ଜୁଆଆଡ୍ଡାରେ ଚଢାଉ, ୫ ଗିରଫ
ବୁଗୁଡା,୧୮ା୪(ଡି.ଏନ୍.ଏ.)- ବୁଗୁଡା ଥାନା ଅନ୍ତର୍ଗତ କରସିଙ୍ଗି ନିକଟ ଏକ କାଜୁ ତୋଟାରେ ଶନିବାର ଅପରାହ୍ନରେ ବୁଗୁଡା ପୋଲିସ ଚଢାଉ କରି ୫ ଜଣ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୯୨୦୦ଟଙ୍କା ସହ ଖେଳ ସାମଗ୍ରୀ ଜବତ କରିଛି। ଗିରଫମାନେ...
ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍ କ୍ୱାରାଣ୍ଟାଇନ୍ ଅବଧି
କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ସଂକ୍ରମଣ ନ ବ୍ୟାପିବା ପାଇଁ...
କରୋନା ମାଡ: ଆର୍ଥିକ ସହାୟତା ଦାବି କଲା ବାରିକ ସମିତି
ଭବାନୀପାଟଣା, ୧୮।୪(ସ୍ବ.ପ୍ର.): କରୋନା ଯୋଗଁୁ ମାର୍ଚ୍ଚ ୨୪ ମାର୍ଚ୍ଚଠାରୁ ସାରାଦେଶରେ ଲକ୍ଡାଉନ ଜାରିରହିଛି। ଯାହାଫଳରେ ଅନେକ ଲୋକ ଏବେ ନିଜ ଜୀବିକା ହରାଇ ବସିଛନ୍ତି। କାମ କରି ପରିବାର ଚଳଉଥିବା ଉକ୍ତ ଲୋକମାନଙ୍କ ଜୀବନ ଏବେ ଦୁର୍ବିସହ ହୋଇପଡିଛି। ଏପରି...
ବିଦେଶୀ ମଦ ଭର୍ତ୍ତି ଟ୍ରକ ଜବତ
ଭଞ୍ଜନଗର,୧୮।୪(ଡି.ଏନ.ଏ)- ଲକ୍ଡ଼ାଉନ ପୂର୍ବରୁ ଏକ ବିଦେଶୀ ମଦ ଭର୍ତ୍ତି ଟ୍ରକ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ବାହାରିଥିଲା। ଏହି ସମୟରେ ଲକ୍ଡ଼ାଉନ ଘୋଷଣା ହୋଇଯାଇଥିଲା। ଚାଳକ ନିଜ ଗ୍ରାମକୁ ଟ୍ରକଟିକୁ ନେଇ ଆସିଥିଲେ। ଗଁାରେ ରଖିବା ସମୟରେ ନାନା ଅସୁବିଧାର ସମ୍ମୁଖିନ...
ଜୁଆ ଆଡ୍ଡାରୁ ୮ ଗିରଫ
ଆସିକା,୧୮ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କଲେଜଛକ ଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଶନିବାର ମଧ୍ୟାହ୍ନରେ ପୋଲିସ ଚଢାଉ କରି ୮ଜଣଙ୍କୁ ଗିରଫ କରିଛି। ସେଠାରୁ ୧୨,୫୦୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ବିରୋଧରେ...
୧୦୦ଜଣଙ୍କ ପାଇଁ ଶୁଖିଲା ଖାଦ୍ୟ ପ୍ରଦାନ
ଗଞ୍ଜାମ,୧୮ା୪(ଡି.ଏନ୍.ଏ.)- କରୋନା ପାଇଁ ଲକ୍ଡାଉନ ପରେ ଗରିବ, ଅସହାୟ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି। କାମଧନ୍ଦା ବନ୍ଦ ଯୋଗୁ ଜିବନ ଜୀବିକା ପ୍ରଭାବିତ ହେବା ସହ ଖାଦ୍ୟ ଯୋଗାଡରେ ସମସ୍ୟା ଦେଖାଦେଉଛି। ଏଭଳି ଘଡିସନ୍ଧି ମୁହୁର୍ତ୍ତରେ ସେମାନଙ୍କୁ...
ଗଞ୍ଜାମର ୩୩. ୩୧ ଲକ୍ଷ ଜଣଙ୍କ ସ୍ବାସ୍ଥ୍ୟ ସର୍ଭେ ହେଲାଣି
ଛତ୍ରପୁର, ୧୮ା୪(ଡି.ଏନ୍.ଏ.)- କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାର ପ୍ରତ୍ୟେକ ଘରକୁ ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟବସ୍ଥା ସର୍ଭେ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ପ୍ରତ୍ୟେକ ଓ୍ବାର୍ଡରେ ଅଙ୍ଗନଓ୍ବାଡି, ଆଶା କର୍ମୀ, ଶିକ୍ଷକଙ୍କୁ ନେଇ...
ବଜ୍ରପାତରେ ଯୁବକଙ୍କ ଜୀବନଗଲା
ଆସିକା,୧୮ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ସହର ଉପକଣ୍ଠ ଋଷିକୂଲ୍ୟା ନଦୀ ପଠାରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ସେ ହେଲେ ଆସିକା ଥାନା କାଳଷଣ୍ଢପୁର ଗ୍ରାମର ଅଜୟ ବିଶ୍ୱାଳ। ଅଜୟ ଋଷିକୂଲ୍ୟା ନଦୀରେ ସ୍ନାନ ସାରି...
ହୋଟେଲ ଉପରକୁ ମାଡିଗଲା ଟ୍ରକ
ବୌଦ୍ଧ, ୧୮ା୪(ସ୍ବ.ପ୍ର.)-ବୌଦ୍ଧ ସହରର ପୂରୁଣା ବ୍ଲକ ଛକଠାରେ ଥିବା ଏକ ହୋଟେଲ ଉପରକୁ ଶନିବାର ଏକ ଟ୍ରକ ମାଡି ଯାଇଥିଲା। ଟ୍ରକ ହୋଟେଲର ଟିଣଛାତ ଓ କାନ୍ଥରେ ମାଡ ହୋଇ ଅଟକି ଯାଇଥିଲା। ଦୁର୍ଘଟଣାରେ କେହି ଆହତ ହୋଇ ନାହାନ୍ତି।...
ରକ୍ତ ଅଭାବ ଦୂର କରିବାକୁ ରକ୍ତଦାନ କାର୍ଯ୍ୟକ୍ରମ
ବଲାଙ୍ଗୀର ଅଫିସ,୧୮ା୪- ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଛି ରକ୍ତଦାନ କାର୍ଯ୍ୟକ୍ରମ। ନଗର କଂଗ୍ରେସ ସଭାପତି ବୁଲୁ ଦାନିଙ୍କ ନେତୃତ୍ୱ ତଥା ଜିଲା କଂଗ୍ରେସ କଂଗ୍ରେସ ଉପସଭାପତି ମନୀଷ ମିଶ୍ରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ହସ୍ପିିଟାଲ...
ପ୍ରକଳ୍ପ ଅଧାପନ୍ତରିଆ, ଟ୍ୟାଙ୍କର ପାଣି ଯୋଗାଇ ଦେବାକୁ ଦାବି
ଲାଠୋର, ୧୮ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଫଳରେ ୨ୱାର୍ଡ ବିଶିଷ୍ଟ ଏହି ଗ୍ରାମର ୧୨ଶହରୁ ଊର୍ଦ୍ଧ୍ୱ ଲୋକେ ପାଣି ପାଇଁ ନାହିଁ ନ ଥିବା...
ଓଡ଼ିଶାର ଆଉ ଏକ ଜିଲାକୁ ଡେଇଁଲା କରୋନା: ୬୧ ନଂ ଆକ୍ରାନ୍ତ ବାଲେଶ୍ୱରର
ଭୁବନେଶ୍ୱର,୧୮ା୪(ବ୍ୟୁରୋ) : ଶନିବାର ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର। ତାଙ୍କର ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶଯୋଗ୍ୟ, ଶନିବାର ରାଜ୍ୟରେ ୩ କରୋନା...
Archives


