କରୋନା ଯୋଦ୍ଧାଙ୍କୁ ମିଳୁନି ଦରମା
ଅନୁଗୋଳ ଅଫିସ, ୧୯।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସ୍ତୁତ ଥିବା ୧୦୪ ଜଣ ଆଉଟସୋର୍ସିଂ କର୍ମଚାରୀଙ୍କୁ ୩ ମାସ ହେଲା ଦରମା ମିଳିନାହିଁ। ମେଡିକାଲ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ କାରଣରୁ ଏହି କରୋନା...
ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା
ଢେଙ୍କାନାଳ ଅଫିସ, ୧୯।୪ – ଢେଙ୍କାନାଳ ପୌରାଞ୍ଚଳର ସିମିଳିଆ ଅଞ୍ଚଳର ନାରୀଶକ୍ତି ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ଶନିବାର ସମ୍ବର୍ଦ୍ଧିତ କରାଯାଇଛି। ପୋଲିସ, ଅଙ୍ଗନୱାଡି କର୍ମୀ, ସଫେଇ କର୍ମଚାରୀ, ଆଶା କର୍ମୀ, ସ୍ବଚ୍ଛସାଥୀ, ପୂର୍ବତନ କାଉନ୍ସିଲରଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ମିଶନ...
ଏନ୍ଟିପିସିରେ ହ୍ରାସ ହେବନି ବିଦ୍ୟୁତ୍ ଉତ୍ପାଦନ
ତାଳଚେର,୧୯ା୪(ନି.ପ୍ର.) – ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍ଟିପିସି ଉଦ୍ୟୋଗର ବିଦ୍ୟୁତ୍ ଉତ୍ପାଦନ ନେଇ ସିଏମ୍ଡି ଗୁରୁଦୀପ ସିଂ ଏବଂ ଆଞ୍ଚଳିକ ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଛି। କୌଣସି ସ୍ଥିତିରେ ପ୍ଲାଣ୍ଟର ଶକ୍ତି ଉତ୍ପାଦନ ରେ ହ୍ରାସ ଘଟିବାକୁ ଦିଆଯିବ ନାହିଁ...
ବିତରଣରେ ହେରଫେର ଅଭିଯୋଗ
ଅନୁଗୋଳ ଅଫିସ, ୧୯।୪ – ଅନୁଗୋଳ ଜିଲା ଛେଳିଆପଡ଼ାସ୍ଥିତ ଖାଉଟି ଦ୍ରବ୍ୟ ବିତରକ ଜନ୍ମେଜୟ ସାହୁ (ଡିଲର ନମ୍ବର- ୦୧୦୧ପି୦୬୦) ୩ ମାସର ରାଶନ ସାମଗ୍ରୀ ଲୋକଙ୍କୁ ଦେଉ ନ ଥିବା ଅଭିଯୋଗ ହୋଇଛି। କିରୋସିନର ସରକାରୀ ମୂଲ୍ୟ ୪୧...
ସୁନ୍ଦରଗଡ଼ରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ହସ୍ପିଟାଲ
ସୁୁନ୍ଦରଗଡ଼,୧୯ା୪(ଡି.ଏନ୍.ଏ.) ସୁନ୍ଦରଗଡ଼ରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ଓ୍ବାର୍ଡର କାମ ସରିଛି ା ଏହି ହସ୍ପିଟାଲକୁ ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ଏଥିରେ ଥିବା ୧୪ଟି ଓ୍ବାର୍ଡରେ ୧୮ଟି କୋଠରି...
