋନ୍ ନମ୍ବର
କୃଷ୍ଣପ୍ରସାଦ, ୧୯।୪ (ଡି.ଏନ.ଏ.): କରୋନା ଯୋଗୁ ଜାରି ହୋଇଥିବା ଲକ୍ଡାଉନ ଲାଗି ଶିକ୍ଷାର୍ଥୀଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି। ପାଠ ପଢିବାର ସୁଯୋଗ ସୃଷ୍ଟି କରିବା ପାଇଁ ଗଣଶିକ୍ଷା ବିଭାଗ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କ ଘରକୁ ଯାଇ ସେମାନଙ୍କ ଆବଶ୍ୟକ ବହି...
କରୋନା ଟାଣିଛି ଲକ୍ଷ୍ମଣରେଖା: କାଳିଆ ଦର୍ଶନ ପାଇଁ ବ୍ୟାକୁଳ ଭକ୍ତ
ପୁରୀ ଅଫିସ,୧୯।୪: କରୋନା ଟାଣିଛି ଲକ୍ଷ୍ମଣ ରେଖା। ସିଂହଦ୍ୱାର ଡେଇଁ ଶ୍ରୀମନ୍ଦିରକୁ ଯାଇପାରୁନାହାନ୍ତି ଭକ୍ତ। ଗତ ମାସ ୨୦ ତାରିଖରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। କେବଳ ସେବାୟତମାନେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନ କରୁଛନ୍ତି। ଇତିମଧ୍ୟରେ ପ୍ରାୟ...
ମନେପଡ଼େ କଳାବେଠିଆଙ୍କ ସେବା
ପୁରୀ ଅଫିସ,୧୯।୪: ଶାସ୍ତ୍ରରେ ରହିଛି ରଥେ ତୁ ବାମନଂ ଦୃଷ୍ଟ୍ବା, ପୁନର୍ଜନ୍ମ ନ ବିଦ୍ୟତେ। ଅର୍ଥାତ୍ ରଥ ଉପରେ ମହାପ୍ରଭୁଙ୍କୁ ବାମନ ରୂପରେ ଦର୍ଶନ କଲେ ପୁନଜନ୍ମ ହୋଇ ନ ଥାଏ। ଏହି ଆସ୍ଥା ଓ ବିଶ୍ୱାସରେ କ’ଣ ଏଥର...
ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିିନ ତିଆରି କଲେ ୪ ଅଧ୍ୟାପକ
କଟକ ଅଫିସ, ୧୯।୪: ମହାମାରୀ କରୋନା ଭୂତାଣୁ ପାଇଁ ସମସ୍ତେ ଚିନ୍ତିତ। ଦିନକୁ ଦିନ ଏହି ଭୂତାଣୁର ସଂକ୍ରମଣ ମଧ୍ୟ ବଢିବାରେ ଲାଗିଛି। ଏବେ ଲକଡାଉନ ସମୟରେ ଏକ ଅଭିନବ ପ୍ରୟାସ କରିଛନ୍ତି ଖପୁରିଆ ଆଇଟିଆଇର ୪ ଅଧ୍ୟାପକ। ରାଜ୍ୟର...
ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା: ବାହାରିବନି ଶୋଭାଯାତ୍ରା, ଖର୍ଚ୍ଚକାଟ କରିଛି ମନ୍ଦିର ପ୍ରଶାସନ
ପୁରୀ ଅଫିସ,୧୯।୪: କରୋନା ପାଇଁ ଅଟକିବନି ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା। କିନ୍ତୁ କଟକଣା ରହିବ। ଗହଳିକୁ ବାରଣ କରାଯିବ। କୌଣସି ଭକ୍ତ ଏଥିରେ ସାମିଲ ହେବେ ନାହିଁ। ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ୱରେ ପୋଲିସ ଜଗିବେ। ଚତୁଃପାର୍ଶ୍ୱ ରାସ୍ତାକୁ ବନ୍ଦ...
Archives


