ଆମ ଜିଲା ଖବର

କୋଭିଡ୍‌ ହସ୍ପିଟାଲ,ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ସୁଧାରିବାକୁ କେନ୍ଦ୍ର ମୁଖ୍ୟଙ୍କୁ ଚିଠି

ବ୍ରହ୍ମପୁର ଅଫିସ,୧୧ା୮-ଗଞ୍ଜାମ ଜିଲାରେ କରୋନା ସାଙ୍ଘାତିକ ସ୍ଥିତିରେ ରହିଛି। ଏହାର ମୁକାବିଲା ପାଇଁ ଜିଲାରେ ଏବେ ୧୬ କୋଭିଡ୍‌ ହସ୍ପିଟାଲ, କେୟାର ସେଣ୍ଟର ଓ ଡେଡିକେଟେଡ୍‌ କୋଭିଡ୍‌ ହେଲଥ ସେଣ୍ଟର ରହିଛି। ଗୁଜରାଟର ଅହମ୍ମଦାବାଦ କୋଭିଡ୍‌ ହସ୍ପିଟାଲରେ ଗତ ୬ ତାରିଖରେ…

ଏମ୍‌କେସିଜି ଓପିଡି ଖୋଲାକୁ ନେଇ ଜନସ୍ବାର୍ଥ ମାମଲା

ବ୍ରହ୍ମପୁର ଅଫିସ ,୧୧ା୮-ବ୍ରହ୍ମପୁର ବଡ ମେଡିକାଲ(ଏମ୍‌କେସିଜି) ଓପିଡି ୧ମାସ ବିତିଯାଇଥିଲେ ମଧ୍ୟ ଖୋଲିଲା ନାହିଁ। ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବଡ ମେଡିକାଲ ପରିଦର୍ଶନରେ ଆସି ଏହି ସୂଚନା ପାଇଥିଲେ। ବିଭିନ୍ନ ବିଭାଗ ଡାକ୍ତରମାନଙ୍କ…

ସଂଗ୍ରହାଳୟ ପାଇଁ ସମ୍ବଳ ନାହିଁ

ଅନୁଗୋଳ ଅଫିସ,୧୧ା୮ ପୁରାତନ ସଭ୍ୟତା, ଏହାର ସଂସ୍କୃତି, ଭାଷା, ଲିପି, ମୁଦ୍ରା ଆଦି ସମ୍ପର୍କରେ ଢେର ଜ୍ଞାନ ଦେଇଥାଏ ସଂଗ୍ରହାଳୟ। ନୂତନ ଶିକ୍ଷା, ଗବେଷଣା ଦିଗରେ ଏହା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଖାସ୍‌ ଏହି କାରଣରୁ ପ୍ରତି ଜିଲାରେ ଗୋଟିଏ…

ବ୍ୟବସ୍ଥା ଥାଇ ହୀନସ୍ତା

ଅନୁଗୋଳ ଅଫିସ, ୧୧ା୮ ଶାରୀରିକ ଭିନ୍ନକ୍ଷମଙ୍କ ଭଳି ମାନସିକ ଭିନ୍ନକ୍ଷମଙ୍କ ପାଇଁ ମଧ୍ୟ ସରକାରୀ ଯୋଜନା ରହିଛି। ସେମାନଙ୍କୁ ଚିକିତ୍ସା କରାଇ ଆବଶ୍ୟକ ଥଇଥାନ ନିମନ୍ତେ ସରକାରୀସ୍ତରରେ ବ୍ୟବସ୍ଥା ଅଛି। ହେଲେ ଅନୁଗୋଳ ଜିଲାରେ ଉକ୍ତ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉନାହିଁ।…

ବଢ଼ିଲା ବଡ଼କମର-ଖଡ଼ଗପ୍ରସାଦ ସେତୁ ଆଶା

ପରଜଙ୍ଗ, ୧୧ା୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ଓଡ଼ାପଡ଼ା ବ୍ଲକକୁ ସିଧାସଳଖ ଯୋଡିବାକୁ ବ୍ରାହ୍ମଣୀ ନଦୀ ଉପରେ ସେତୁଟିଏ ନିର୍ମାଣ ପାଇଁ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶା ସଞ୍ଚାର ହୋଇଛି। ୨୦୧୮-୧୯ ବର୍ଷରେ ଦୁଇଥର ଏଥିପାଇଁ ପ୍ରସ୍ତାବ ପଠାଯାଇଥିଲେ ମଧ୍ୟ ନାବାର୍ଡର…

