ଆମ ଜିଲା ଖବର

ଟ୍ରକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତକ ମଦଭାଟି ପଡାର କୁମୁଦ ପାଢୀ (୫୪) ବୋଲି ଜଣାପଡିଛି। ଏନେଇ ସ୍ଥାନୀୟ ଲୋକେ…

ଜେଲ ଗଲେ ପ୍ରେମିକ

ଯାଜପୁର ଅଫିସ୍‌/ରସୁଲପୁର/ଯାଜପୁର ଟାଉନ,୩୦ା୧: ଯାଜପୁର ଜିଲା କୁଆଖିଆ ଥାନା ମୂଳାପାଳ ଛକ ନିକଟରୁ ବୁଧବାର ସକାଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ ଜବତ ହୋଇଥିଲା। ତାଙ୍କ ମୃତଦେହକୁ ଦୁଇଜଣ ସ୍କୁଟିରେ ଆଣି ଫୋପାଡ଼ିଥିବା ଏକ ସିସିଟିଭି ଫୁଟେଜ୍‌ରୁ…

ସାଥୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ କଲେ ଯବାନ

ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲା ସେଡବା ସିଆର୍‌ପିଏଫ୍‌ କ୍ୟାମ୍ପରେ ୨୪୧ ବାଟାଲିୟନର ଜଣେ ଯବାନ ଅନ୍ୟ ଦୁଇ ଯବାନଙ୍କୁ ଗୁଳିକରି ନିଜକୁ ଗୁଳି କରିଥିବା ଜଣାପଡିଛି। ଏଥିରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ…

ମାଓବାଦୀରୁ ପୋଲିସ ସାଜିଥିବା ବ୍ୟକ୍ତିଙ୍କୁ ହତ୍ୟା

ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମନ୍ତ ଛତିଶଗଡ଼ ବିଜାପୁର ଜିଲା ଜଘଲା ଥାନା ଅନ୍ତର୍ଗତ କୋତ୍ରାପାଲ ଗ୍ରାମରେ ମାଓବାଦୀମାନେ ଜଣେ ଆତ୍ମସମର୍ପଣ କରିଥିବା ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଛନ୍ତି। ସେ ହେଲେ କନଷ୍ଟେବଳ ମଲ୍ଲେଶ। ମଲ୍ଲେଶ ମାଓବାଦୀ ସଙ୍ଗଠନରେ କମାଣ୍ଡର ଭାବେ କାର୍ଯ୍ୟ…

ଜେଜେବାପାଙ୍କ ଦଶାହରେ ନାତିଙ୍କ ଜୀବନ ଗଲା

ସଜନାଗଡ଼, ୨୯।୧: ଜେଜେବାପାଙ୍କ ଦଶାହରେ ବନ୍ଧୁ ପରିଜନ ଶୁଦ୍ଧିକ୍ରିୟାରେ ବ୍ୟସ୍ତ ଥିଲେ। ସମସ୍ତେ ପୋଖରୀଘାଟରେ କ୍ଷୌର ହେଉଥିବା ବେଳେ ୨୨ବର୍ଷୀୟ ନାତି ଗାଧୋଇବାକୁ ଯାଇ ଆଉ ଫେରି ନ ଥିଲେ। ପରେ ଖୋଜାଖୋଜି କରି ପୋଖରୀରୁ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା…

କଲରାପତରିଆର ମୃତ୍ୟୁକୁ ନେଇ ହେବ ତଦନ୍ତ

ବୁଗୁଡା,୨୯ା୧୧: ବୁଗୁଡା ବନାଞ୍ଚଳରେ ଗୁରୁବାର ଫାଶରେ ପଡି ମୃତ୍ୟୁ ଘଟିଥିବା କଲରାପତରିଆ ବାଘର ମୃତଦେହ ଶୁକ୍ରବାର ସମସ୍ତ ଗାଇଡ୍‌ଲାଇନ୍‌ ଅନୁଯାୟୀ ସ୍ଥାନୀୟ ବନ କାର୍ଯ୍ୟାଳୟ ମଧ୍ୟରେ ପୋଡି ଦିଆଯାଇଛି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ପ୍ରଶାନ୍ତ କୁମାର ମିଶ୍ର କହିଛନ୍ତି,…

ଦିଲ୍ଲୀ ଫେରନ୍ତା ବାଜାଶାଲା ଦଳକୁ ସ୍ବାଗତ

କେସିଙ୍ଗା,୨୯।୧: ଦିଲ୍ଲୀରେ ଅନୁଷ୍ଠିତ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲା ପ୍ରତିଭା ସାଂସ୍କୃତିକ ଅନୁଷ୍ଠାନର ୮୦ଜଣିଆ କଳାକାର ‘ବଜାଶାଲ’ ନୃତ୍ୟ ପରିବେଷଣ କରି ଘରକୁ ଫେରିଛନ୍ତି। ଦିଲ୍ଲୀରୁ ସମତା ଏକ୍ସପ୍ରେସରେ ଆସି ଶୁକ୍ରବାର କେସିଙ୍ଗା ଷ୍ଟେଶନରେ ପହଞ୍ଚତ୍ଲେ। ପରେ କଳାକାରମାନଙ୍କୁ ଉକିଆ ଅନୁଷ୍ଠାନ…

ମହିଳାଙ୍କୁ ଯୌତୁକ ନିର୍ଯାତନା: ବନ୍ଧା ହେଲେ ଶାଶୁ-ଶ୍ୱଶୂର, ଦେଢଶୂର

ବଡବିଲ, ୨୯।୧: କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ଅଞ୍ଚଳରେ ଜଣେ ମହିଳାଙ୍କୁ ଯୌତୁକ ଜନିତ ନିର୍ଯାତନା ଓ ତଣ୍ଟି ଚିପି ହତ୍ୟା ଉଦ୍ୟମ ଅଭିଯୋଗରେ ସମ୍ପୃକ୍ତ ଶାଶୁ, ଶ୍ୱଶୂର, ଦେଢଶୂରଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ…

ମଣ୍ଡିରେ ଅବ୍ୟବସ୍ଥା ନେଇ ଭାଜପାର ଜିଲାପାଳ କାର୍ଯ୍ୟାଳୟ ଘେରାଉ

ଭବନୀପାଟଣା, ୨୯।୧: ମଣ୍ଡିରୁ ଧାନ ନ ଉଠିବା ତଥା ମଣ୍ଡିରେ ଅବ୍ୟବସ୍ଥାକୁ ବିରୋଧ କରି କଳାହାଣ୍ଡି ଭାଜପା ତରଫରୁ ଶୁକ୍ରବାର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଜିଲା ଭାଜପା ସଭାପତି ଦେବେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମୀ ଓ ଚାଷୀ…

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

ରାୟଗଡା ଅଫିସ,୨୯।୧: ଗାଁକୁ ରାସ୍ତା ନ ଥିବାରୁ ୩ କିମି ଖଟିଆରେ ବୁହା ହେଲେ ଗର୍ଭବତୀ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ବଣ୍ଡାଦୋରା ଗାଁରେ। ସୂଚନାଯୋଗ୍ୟ, ଗାଁର ଲକ୍ଷ୍ମୀ ମାଝିଙ୍କ ଗର୍ଭଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସକୁ…

ଛୁଟି ମଞ୍ଜୁର ପାଇଁ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର

ସୁନ୍ଦରଗଡ଼,୨୯।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ସ୍ବସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ଶ୍ରଦ୍ଧାକର ଗଡତିଆ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଲାଞ୍ଚନେଇ ସେ ଧରାପଡ଼ିଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟକର୍ମୀଙ୍କ ଛୁଟି ମଞ୍ଜୁର କରାଇଦେବା ପାଇଁ ଗଡତିଆ ୫ ହଜାର ଲାଞ୍ଚ ନେଉଥିବା…

ପୁରୀ ସମୁଦ୍ରରେ ଭାସିଗଲେ ୭ ଜଣ

ପୁରୀ ଅଫିସ, ୨୯।୧: ଜଗା ଦର୍ଶନ କରିବାକୁ ପୁରୀ ଆସି ସମୁଦ୍ରରେ ଗାଧୋଇବା ବେଳେ ୭ ପର୍ଯ୍ୟଟକ ଭାସିଯାଇଛନ୍ତି। ତେବେ ସ୍ଥାନୀୟ ନୋଳିଆ ୬ଜଣଙ୍କୁ ଉଦ୍ଧାର କରିଥିବା ବେଳେ ଜଣଙ୍କର ପତ୍ତା ମିଳିପାରି ନାହିଁ। ନିଖୋଜ ଯୁବକ ଜଣଙ୍କ ଝାରଖଣ୍ଡର ଦୀପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?