ଆମ ଜିଲା ଖବର

ବୃଦ୍ଧ ଦମ୍ପତିଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଭବାନୀପାଟଣା,୨୮।୧: କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ଇନ୍ଦ୍ରମାଲ ଗ୍ରାମର ଜଣେ ବୃଦ୍ଧ ଦମ୍ପତିଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗ୍ରାମର କାହ୍ନୁ ସାହୁ (୭୫) ଓ ତାଙ୍କ ସ୍ତ୍ରୀ…

ପୋଲ ନିର୍ମାଣ ବେଳେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ଉରା-ଚନ୍ଦାବିଲାଠାରେ ନିର୍ମାଣାଧିନ ପୋଲରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ରାସଗୋବିନ୍ଦପୁର ଥାନା ଅଧୀନ ଧାନଶୋଳ ଗ୍ରାମର ଦୀପକ ସିଂ (୩୨)। ତାଙ୍କ ପରିବାରକୁ…

କାର ଚକା ଫାଟି ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଛତ୍ରପୁର,୨୮।୧: ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥରେ ଗୁରୁବାର ଏକ କାର ଚକା ଫାଟିଯିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟାଙ୍ଗୀ ଅଞ୍ଚଳର ସାଜିଦ୍‌। ସିଦ୍ଧାର୍ଥ ପଟ୍ଟନାୟକ ଏବଂ…

ସ୍ତ୍ରୀ ହତ୍ୟାକାରୀଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଓ ଦୌରାଜଜ(୧) ପ୍ରବୀର କୁମାର ଚୌଧୁରୀ ଏହାର ବିଚାର କରି…

ପ୍ରତାପଙ୍କୁ ମିଳିଲା ପିପିଲି ଦାୟିତ୍ୱ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଦାୟିତ୍ୱ ମିଳିବା ପରେ ପ୍ରତାପ ପିପିଲି ନିର୍ବାଚନମଣ୍ଡଳୀ ଯାଇ…

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ପିଟିଲେ ଗ୍ରାମବାସୀ

ରାୟଗଡ଼ା ଅଫିସ,୨୮।୧: ରାୟଗଡ଼ା ଜିଲା ବିଷମକଟକରେ ପିଲାଚୋର ସନ୍ଦେହରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରି ଅଟକ ରଖିଥିଲେ ଗ୍ରାମବାସୀ। ତେବେ ଅଟକ ଥିବା ଯୁବକଙ୍କୁ ବିଷମକଟକ ପୋଲିସ ଉଦ୍ଧାର କରିଛି। ବିଷମକଟକ ଥାନା ଅନ୍ତର୍ଗତ ମିନାହଲାରେ ଏହି ଘଟଣା ଘଟିଛି।…

ବ୍ୟବସାୟୀଙ୍କୁ ମାଡ଼ମାରି ନେଇଗଲେ ୬.୭୨ଲକ୍ଷ

ବେଗୁନିଆ,୨୮।୧(ଡି.ଏନ୍‌.ଏ.): ବେଗୁନିଆ ଥାନା ଅଧୀନ ପିଚୁକୁଳି-ସାନପଦର ଗ୍ରାମ ମଧ୍ୟରେ ଥିବା କେନାଲ ନିକଟରେ ମଙ୍ଗଳବାର ରାତିରେ କେତେଜଣ ଦୁର୍ବୃତ୍ତ ଦୁଇ ଗୋରୁ ବ୍ୟବସାୟୀଙ୍କୁ ମାଡ଼ମାରି ୬,୭୨,୦୦୦ଟଙ୍କା ଲୁଟି ନେଇଛନ୍ତି। ବ୍ୟବସାୟୀ ଲିୟାକତ ଖାନ ଓ ମୁସ୍ତାଫା ଖାନଙ୍କ ଅଭିଯୋଗକ୍ରମେ ପୋଲିସ ଏକ…

ମହିଳାଙ୍କୁ ପ୍ରତାରଣା: ଜେଲ ଗଲେ ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୨୭ା୧: ଖାକିରେ ଲାଗିଲା କଳଙ୍କ। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ରହୁଥିବା ଜଣେ ମହିଳାଙ୍କୁ ପ୍ରେମ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଏସ୍‌ଆଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭୂଷଣ୍ଡପୁର ଅଞ୍ଚଳର ଟାଙ୍ଗୀ ଥାନାରେ…

ସେବାୟତଙ୍କ କୋଭିଡ୍‌ ଟେଷ୍ଟ୍‌ ଆରମ୍ଭ

ପୁରୀ ଅଫିସ,୨୮।୧: ଶ୍ରୀମନ୍ଦିର ସେବାୟତ ମାନଙ୍କର ବୁଧବାର ଠାରୁ କୋଭିଡ୍‌ ଟେଷ୍ଟ ଆରମ୍ଭ ହୋଇଛି। ଏହା ଆସନ୍ତା ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ୫୦ଜଣଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ କରାଯାଇ ସ୍ବାବ୍‌ ସଂଗ୍ରହ ହେବ। ଏଥିଲାଗି ପୁରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ…

ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ମାମଲା

କଟକ ଅଫିସ,୨୮।୧: ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଘଟଣାରେ ବୁଧବାର ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯାଇଛି। ଏଫ୍‌ଆଇଆର୍‌ରେ କିପରି ଦ୍ୱନ୍ଦ୍ୱ ରହିଛି ସେନେଇ ଆବେଦନକାରୀ ପ୍ରଶ୍ନ ଉଠାଇଛନ୍ତି। ଏହି ଆଧାରରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ…

ନବଦୀପଙ୍କୁ ମିସେସ୍‌ ଇଣ୍ଡିଆ ୱାର୍ଲ୍ଡ ମୁକୁଟ

ରାଜଗାଙ୍ଗପୁର,୨୮।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର କାଂଶବାହାଲ ଅଞ୍ଚଳର ନବଦୀପ କୌର (୩୧) ମିସେସ୍‌ ଇଣ୍ଡିଆ ୱାଲର୍‌ଡ ମୁକୁଟ ଜିଣିଛନ୍ତି। ସେ ହେଉଛନ୍ତି ଶିଳ୍ପପତି କମଲଦୀପ ସିଂଙ୍କ ସ୍ତ୍ରୀ। ବମ୍ବେସ୍ଥିତ ଦମନରେ ଗତ ୨୩ରେ ଅନୁଷ୍ଠିତ ମିସେସ୍‌ ଇଣ୍ଡିଆ ୱାଲର୍‌ଡ ୨୦୨୦-୨୧ ପ୍ରତିଯୋଗିତାରେ…

ବଲାଙ୍ଗୀର ସଦର ବ୍ଳକ ପକ୍ଷରୁ ଗାଁକୁ ଚାଲ ଅଭିଯାନ

ବଲାଙ୍ଗୀର ଅଫିସ, ୨୮ା୧: ବଲାଙ୍ଗୀର ସଦର ବ୍ଳକ୍‌ ପକ୍ଷରୁ ବୁଧବାର ଗାଁକୁ ଚାଲ ଅଭିଯାନର ଶୁଭାରମ୍ଭ କରାଯାଇଛି। ବ୍ଳକ ଅଧ୍ୟକ୍ଷ ଗୋଲାପ ବାଗ, ବିଡିଓ ବାସୁଦେବ ମହାପାତ୍ର ଓ ବିଭିନ୍ନ ବିଭାଗୀୟ ପ୍ରଶାସନ ଅଧିକାରୀମାନେ ବୈଦିପାଲି ପଞ୍ଚାୟତର ବରଗାଁକୁ ଯାଇ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?