ଆମ ଜିଲା ଖବର

ଅସ୍ତରଙ୍ଗରେ ଭିଜିଲାନ୍ସର ଖୋଳତାଡ଼

ଅସ୍ତରଙ୍ଗ,୩।୨(ଡି.ଏନ୍‌.ଏ.): ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ଅଧୀନରେ ଅସ୍ତରଙ୍ଗ ବ୍ଲକରେ ଚାରାରୋପଣ ଓ ରାଡ୍‌ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ମଙ୍ଗଳବାର ଭୁବନେଶ୍ୱର ଭିଜିଲାନ୍ସର ଡିଏସପି ଅନୁପମା ମହାପାତ୍ରଙ୍କ ନେତୃତ୍ୱରେ ୬ଜଣିଆ ଟିମ୍‌ ୨ ପଞ୍ଚାୟତରେ ଖୋଳତାଡ଼ କରିଛନ୍ତି। ସୂଚନାଯୋଗ୍ୟ,…

ଯୋଗମୁହାଁ ଯୁବପିଢ଼ି

କଟକ ଅଫିସ, ୩ା୨: ଶରୀର ସୁସ୍ଥ ରହିବା ପାଇଁ ମନକୁ ଶାନ୍ତ ରଖିବା ଆବଶ୍ୟକ। ମନର ସୁସ୍ଥତା ପାଇଁ ଦରକାର ଅନୁକୂଳ ପରିବେଶ ଓ ଉପଯୁକ୍ତ ପନ୍ଥା, ଯାହା ଯୋଗ ଦ୍ୱାରା ହିଁ ଉପଲବ୍ଧି ହୋଇଥାଏ। ନିୟମିତ ଯୋଗ କଲେ ମଣିଷ…

ଫି’ ହ୍ରାସ ନିର୍ଦ୍ଦେଶ ନ ମାନିଲେ ସ୍କୁଲ ସ୍ବୀକୃତି ପ୍ରତ୍ୟାହାର ହେଉ

କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା ଏମ୍‌ଓୟୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି। ହେଲେ କଟକରେ ବେସରକାରୀ ସ୍କୁଲଗୁଡିକ…

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣରେ ସମ୍ପ୍ରତି ବିଦେଶୀ ପକ୍ଷୀମାନଙ୍କ କଳରବ ଦେଖିବାକୁ ମିଳିଛି। ବିଦେଶୀ ପକ୍ଷୀମାନଙ୍କ ମଧ୍ୟରେ ଶହ ଶହ ସଂଖ୍ୟାରେ ମଙ୍ଗୋଲିଆ ପକ୍ଷୀ ସ୍ଥାନୀୟ ଅଞ୍ଚଳବାସୀ ଓ ପର୍ଯ୍ୟଟକଙ୍କୁ ବିମୋହିତ କରୁଛନ୍ତି। ମଙ୍ଗୋଲିଆ ଓ ମ୍ୟାନ୍‌ମାର ଅଞ୍ଚଳରେ ପ୍ରବଳ…

ବ୍ୟାଙ୍କରୁ ୧୪ ଲକ୍ଷ ଟଙ୍କାର କଏନ୍‌ ହେରଫେର

ପାରାଦୀପ,୩ା୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡବଜାରସ୍ଥିତ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରୁ ୧୪ ଲକ୍ଷ ଟଙ୍କାର କଏନ୍‌ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ମ୍ୟାନେଜର ସନ୍ତୋଷ କୁମାର ନାୟକ ମଙ୍ଗଳବାର ଥାନାରେ ଅଭିଯୋଗ…

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ,୩ା୨: ରାଜସ୍ବ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣରେ ବିଳମ୍ବ ଓ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରସ୍ତାବିତ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀଭିତ୍ତିକ ବନ୍ଦର ପ୍ରକଳ୍ପର ଭାଗ୍ୟ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ୧୪ ବର୍ଷ ପୂର୍ବେ ଏହି ବନ୍ଦର ନିର୍ମାଣ…

‘ବିଖ୍ୟାତ ବରା’ ବ୍ୟବସାୟୀଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୩।୨: ଢେଙ୍କାନାଳ ବରାକୁ ପରିଚିତ କରାଇଥିବା ଗଣେଶ ବଜାରର ପ୍ରତିଷ୍ଠିତ ବ୍ୟବସାୟୀ ସଦାଶିବ ସାହୁଙ୍କ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ସୂଚନା ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବ୍ୟବସାୟୀ, ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତା…

