ଆମ ଜିଲା ଖବର

କରୋନା ସଚେତନତାରେ ଶିଶୁକ୍ଲବ ସାମିଲ

ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ)- କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି। ଏଥିରେ ପୋଲିସ ଠାରୁ ପ୍ରଶାସନ, ସ୍ବେଚ୍ଛାସେବୀ ସମନ୍ତେ ଲାଗି ପଡିଛନ୍ତି। ଶିଶୁମାନେ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଦାରିଙ୍ଗବାଡ଼ି ବ୍ଲକ ଅନ୍ତରଙ୍ଗ ଶିଶୁ କ୍ଲବ ଏବଂ ଯୁବ...

ଭୋକରେ ଫେରୁଥିବା ନିର୍ଯାତିତ ଶ୍ରମିକ ଆଶ୍ରୟସ୍ଥଳରେ ଭର୍ତ୍ତି, ଠିକାଦାରଙ୍କ ନାମରେ ମାମଲା

ସୋନପୁର,୧୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୋଠାବାଡି ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ଏଭଳି ସ୍ଥିତିରେ ଛତିଶଗଡର ୧୦ଜଣ ଶ୍ରମିକ ସୁବର୍ଣ୍ଣପୁରରେ ନିର୍ମାଣାଧୀନ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ...

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଚନ୍ଦ୍ରକାର ସମାଜ ପକ୍ଷରୁ ଦେଢଲକ୍ଷ ଟଙ୍କା ଦାନ

ନୂଆପଡା ଅଫିସ,୧୬ା୪: ମୁଖ୍ୟମନ୍ତ୍ରୀଙ୍କ କରୋନା ରିଲିଫ ପାଣ୍ଠିକୁ ନୂଆପଡା ଜିଲା ଚନ୍ଦ୍ରକାର ସମାଜ ତରଫରୁ ଦେଢ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି ା ଗୁରୁବାର ଜିଲାପାଳ ମଧୁସ୍ମିତା ସାହୁଙ୍କୁ ସମାଜ ତରଫରୁ ତୁଙ୍ଗନ ଚନ୍ଦ୍ରକାରଙ୍କ ନେୃତୁତ୍ୱରେ ଏକ ଟିମ...

ତେଲେଙ୍ଗାନାରେ ଓଡିଆ ଶ୍ରମିକଙ୍କ ମୃତ୍ୟୁ

ନୂଆପଡା ଅଫିସ/କୋମନା,୧୬ା୪: କାମ କରିବାକୁ ତେଲେଙ୍ଗାନା ଯାଇଥିବା ନୂଆପଡା ଜିଲା କୋମନା ଥାନା ଅନ୍ତର୍ଗତ ଝଗା୍ରହୀ ଗାଁର ଚନ୍ଦୁରାମ ରାଉତ(୨୨)ନାମକ ଜଣେ ଶ୍ରମିକଙ୍କ ବୁଧବାର ରାତିରେ ମୃତ୍ୟୁ ହୋଇଯାଇଛି। ସେଠାରେ ଏକ ଇଟାଭାଟିରେ କାମ କରୁଥିବା ବେଳେ କୌଣସି କାରଣବଶତଃ...

ରକ୍ତଦାନ କଲେ ଜିଲାପାଳ

ନୂଆପଡା ଅଫିସ,୧୬ା୪: କୋଭିଡ ୧୯ ସହ ସାରା ବିଶ୍ୱ ବର୍ତ୍ତମାନ ଲଢୁଛି। ସଂକ୍ରମଣ ରୋକିବା ପାଇଁ ଭାରତରେ ଲକ୍‌ଡାଉନ କଟକଣା ଜାରି କରାଯାଇଛି। ଏଥିପାଇଁ ବିଭିନ୍ନ କ୍ଷେତ୍ର ପ୍ରଭାବିତ ହେଉଥିବା ବେଳେ ରକ୍ତଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖାଦେଇଛି। ଫଳରେ...

ନିର୍ମାଣ ଶ୍ରମିକ ତାଲିକାରେ ପଞ୍ଜୀକୃତଙ୍କ ନାଁ ନାହିଁ

ବଲାଙ୍ଗୀର ଅଫିସ, ୧୬ା୪- ରାଜ୍ୟ ସରକାର ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କାର ସହାୟତା ଯୋଗାଇ ଦେବାକୁ କହିଥିଲେ। ଏଭଳି ଘୋଷଣା ପରେ ନିର୍ମାଣ ଶ୍ରମିକମାନେ ଲକ୍‌ଡାଉନ୍‌ ସମୟରେ ସରକାରୀ ସହାୟତା ପାଇ କିଛି ମାତ୍ରାରେ ଆଶ୍ୱସ୍ତ ହେବେ ବୋଲି ଆଶା...