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବାଇକ୍‌ର ବଜାର ପ୍ରବେଶ ହୋଇଛି। ସୋମ୍‌ ଅଟୋର ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ…

ପ୍ରାଥମିକ ସ୍କୁଲରୁ ଚୋରି, ଥାନାରେ ଏତଲା

କଣ୍ଟାବାଞ୍ଜି, ୧୧ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଧୀନ କୁକୁଡ଼ାହାଡ଼ ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ରବିବାର ରାତିରେ ଚୋରି ହୋଇଛି। ପ୍ରଧାନଶିକ୍ଷକ ଶଶୀଧର ନିଆଲ ପରିଚାଳନା କମିଟି ସଦସ୍ୟଙ୍କ ସହିତ ସୋମବାର ଥାନାରେ ଏତଲା ଦେଇଛନ୍ତି। ଏତଲାରେ ୯ଟି ପଙ୍ଖା, ୨ଟି…

ହରିଶଙ୍କର ସୌନ୍ଦର୍ଯ୍ୟକରଣ ପାଇଁ ଚାରାରୋପଣ

ଖପ୍ରାଖୋଲ, ୧୧ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ସାମ୍ବାଦିକ ସଂଘ ଓ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ତରଣୀ ସୁନା, ଖପ୍ରାଖୋଲ ଥାନା ଆଇଆଇସି ଜ୍ୟୋତିରଞ୍ଜନ…

ପେନ୍‌ସନ୍‌ ପାଇଁ ଟ୍ରଲିରେ ଆସିଲେ ବୃଦ୍ଧ

ତିହିଡ଼ି, ୧୦ା୮(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ୟୁକୋ ବ୍ୟାଙ୍କ ଶାଖାରୁ ପେନସନ ନେବା ପାଇଁ ଜଣେ ଅସହାୟ ବୃଦ୍ଧ ଟ୍ରଲିରେ ବୁହାହୋଇ ବ୍ୟାଙ୍କକୁ ଆସିଥିବା ଦେଖିବାକୁ ମିଳିଥିଲା। ସେ ଜଣେ ଅବସରପ୍ରାପ୍ତ ଶିକ୍ଷକ ପଦନ ଚରଣ ନାୟକ(୭୫)। ତାଙ୍କ ଘର ସିନ୍ଦୋଳ ଗ୍ରାମରେ।…

ବାଲେଶ୍ୱର ପରେ ଭଦ୍ରକରୁ ଉଦ୍ଧାର ହେଲା ହଳଦିଆ କଇଁଛ

ଚାନ୍ଦବାଲି, ୧୦ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବେନ୍ତାଳପୁର ଗଁାର ଏକ ଚାଷ ଜମିରୁ ସୋମବାର ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି । ବେନ୍ତାଳପୁର ଗଁାର ଚାଷୀ ନିରାକର ମହାନ୍ତି ତାଙ୍କ ଜମିରେ ହଳ କରୁଥିବା ସମୟରେ ଏହି କଇଁଛକୁ ଧରିଥିଲେ।…

କଟକରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୦।୮-ସୋମବାର କଟକରୁ ପୁଣି ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଆକ୍ରାନ୍ତଙ୍କ ମଧ୍ୟରୁ କଣ୍ଟେନମେଣ୍ଟ ଜୋନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ କ୍ୱାରାଣ୍ଟାଇନରୁ ୨୪ ଓ ୧୦ ଲୋକାଲ କଣ୍ଟାକ୍ଟ କେସ ରହିଛି। ଚୌଧୁରୀ ବଜାରରୁ…

ଜିଲା ପ୍ରଶାସନର ନୂଆ ନିୟମ: ଦିନେ ଛାଡି ଦିନେ ଖୋଲିବ ଏହି ସବୁ ଦୋକାନ; ଜାଣନ୍ତୁ କେଉଁ କାଟାଗୋରୀରେ କିଏ

କୋରୁକୋଣ୍ଡା,୧୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପ୍ରଶାସନ ତରଫରୁ ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସହରରେ ସମସ୍ତ ଦୋକାନ ଖୋଲିବା ନେଇ ନୋଟିସ ଜାରି ହୋଇଛି। ତେବେ କେଉଁ କେଉଁ ଦୋକାନ କେଉଁ ସମୟରେ ଖୋଲିବ ସେ ନେଇ ମଧ୍ୟ ସ୍ପଷ୍ଟ କରାଯାଇଛି । ଦୋକାନଗୁଡ଼ିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri