ଆମ ଜିଲା ଖବର

ଦନ୍ତା ବଢ଼ାଇଛି ଆତଙ୍କ

ଢେଙ୍କାନାଳ ଅଫିସ, ୧।୨: ଢେଙ୍କାନାଳ ଜିଲାରେ ବର୍ଷ ଆରମ୍ଭରୁ ହାତୀ-ମଣିଷ ସଂଘର୍ଷ ତୀବ୍ର ରୂପ ଧାରଣ କରିଛି। ଫସଲ ଅମଳ ସରିଯାଇଥିବାବେଳେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହୋଇଛନ୍ତି ହାତୀପଲ। ପରଜଙ୍ଗ, ହିନ୍ଦୋଳ ଏବଂ ସଦର ବ୍ଲକରେ ଗୋଠଛଡ଼ା ଦନ୍ତା ବ୍ୟାପକ…

ରାଇସ୍‌ ମିଲ୍‌ କରୁଛି ପ୍ରଦୂଷଣ: ମିଲ୍‌ ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଛତୁ ଫୁଟିଲା ଭଳି ରାଇସ୍‌ ମିଲ୍‌ ଗଢ଼ି ଉଠୁଛି। କେତେକ ରାଇସ୍‌ ମିଲ୍‌ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ଗାଇଡଲାଇନ୍‌ ମାନୁ ନ ଥିବା ଯୋଗୁ ପ୍ରଦୂଷଣ ବଢ଼ି ଚାଲିଛି। ଅନ୍ୟପଟେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ଲୋକଦେଖାଣିଆ…

ପୋଲିଓ ବୁନ୍ଦା ଖାଇଲେ ୧.୭ଲକ୍ଷ ଶିଶୁ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ରବିବାର ପୋଲିଓ ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏହାର ଶୁଭାରମ୍ଭ କରିଥିଲେ। ମଙ୍ଗଳବାର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। ପ୍ରଥମ ଦିବସରେ ୧ଲକ୍ଷ ୭ହଜାର ୧୦୫ ଜଣଙ୍କୁ (୯୪.୧ ପ୍ରତିଶତ) ପୋଲିଓ…

ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ମୃତ

କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ମୃତକମାନଙ୍କ ପରିଚୟ ମିଳି ନ…

କୋଭିଡ୍‌ ପରିଚାଳନାରେ ଓଡ଼ିଶା ପୋଲିସକୁ ପ୍ରଶଂସା

ବରଗଡ଼ ଅଫିସ୍‌,୩୧।୧: କୋଭିଡ୍‌ ପରିଚାଳନାରେ ଜାତୀୟ ମହିଳା କମିଶନ ଓଡ଼ିଶା ପୋଲିସକୁ ପ୍ରଶଂସା କରିଛି । ରବିବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଜାତୀୟ ମହିଳା କମିଶନର ୨୯ତମ ପ୍ରତିଷ୍ଠା ଦିବସରେ ଅନୁଷ୍ଠିତ ସମାରୋହରେ ଓଡ଼ିଶା ପୋଲିସକୁ ସମ୍ବର୍ଦ୍ଧିତ କରାଯାଇଛି ।…

ବାଇକ୍‌ ଧକ୍କାରେ ଜଣଙ୍କ ଜୀବନ ଗଲା, ୨ ଗୁରୁତର

କୋକସରା,୩୧।୧: କଳାହାଣ୍ଡି ଜିଲା କୋକସରା ବ୍ଲକ ବଙ୍ଗୋମୁଣ୍ଡା-ଟେମରା ରାସ୍ତା ମଝିରେ ଥିବା ଏକ ବୁଲାଣି ନିକଟରେ ରବିବାର ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣଙ୍କ ଅବସ୍ଥା ଗୁରୁତର…

ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି ଗୋଟିଏ ଜେନେରେଟର ୧୨ଟି କମ୍ପ୍ୟୁଟର, ୭ଟି ଫ୍ୟାନ, ୧୦ଟି ଚୌକ, ଷ୍ଟେବିଲାଇଜର, ୪୦ଟି ହେଡଫୋନ୍‌,…

ଗୁଳି ବିନିମୟ ବେଳେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି,୩୧ା୧: ଦୀର୍ଘଦିନ ପରେ ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ମାଡ଼କାପଦର ଜଙ୍ଗଲରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଓ ବନ୍ଧୁକ ଜବତ…

ନାବାଳିକାଙ୍କୁ ଗଣବଳାତ୍କାର: ଜେଲ ଗଲେ ୨ ଅଭିଯୁକ୍ତ

ଗୋପାଳପୁର,୩୧ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷର ନାବାଳିକାଙ୍କୁ ଗଣ ବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ ବେହେରା…

ପାଠପଢ଼ା ଚାପରେ ଜୀବନ ହାରିଲେ ୪ର୍ଥ ଶ୍ରେଣୀ ଛାତ୍ରୀ

ଭବାନୀପାଟଣା,୩୧।୧: ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ଛାତ୍ରୀଙ୍କ ମା’ କୌଣସି କାମରେ ବାହାରକୁ ଯାଇଥିଲେ। ସେତିକିବେଳେ ସେ ଘରେ ଏକୁଟିଆ ରହିଥିଲେ। ମା’ କାମ ସାରି…

୩ ଚୋରା ମୁଗୁନି ପଥର ହାଇୱା ଜବତ: ୧ଲକ୍ଷ ୯୦ହଜାର ଜରିିମାନା ଆଦାୟ

ପରଜଙ୍ଗ,୩୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ରାଜସ୍ବ ବିଭାଗ ରବିବାର ବାରିହାପୁରଠାରେ ଚଢ଼ାଉ କରି ୩ ମୁଗୁନି ପଥର ହାଇୱା ଜବତ କରିଛି। ଏହା ପରଜଙ୍ଗ ବ୍ଲକ ଦେଇ ଯାଉଥିବା ଅନଗୁଳ- ସୁକିନ୍ଦା-ଡୁବୁରୀ ରେଳପଥ ନିର୍ମାଣ ପ୍ରକଳ୍ପ କାର୍ଯ୍ୟରେ ବ୍ୟବହୃତ ନିମନ୍ତେ ଚୋରା…

ସାରଦା ଖଣିକୁ ୨୦୫୬ କୋଟି ଟଙ୍କା ଜରିମାନା

କେନ୍ଦୁଝର,୩୧।୧(ସ୍ବ.ପ୍ର.) : ବେଆଇନ ଖଣି ଖନନ ପାଇଁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ ଉପରେ ୨ ହଜାର ୫୬ କୋଟି ୩୮ ଲକ୍ଷ ୪୩ ହଜାର ଟଙ୍କାର ଜରିମାନା କରାଯାଇଥିବା ଯୋଡ଼ା ସ୍ଥିତ ଖଣି ଯୁଗ୍ମ ନିର୍ଦ୍ଦେଶକ ସଲିଲ ବେହେରା କହିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?