ପୋଲିସକୁ ଡେମୋ ଦେଖାଇଲେ ରାକେଶ

ଯାଜପୁର ଅଫିସ/ ରସୁଲପୁର(ଡି.ଏନ୍‌.ଏ.),୩ା୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୧)ଙ୍କ ମୃତ୍ୟୁ ଘଟଣାରେ ଗିରଫ ରାକେଶ କୁମାର ସ୍ବାଇଁଙ୍କୁ ପୋଲିସ ୩ ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ରିମାଣ୍ଡର ପ୍ରଥମ ଦିନରୁ ପୋଲିସ ଜୋରଦାର ଜେରା ଆରମ୍ଭ କରିଛି।…

ଅଣଧାନ ଫସଲକୁ ଅଣଦେଖା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଷୀଙ୍କଠାରୁ ଆରମ୍ଭ କରି ସରକାରୀ କଳ ଯାଏ ସମସ୍ତେ କେବଳ ଧାନ ଚାଷ ପଛରେ ଗୋଡ଼ାଇଛନ୍ତି। ରାଜ୍ୟରେ ଧାନ ଉତ୍ପାଦନ ବଢ଼ି ଚାଲିଥିବା ବେଳେ ଅଣଧାନ ଫସଲ ଚୁଲିିକି ଗଲାଣି। ଆଳୁ, ପିଆଜ, ଡାଲି, ତୈଳବୀଜ ଆଦି ପାଇଁ ଅନ୍ୟ…

ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣରେ ସ୍ଥଗିତାଦେଶ

କଟକ ଅଫିସ୍‌, ୩।୨: କଟକ ଖାନ୍‌ନଗରଠାରେ ନିର୍ମାଣ ହେବାକୁ ଥିବା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ୍‌ ପ୍ରକଳ୍ପ ନିର୍ମାଣରେ ଲାଗିଛି ରୋକ୍‌। ପ୍ରସ୍ତାବିତ ୧୨ଏକର ପରିମିତ ବସ୍‌ ଟର୍ମିନାଲ ପ୍ରକଳ୍ପ ମଧ୍ୟରେ ଥିବା କାଳୀ ମନ୍ଦିରକୁ ନ ଭାଙ୍ଗିବା ପାଇଁ ମଙ୍ଗଳବାର ହାଇକୋର୍ଟ…

କପିଳାସ ହେବ ଗ୍ରୀନ୍‌ କରିଡର

ଢେଙ୍କାନାଳ ଅଫିସ, ୩।୨ – ପ୍ରସିଦ୍ଧ ଶୈବପୀଠ କପିଳାସ ହେବ ଗ୍ରୀନ୍‌ କରିଡର। ମନ୍ଦିର ପରିସର ସମେତ ଆଖପାଖ ଅଞ୍ଚଳକୁ ମାର୍ଚ୍ଚ ୧ ସୁଦ୍ଧା ପ୍ଲାଷ୍ଟିକ ଏବଂ ପଲିଥିନ ମୁକ୍ତ କରାଯିବ। ଏଥିଲାଗି ଅଣ୍ଟା ଭିଡ଼ିଛି ପ୍ରଶାସନ। ଏ ସଂକ୍ରାନ୍ତରେ ମଙ୍ଗଳବାର…

‘ପୋଷ୍ୟ’ ପାଇଁ ହେଉନି ପ୍ରୟାସ

ଅନୁଗୋଳ ଅଫିସ, ୩।୨ – ବେସରକାରୀ ବିଦ୍ୟାଳୟ ପରି ସରକାରୀ ସ୍କୁଲର ବିକାଶ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ସେଥିପାଇଁ ‘ମୋ ସ୍କୁଲ’ ଅଭିଯାନକୁ ଅଧିକ ବ୍ୟାପକ କରିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ଶିକ୍ଷାନୁଷ୍ଠାନରେ ଗୁଣାତ୍ମକ ଶିକ୍ଷାଠାରୁ ଆରମ୍ଭ କରି ଭିତ୍ତିଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?