ଆମ ଜିଲା ଖବର

ସ୍ବାଧୀନତାର ଅର୍ଥ ବୁଝି ବିକାଶରେ ସାମିଲ ହେଲେଣି ମାଲକାନଗିରିବାସୀ

ମାଲକାନଗିରି,୨୬ା୧: ମାଲକାନଗିରି ଡିଏନ୍‌କେ ଖେଳ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପୋଲିସ ବାହିନୀ ପକ୍ଷରୁ ଅଭିବାଦନ…

ରାୟଗଡ଼ାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ଭାଜପାର ବିରୋଧ: କର୍ମୀଙ୍କୁ ଉଠାଇ ନେଲା ପୋଲିସ

ରାୟଗଡ଼ା ଅଫିସ,୨୬ା୧: ମନ୍ତ୍ରୀ ଅରୁଣ ସାହୁଙ୍କ ରାୟଗଡ଼ା ଜିଲା ଗସ୍ତକୁ ନେଇ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ତାଙ୍କୁ ମୁଖ୍ୟ ଅତିଥି କରାଯାଇଥିବାରୁ ଦଳ ପକ୍ଷରୁ ପରୀ ପ୍ରସଙ୍ଗ ଉଠାଇ ପ୍ରତିବାଦ କରାଯାଇଥିଲା। ତେଣୁ ସାଧାରଣତନ୍ତ୍ର ଦିବସରେ ଅପ୍ରୀତିକର…

ଗଞ୍ଜାମରେ ୭୨ତମ ସାଧାରଣତନ୍ତ୍ର ଦିବସ: ମୁଖ୍ୟ ଅତିଥି ସାଜିଲେ ପରିବହନ ମନ୍ତ୍ରୀ

ଛତ୍ରପୁର,୨୬।୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୭୨ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଛତ୍ରପୁର ରିଜର୍ଭ ପୋଲିସ ପଡିଆଠାରେ ମଙ୍ଗଳବାର ପାଳନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥିଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପତାକା ଉତ୍ତୋଳନ କରିବା…

ଅନ୍ଧାରୀ ନାଳରେ ଲୀନ ହେବ ବଳମ ଗ୍ରାମ

ନାକଟିଦେଉଳ,୨୬ା୧: ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକର ବଳମ ଗ୍ରାମ ଅନ୍ଧାରୀ ନାଳ ମଧ୍ୟରେ ଲୀନ ହେବାକୁ ବସିଛି। ଏହି ନାଳରେ ବର୍ଷାଦିନେ ବନ୍ୟାପାଣି ପ୍ରବାହିତ ହେଉଥିବାରୁ ଗାଁକୁ ଲାଗିଥିବା କୂଳରୁ ମାଟି ଅତଡ଼ା ଖସିବାରେ ଲାଗିଛି। ପ୍ରତ୍ୟେକ ବର୍ଷ ନାଳକୂଳ ଅଞ୍ଚଳରୁ…

୪୦୦ ଲିଟର ଦେଶୀ ରନ୍ଧା ମଦ ସହ କାର୍‌ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୨୬।୧- ଭଣ୍ଡାରିପୋଖରୀ ଥାନI ଅନ୍ତର୍ଗତ ଆଖୁଆପଦା ନିକଟରୁ ଜିଲା ଅବକାରୀ ବିଭାଗ ମଙ୍ଗଳବାର ଗୋଟିଏ ଇଣ୍ଡିଗୋ କାର୍‌(ଓଆର୍‌-୦୨ଏୟୁ-୦୪୪୦)ରୁ ୪୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି। ଘଟଣାରେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୁଗୁପୁର ଗ୍ରାମର ଲିପୁ…

ସ୍ବାଧୀନତା ସଂଗ୍ରାମୀ ପାର୍ବତୀ ଗିରିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ମାଲକାନଗିରି,୨୬ା୧: ମାଲକାନଗିରି ଜିଲା ସଦରସ୍ଥିତ ଚିଦାନନ୍ଦ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ୭୨ତମ ଗଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଉପଲକ୍ଷେ ବିଦ୍ୟାଳୟରେ ୧୭ ବର୍ଷ ଧରି ଶିକ୍ଷାଦାନ କରିଥିବା ଶିକ୍ଷୟିତ୍ରୀ ତଥା ଦକ୍ଷିଣ ଓଡ଼ିଶାର ମଦର୍‌ ଟେରେସା ରୂପେ…

ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ…

ନିରାଡମ୍ବର ଭାବେ ପାଳିତ ହେଲା ୭୨ ତମ ସାଧାରଣତନ୍ତ୍ର ଦିବସ

ପାଟଣା,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କୋଭିଡ ଗାଇଡ ଲାଇନ ମଧ୍ୟରେ ମଙ୍ଗଳବାର ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟାଳୟ ସ୍ଥିତ ଷ୍ଟାଡିୟମରେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଧାୟକ ନାଏକ ସମ୍ମିଳିତ…

୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାରଳାଖେମୁଣ୍ଡି,୨୬।୧(ଡିଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡ଼ିଶା ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ଭଦ୍ରକରେ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭଦ୍ରକ ଅଫିସ,୨୬।୧: ଭଦ୍ରକ ଜିଲାରେ ୭୨ତମ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲା ସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…

ସ୍ବାଧୀନତା ସଂଗ୍ରାମରେ ନୟାଗଡ଼ର ଅବଦାନ ଅବିସ୍ମରଣୀୟ

ନୟାଗଡ ଅଫିସ,୨୬।୧: ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆଠାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅନସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥିଭାବେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିିଆରେପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?