ଲକ୍ଡାଉନ୍ ସମୟରେ ରକ୍ତାଭାବ ଦୂର ଉଦ୍ୟମ, ସଂଗ୍ରହ ହେଲା ୫୫ ୟୁନିଟ୍ ରକ୍ତ
ସୋନପୁର,୧୯।୪(ନି.ପ୍ର.) କରୋନା ଭୂତାଣୁ ସଂକମ୍ରଣ ରୋକିବା ପାଇଁ ସାରା ଦେଶରେ ମେ ୩ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା ହୋଇଛି। ଏଥିପାଇଁ ରକ୍ତଦାନ ଶିବିର ଆୟୋଜନ ହୋଇପାରୁନି। ତେଣୁ ରକ୍ତର ଅଭାବ ଦୂର କରିବା ପାଇଁ ସୋନପୁର ବ୍ଲକ କୀର୍ତ୍ତିପୁରଠାରେ...
ସମାଜିକ ଦୂରତା ରଖି ରାସ୍ତାରୋକୋ
ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ୍ ଖିଣ୍ଡା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଦେଖା ଦେଇଛି। ଏହାକୁ ନେଇ ସ୍ଥାନୀୟ ମହିଳମାନେ ଗ୍ରାମ୍ୟ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଉପରେ ମାଠିଆ ଗରା ରଖି ମହିଳାମାନେ ସାମାଜିକ ଦୂରତା ନିୟମ ଅନୁଯାୟୀ...
ନିର୍ମାଣ ଶ୍ରମିକଙ୍କୁ ମିଳିନି ସହାୟତା
ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍ଡାଉନ୍ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର ଆଇଏନ୍ଟିୟୁସି ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା...
ପେନସନ ଟଙ୍କାରୁ ସହାୟତା
ସମ୍ବଲପୁର, ୧୯।୪ (ବ୍ୟୁରୋ)- କରୋନା ଭୂତାଣୁକୁ ପ୍ରତିରୋଧ କରିବାକୁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ା ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲା ସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରଘୁନାଥ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ...
ମାସ୍କ ପିନ୍ଧିଲେନି, ଜରିମାନା ଦେଲେ
ଦେବଗଡ,୧୯।୪ (ଡି.ଏନ.ଏ.)-ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ଅବମାନନା କରିଥିବା ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଶନିବାର ଦେବଗଡ ଜିଲାର ୧୨୯ଜଣ ଅମାନିଆଙ୍କଠାରୁ ୨୫ହଜାର ୮୦୦ଟଙ୍କା ଜରିମାନା ଆଦାୟ କରାଯାଇଛି ା
ପୋଲିସ କର୍ମଚାରୀଙ୍କୁ କିନ୍ନର ମହାସଂଘର ସମ୍ବର୍ଦ୍ଧନା
ବ୍ରହ୍ମପୁର ଅଫିସ,୧୯ା୪-କରୋନା ମହାମାରୀକୁ ନେଇ ସାରା ବିଶ୍ୱବାସୀ ଆତଙ୍କିତ। ଏହି ସମୟରେ ସଂକ୍ରମଣକୁ ପ୍ରତିରୋଧ କରିବାକୁ ଲାଗୁ କରାଯାଇଥିବା ଲକ୍ଡାଉନ୍କୁ ସଫଳ କରିବାକୁ ନେଇ ପ୍ରଶାସନିକ ଅଧିକାରୀ, ପୋଲିସ ପ୍ରଶାସନ ଅପ୍ରାଣ ଉଦ୍ୟମ ଜାରି ରଖିଛନ୍ତି । ଏଭଳି ଏକ...
ଏକକାଳୀନ ପରିବାରର ୬ଜଣ କଲେ ରକ୍ତଦାନ
ବରଗଡ଼ ଅଫିସ୍,୧୯।୪- ଘାତକ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ୍ କଟକଣା ଲାଗୁ କରାଯାଇଛି। ଏଭଳି ସ୍ଥଳେ ରକ୍ତ ଭଣ୍ଡାରଗୁଡ଼ିକରେ ରକ୍ତାଭାବ ଦେଖାଯାଇଛି। ଏହା ଜାଣିବା ପରେ ବରଗଡ଼ ଟ୍ରଷ୍ଟଫଣ୍ଡ୍ କଲେଜ ଗଳିର ହୁସେନ ମଞ୍ଜିଲରେ...
Archives