ଲକ୍‌ଡାଉନ୍‌ରେ ଚୋରା ମଦ ବେପାରର ପର୍ଦ୍ଦଫାଶ

ଲକ୍‌ଡାଉନ୍‌ରେ ଚୋରା ମଦ ବେପାରର ପର୍ଦ୍ଦଫାଶ ବଲାଙ୍ଗୀର ଅଫିସ, ୧୬ା୪- କରୋନା ଲକ୍‌ଡାଉନ୍‌ ନିୟମ ଲାଗୁ ହେବା ପରେ ମଦ ବେପାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଛି। ବଲାଙ୍ଗୀର ସହର ଓ ଜିଲାର ବିଭିନ୍ନ ସ୍ଥାନରେ ଚୋର ଦେଶୀ ଓ ବିଦେଶୀ...

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ

ପୁରୁଣାକଟକ, ୧୬୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବିଜେଡି ଉପସଭାପତି ତଥା ହରଭଙ୍ଗା ପଞ୍ଚାୟତର ପୂର୍ବତନ ସରପଞ୍ଚ ସୁବୋଧ କୁମାର ପ୍ରଧାନ ଗୁରୁବାର କୋଭିଡ-୧୯ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେ ଏକ ଚେକ...

ଚାଲାଣବେଳେ ଟ୍ରାକ୍ଟର ସହ କାଠ ଜବତ: ଡ୍ରାଇଭର ଫେରାର

ଅମରପାଲି, ୧୬।୪(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରାମହାରାଜପୁର ରେଞ୍ଜ ବୁଟୁଖମନ ସଂରକ୍ଷିତ ଜଙ୍ଗଲରୁ ଗଛ ଚୋରି ବେଳେ ଏକ ନମ୍ବର ବିହୀନ ଟ୍ରାକ୍ଟରକୁ ଜବତ କରିଛି ବନବିଭାଗ। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଉକ୍ତ ଜଙ୍ଗଲରୁ କାଠ ବୋଝେଇକରି...

କରୋନା କଟକଣାକୁ ବେଖାତିର: ସାକ୍ଷୀଗୋପାଳରେ ମନ୍ଦିର ଠାରୁ ମାଛ ମାର୍କେଟ ସବୁଠି ଲୋକଙ୍କ ଭିଡ଼

ସାକ୍ଷୀଗୋପାଳ, ୧୫।୪(ଡି.ଏନ୍‌. ଏ.): ବିଶ୍ବ ମହାମରୀ କରୋନାର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ଲାଗି ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ସଂକ୍ରମଣରୁ ରକ୍ଷା ପିଇବା ନିମନ୍ତେ ସାମାଜିକ ଦୂରତାକୁ...

ପୁବୁ ସାହି ନିକଟ ଶଙ୍ଖ ତଳୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ସାନପୁଅ ଆଣିଲେ ହତ୍ୟା ଅଭିଯୋଗ, ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଆଦର୍ଶ ଥାନା ପୋଲିସ

ଖୋର୍ଦ୍ଧା ଅଫିସ,୧୬।୪: ଖୋର୍ଦ୍ଧା ଆର୍ଦଶ ଥାନା ଜାତୀୟ ରାଜପଥ ପୁବୁ ସାହି ନିକଟ ଶଙ୍ଖ ତଳୁ ପୋଲିସ ଗୁରୁବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଗଗନ ବିହାରୀ ବେହେରା(୬୦)। ତେବେ ତାଙ୍କୁ କେହି ହତ୍ୟା କରି...

୨ ଶିଶୁକନ୍ୟାଙ୍କୁ ଧରି ଲୁହ ଢାଳୁଛନ୍ତି ଯୁବତୀ

ଲୋଇସିଂହା, ୧୬।୪ (ଡି.ଏନ.ଏ.): ପ୍ରେମ ବିବାହ କରିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଗର୍ଭବତୀ ସ୍ତ୍ରୀ, ୭ ବର୍ଷର ଶିଶୁକନ୍ୟାକୁ ଛାଡି ସଂପୃକ୍ତ ଯୁବକ ଗତ ଜାନୁୟାରୀରୁ ଫେରାର ହୋଇଯାଇଛନ୍ତି। ଏପରି ଘଡିସନ୍ଧି ସମୟରେ ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri