ରାଇପଡ଼ା ହତ୍ୟା ଘଟଣା: ୨ ଭାଇ ଜେଲ ଗଲେ
ରଣପୁର,୧୮ା୪(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ ଚାନ୍ଦପୁର ଥାନାର ରାଇପଡା ଗଁ।ରେ କାଜୁ ଜଙ୍ଗଲକୁ ନେଇ ଦୁଇ ଆଦିବାସୀଙ୍କ ହତ୍ୟା ଘଟଣାରେ ପୋଲିସ ନୂଆସାହିର ଦୁଇଭାଇ ବିକାଶ ଜେନା ଓ ପ୍ରକାଶ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।...
ପଶୁପକ୍ଷୀଙ୍କୁ ବଣ୍ଟାହେଲା ଜବତ ଜଳଖିଆ, ମିଠା
ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଦର୍ପଣୀଗଡ଼ ବଜାରରେ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢାଉ କରି ୩ଟି ଦୋକାନକୁ ସିଲ କରାଯାଇଛି। ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ ଓ ଉପଜିଲାପାଳ ନାରାୟଣ ଚନ୍ଦ୍ର ଧଳ ବଜାରରେ...
ବନ୍ଦ ଲଜ୍ରେ ଦେହ ବେପାର
ପୁରୀ ଅଫିସ,୧୮ା୪: ବର୍ତ୍ତମାନ କରୋନା କଟକଣା ଜାରି କରାଯାଇଛି । ଲକ୍ଡାଉନ ଯୋଗୁ ବନ୍ଦ ରହିଛି ସମସ୍ତ ହୋଟେଲ, ଲଜ୍ ଏବଂ ଅନ୍ୟାନ୍ୟ ବ୍ୟବସାୟ ପ୍ରତିଷ୍ଠାନ। ହେଲେ ଶୁକ୍ରବାର ବଡ଼ଦାଣ୍ଡର ଦୁଇଟି ଲଜ୍ରେ ଦେହବ୍ୟବସାୟ ଚାଲୁଥିବା ନେଇ ୩ଜଣ ଯୁବକ...
ଯୌତୁକ ପାଇଁ ନିର୍ଯାତନା : ୪ ଗିରଫ
ନିମାପଡ଼ା,୧୮ା୪(ଡି.ଏନ.ଏ): ଚାରିଛକ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିଆପଡ଼ା ଗ୍ରାମର ମଲ୍ଳିକା ଭୋଇ ନାମ୍ନୀ ବଧୂଙ୍କୁ ଯୌତୁକ ଦାବିରେ ନିର୍ଯାତନା ଦେବା ସହ ଆକ୍ରମଣ କରିବା ଅଭିଯୋଗରେ ୪ଜଣଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ମଲ୍ଲିକାଙ୍କ ସ୍ବାମୀ ମାଧବ ଭୋଇ,...
ଉପବାସରେ କୁଟୀରଶିଳ୍ପ କାରିଗର
କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ କାଟୁଛନ୍ତି। ଏଭଳି ଦେଖିବାକୁ ମିଳିଛି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଡଅଁଳ ପଞ୍ଚାୟତ...
ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର
ପୁରୀ ଅଫିସ,୧୮ା୪: ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମାଛ ଚାଲାଣକାରୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶକୁ ରପ୍ତାନୀ କରୁଛନ୍ତି। ସଚେତନ ଅଭାବରୁ ସାଧାରଣ ମତ୍ସ୍ୟଜୀବୀ ଏହି ମାଛର ମୂଲ୍ୟ ଜାଣିପାରୁ...
୧୦୦ କି.ମି. ଚାଲିଲେ ୫ ଯୁବକ
ପିପିଲି,୧୮ା୪(ଡି.ଏନ.ଏ): ଚାଲିବାକୁ ବଳ ପାଉନାହିଁ। ତଥାପି କଷ୍ଟେମଷ୍ଟେ ପାଦ ପକାଇବାକୁ ପଡ଼ୁଛି। ଭୋକ ବାଟ କଢାଇ ନେଉଛି। ଢେଙ୍କାନାଳରୁ ପିପିଲି ପାଖାପାଖି ୧୦୦ କିମି ଚାଲି ଚାଲି ଘରକୁ ଫେରିଛନ୍ତି କେତେଜଣ ଦିନମଜୁରିଆ। ଶୁକ୍ରବାର ପିପିଲି ବଜାରରେ ଏମାନେ ପହଞ୍ଚିଛନ୍ତି।...
ଅସ୍ତିତ୍ୱ ହରାଉଛି ରତ୍ନଚିରା
ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି ହୋଇପଡୁଛି। ଏହି ନଦୀ କୂଳରେ ବାସ କରୁଥିବା ପ୍ରାୟ ୧୦୦ଟି ଗ୍ରାମର ଲୋକେ...
ମଟନ ପାଇଁ ଆସି ଔଷଧ ନେବା ଆଳ
ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି। ତେବେ କେତେଜଣ ଅମାନିଆ ବିଭିନ୍ନ ଆଳ ଦେଖାଇ ବଜାରରେ ବୁଲୁଥିବା ନଜରକୁ ଆସିଛି।...
ଛାତିରୁ ଅଲଗା ହେଲା ମୁହଁ
କଟକ ଅଫିସ,୧୮ା୪: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ ମୁହଁକୁ ଅଲଗା କରାଯାଇଛି। ବାଳିକା ଜଣଙ୍କ ଦୁର୍ଭାଗ୍ୟବଶତଃ ପୋଡ଼ି ହୋଇଯାଇଥିଲେ। ଯେଉଁଥିରେ...
ଗରିବଙ୍କୁ ରାଶନ ଦେବାକୁ ବିଧାୟକଙ୍କ ଦାବି
କଟକ ଅଫିସ୍,୧୮ା୪: କଟକ ମହାନଗର ନିଗମ ଅଞ୍ଚଳରେ ଅନେକ ଗରିବ ଖଟିଖିଆ, ଦିନମଜୁରିଆ, ଶ୍ରମିକ ମୂଲିଆ ରହିଛନ୍ତି, ଯେଉଁମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରୁ ବଞ୍ଚିତ ହୋଇ ରାଶନ କାର୍ଡ ଖଣ୍ଡିଏ ପାଇ ନାହାନ୍ତି। ଯାହାଫଳରେ...
କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ
କଟକ ଅଫିସ୍,୧୮ା୪: ରାଜ୍ୟରେ ଥିବା ଜେଲ୍ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍ଗୁଡ଼ିକର ସ୍ଥିତି ସମୀକ୍ଷାପରେ କଏଦୀଙ୍କୁ ମୁକୁଳାଇବା ପାଇଁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତି...
Archives


