ଆମ ଜିଲା ଖବର

ପାଇପ୍‌ଲାଇନ ବିଛା କାର୍ଯ୍ୟରେ ଅନିୟମିତତା

ନିମାପଡ଼ା,୧୬।୪(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତର ମାଧିବରହମପୁର ଗ୍ରାମଠାରୁ ଉମାମହେଶ୍ୱରପୁର ଗ୍ରାମ ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ନିମନ୍ତେ ପାଇପଲାଇନ ସଂଯୋଗ କାର୍ଯ୍ୟ ଚାଲିଛି। ପଞ୍ଚାୟତ ପକ୍ଷରୁ ୬ଲକ୍ଷ ଟଙ୍କା ଆର୍ଥିକ ଅନୁଦାନରେ ୪ଶହରୁ ଊର୍ଦ୍ଧ୍ୱ ମିଟରର ପାଇପଲାଇନ ବିଛା…

ମ୍ୟାଙ୍ଗୋ ହବ୍‌ ପରିତ୍ୟକ୍ତ

ଢେଙ୍କାନାଳ ଅଫିସ, ୧୬।୪ ଜାତୀୟସ୍ତରରେ ସୁନାମ ଅର୍ଜିଛି ଢେଙ୍କାନାଳର ଆମ୍ବ। ବିଦେଶରେ ମଧ୍ୟ ଏହାର ଆଦର କିଛି କମ୍‌ ନୁହେଁ। ଜିଲାର ଆମ୍ବ ଚାଷୀ ଏବଂ ଆମ୍ବ ବ୍ୟବସାୟକୁ ପ୍ରୋତ୍ସାହିତ କରିବାକୁ ସଦର ବ୍ଲକ ଗୋବିନ୍ଦପୁରଠାରେ ପ୍ରତିଷ୍ଠା ହୋଇଥିଲା ପନିପରିବା ବିପଣନ…

ମେଧାବୀଙ୍କ ମନ ଊଣା

ଅନୁଗୋଳ ଅଫିସ, ୧୬।୪ ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇଥାନ୍ତା ମାଟ୍ରିକ ପରୀକ୍ଷା। ଏଥିପାଇଁ ଗତ ଜାନୁୟାରୀରୁ ଜୋର ଧରିଥିଲା ପ୍ରସ୍ତୁତି। ସ୍କୁଲରେ ଶହେ ଦିନିଆ ପାଠପଢ଼ା ଟାର୍ଗେଟ୍‌ ସହ ଦଶମ ଶ୍ରେଣୀର ସବୁ ଛାତ୍ରୀଛାତ୍ରଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ…

ମେ ୧୫ ଯାଏ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ମନା

ନୂଆଦିଲ୍ଲୀ, ୧୬।୪(ପି.ଟି.):ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସମେତ କେନ୍ଦ୍ରୀୟ ସଂରକ୍ଷଣରେ ଥିବା ତଥା ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ଅଧୀନରେ ଆସୁଥିବା ସମସ୍ତ ଐତିହ୍ୟ ସ୍ଥଳ ଓ ସଂଗ୍ରହାଳୟଗୁଡ଼ିକୁ ମେ’ ୧୫…

ବଳାତ୍କାର ପରେ ନାବାଳିକା ୬ ମାସର ଗର୍ଭବତୀ

ଝାରସୁଗୁଡ଼ା ଅଫିସ,୧୫।୪: ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଝାରସୁଗୁଡ଼ା ଜିଲା ବଡମାଲ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଡମାଲ ଥାନା ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସିଡିପିଓ ସୁପ୍ରଭା ମହାପାତ୍ରଙ୍କ ଅଭିଯୋଗ ମୁତାବକ…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ: ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ନିଲମ୍ବିତ

ଦେବଗଡ଼,୧୫।୪: ଦେବଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ) ପରୀକ୍ଷା ବେଳେ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ପୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର କେନ୍ଦ୍ର ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) କୁମୁଦ ବନ୍ଧୁ ପୃଷ୍ଟିଙ୍କୁ ଜିଲା…

ଘରୁ ମୟୁର ଜବତ କଲା ବନ ବିଭାଗ

ଭବାନୀପାଟଣା,୧୫।୪: କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ କର୍ମଚାରୀ ଗୁରୁବାର କଲମପୁର ଅଞ୍ଚଳର ସନ୍ତୋଷ ଅଗ୍ରୱାଲଙ୍କ ଘରେ ଚଢାଉ କରି ଏକ ମୟୁର ଉଦ୍ଧାର କରାଯାଇଛି। ସନ୍ତୋଷ ମୟରୁକୁ ଘରେ ରଖିଥିବା ନେଇ ବନବିଭାଗ ନିକଟରେ ଅଭିଯୋଗ ହୋଇଥିଲା। ଫରେଷ୍ଟ ଆକ୍ଟ ଅନୁଯାୟୀ…

ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ ୩ ଦିନ ପାଇଁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଘୋଷଣା କରାଯାଇଛି। ସେବାୟତମାନେ ଯଥାରୀତି…

ମାସ୍କ ଚେକିଂ ବେଳେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ

ଭଦ୍ରକ ଅଫିସ,୧୫।୪: ମାସ୍କ ଚେକିଂ ବେଳେ ଗୁରୁବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ୩ ବ୍ରାଉନସୁଗାର ବେପାରୀ। ପୋଲିସ ଗିରଫ ବେପାରିଙ୍କଠାରୁ ୧୦ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ…

ବୈତରଣୀ ଉଜାଡ଼ି ଦେଲା ମା’ର କୋଳ

ଭଦ୍ରକ ଅଫିସ,୧୫।୪: ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଗୌରାଙ୍ଗପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଭଉଣୀଭାଇ ହେଲେ ସୋହଡ଼ା ଗ୍ରାମର ମନ୍ମଥ ଦାସଙ୍କ…

ଚିନ୍ତା ବଢ଼ାଉଛି ସଂକ୍ରମଣ: ଶ୍ରୀମନ୍ଦିର ସେବାରେ ଜଡ଼ିତ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ ଅଫିସ,୧୫।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ପୁରୀରେ ମଧ୍ୟ ଏହି ସଂଖ୍ୟା ବଢ଼ି ଚାଲିଛି। ଶ୍ରୀମନ୍ଦିର ସହ ବିଭିନ୍ନ ସେବାରେ ଜଡ଼ିତ ଆଉ ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେବାୟତ,…

ବ୍ୟାଙ୍କ କର୍ମଚାରୀ କରୋନା ଆକ୍ରାନ୍ତ, ଦୁଇଦିନ ବ୍ୟାଙ୍କ ବନ୍ଦ

ପାଟଣା,୧୫।୪(ସ୍ବ.ପ୍ର.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପାଟଣା ବ୍ଲକ ତୁରୁମୁଙ୍ଗା ବଜାରସ୍ଥିତ ଏକ ବ୍ୟାଙ୍କର ଦୁଇ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଏହା ପରେ ବ୍ୟାଙ୍କ ପକ୍ଷରୁ ଦୁଇଦିନ ପର୍ଯ୍ୟନ୍ତ ବନ୍ଦ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?