ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ରକ୍ତଦାନ ଶିବିର
ବଲାଙ୍ଗୀର ଅଫିସ, ୧୭।୪- ଆଧୁନିକ ଓଡିଶାର ନିର୍ମାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସ ଅବସର ଶୁକ୍ରବାର ବଲାଙ୍ଗୀର ଯୁବ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି...
ସେଣ୍ଟ୍ରାଲ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା
ବଲାଙ୍ଗୀର ଅଫିସ, ୧୭ା୪- କରୋନା ଭାଇରସ ସଂକ୍ରମଣର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । କରୋନା ଲଢ଼େଇକୁ ମଜବୁତ କରିବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଭିନ୍ନ ସଂସ୍ଥା ତରଫରୁ ସହାୟତା ରାଶି ପ୍ରଦାନ...
କରୋନା ମୁକାବିଲା ନେଇ ସଚେତନ କଲେ ଡାକ୍ତରୀ ଟିମ୍
ଲୋଇସିଂହା, ୧୭।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଆୟୁଷ ଡାକ୍ତରୀ ଟିମ ଶୁକ୍ରବାର ହୀରାପୁର ପଞ୍ଚାୟତ ଅଞ୍ଚଳ ବୁଲି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନତା କରିଥିଲେ। ଆୟୁଷ ଡା.ସଞ୍ଜୀବ ବିଶ୍ୱାଳ, ଡା. ମହାଶ୍ୱେତା ପଣ୍ଡା ଓ ଷ୍ଟାପ ହୀରାପୁର...
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଜୁ ଯୁବ ବାହିନୀର ସହାୟତା
ଦେଓଗାଁ, ୧୭ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବିଜୁ ଯୁବ ବାହିନୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ା କରୋନା ମହାମାରୀ ଆତଙ୍କର ମୁକାବିଲା ପାଇଁ ରାଜ୍ୟ ତଥା ଦେଶରେ ଆର୍ଥିକ ସଂଙ୍କଟ...
ପ୍ରଶାସନକୁ ମାସ୍କ ପ୍ରଦାନ କଲା ଗ୍ରାସିମ କମ୍ପାନୀ
ଗଞ୍ଜାମ,୧୭ା୪(ଡି.ଏନ୍.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାରେ ‘ନୋ ମାସ୍କ ନୋ ରାଶନ’ ନିୟମ ଘୋଷଣା କରିଛନ୍ତି। ଏଥିସହିତ ମାସ୍କ ପିନ୍ଧି ନ ଥିବା ଲୋକଙ୍କଠାରୁ ପାଞ୍ଚଶହ ଟଙ୍କା ଜରିମାନା ଆଦାୟ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସହର...
ରକ୍ତଦାନ କରି ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି
ସୁନ୍ଦରଗଡ଼, ୧୭।୪(ଡି.ଏନ.ଏ.): ପ୍ରବାଦ ପୁରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବିଜୁ ଜନତା ଦଳ ପକ୍ଷରୁ ନିରାଡମ୍ବର ଭାବେ ପାଳିତ ହୋଇଛି। ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂ ଅନ୍ୟମାନେ ବିଜୁ ବାବୁଙ୍କ...
ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ
କେନ୍ଦୁଝର/ବଡ଼ବିଲ,୧୭।୪(ସ୍ବ.ପ୍ର.)-ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନମଣ୍ଡଳୀର ପ୍ରାକ୍ତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍ନରେ ତାଙ୍କ ବଡ଼ବିଲ ଭଦ୍ରାସାହି ସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୮ ବର୍ଷ ହୋଇଥିଲା।...
ସବ୍ଡେଗାରେ ସାନିଟାଇଜ କଲା ଅଗ୍ନିଶମ ବିଭାଗ
ସବଡେଗା, ୧୭।୪(ଡି.ଏନ.ଏ.): ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସୁନ୍ଦରଗଡ଼ ଜିଲା ସବଡେଗା ବସଷ୍ଟାଣ୍ଡ ଅଞ୍ଚଳଞ୍କୁ ଶୁକ୍ରବାର ବିଶୋଧନ କରାଯାଇଛି। ଏହି ବ୍ଲକରୁ ବାହାର ରାଜ୍ୟକୁ ଅନେକ ଶ୍ରମିକ ଯାଇଥାନ୍ତି। ଏଥି ସହିତ ବାଲିଶଙ୍କରା ବ୍ଲକ ଓ ପଡୋଶୀ ଝାଡ଼ଖଣ୍ଡ ରାଜାର ବହୁ ଶ୍ରମିକ...
ମାହେଶ୍ୱରୀ ରାଇସ ମିଲ ଦେଲା ୧୦ ହଜାର
ମାଧପୁର, ୧୭ା୪- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ମାହେଶ୍ୱରୀ ରାଇସ ମିଲ୍ ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ମିଲର ମ୍ୟାନେଜିଂ ଡାଇରେକ୍ଟର ଚିତ୍ତରଞ୍ଜନ ମେହେର ଉକ୍ତ...
କୋଭିଡ୍, କେୟାର୍ସ ପଣ୍ଡକୁ ସହାୟତା
ପୋଲସରା,୧୭ା୪(ଡି.ଏନ୍.ଏ.)- ପୋଲସରା ସରପଞ୍ଚ, ସମିତି ସଭ୍ୟ, ଜିଲା ପରିଷଦ ସଭ୍ୟ ପ୍ରମୁଖ ଜନପ୍ରତିନିଧି ମିଶି ୧ ଲକ୍ଷ୨୪ହଜାର୧ଶହ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ଫଣ୍ଡକୁ ବିଧାୟକ ଶ୍ରୀକାନ୍ତ ସାହୁଙ୍କୁ ବିଡ଼ିଓ ଶମ୍ଭୁନାଥ ନନ୍ଦି, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ପ୍ରମୁଖଙ୍କ ଉପସ୍ଥିତିରେ...
୫-ଟି ସଚିବଙ୍କ କୋଭିଡ୍-୧୯ ହସ୍ପିଟାଲ ପରିଦର୍ଶନ
ପାରାଦୀପ, ୧୭।୪ (ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲାରେ କୋଭିଡ୍-୧୯ ହସ୍ପିଟାଲ ସ୍ଥାପନ କରାଯାଉଛି। ଏହି କ୍ରମରେ ପାରାଦୀପଠାରେ ୧୦୦ଶଯ୍ୟା ବିଶିଷ୍ଠ କୋଭିଡ୍-୧୯ ହସ୍ପିଟାଲ ପ୍ରସ୍ତୁତ କରାଯାଇଛି। ଶୁକ୍ରବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ପାରାଦୀପଠାରେ ପହଞ୍ଚତ୍ ଉକ୍ତ ହସ୍ପିଟାଲରେ...
ଲାଗିଲା କଟକଣା: ସମୁଦ୍ରରୁ ମାଛ ଧରା ୨ ମାସ ବନ୍ଦ
ପାରାଦୀପ, ୧୭।୪ (ସ୍ବ.ପ୍ର.)- କରୋନା ଭୂତାଣୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍ଡାଉନ୍ ଜାରି ରହିଥିବା ବେଳେ ଏବେ କେତେକ କ୍ଷେତ୍ରରେ ନିୟମ କୋହଳ କରାଯାଇଛି। ସେଥିମଧ୍ୟରେ ମାତ୍ସ୍ୟଜୀବୀମାନେ ସମୁଦ୍ରକୁ ମାଛ ଧରିବାକୁ ଯାଇପାରିବେ ବୋଲି ଉଭୟ କେନ୍ଦ୍ର ଓ...
Archives


