କୋଭିଡ-୧୯ ହସ୍ପିଟାଲର ସ୍ଥିତି ସମୀକ୍ଷା
ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ...
ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡା ଅଫିସ,୧୬ା୪-ରାଜ୍ୟ ସରକାରଙ୍କ କ୍ଷମତାପୂର୍ଣ୍ଣ ମନ୍ତ୍ରୀ ଗୋଷ୍ଠୀଙ୍କ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନ୍ଫରେନ୍ସ ଜରିଆରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଭିଡିଓ କନଫରେନ୍ସ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ...
ମାସ୍କ ବାଣ୍ଟିଲେ ହଲଧର ନାଗ
ବରଗଡ଼ ଅଫିସ୍,୧୬।୪- କରୋନା(କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲକ୍ଷ୍ୟରେ ମୁହଁରେ ମାସ୍କ, ଗାମୁଛା କିମ୍ବା ରୁମାଲ ବାନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏହି କ୍ରମରେ ଗୁରୁବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍ ବଜାରରେ ପଦ୍ମଶ୍ରୀ ହଲଧର...
ନିରାଶ୍ରୟ ପଥିକଙ୍କୁ ଉଦ୍ଧାର କଲା ପ୍ରଶାସନ
ବିଜେପୁର,୧୬ା୪(ଡି.ଏନ୍.ଏ.) : କରୋନା ପାଇଁ ଚାରିଆଡ଼େ ଲକ୍ଡାଉନ୍ ଜାରି କରାଯାଇଛି। ପୋଲିସ ପ୍ରଶାସନର କଟକଣା ଯୋଗୁ ସକାଳ ୧୦ଟା ପରେ ଦୋକାନ ବଜାର ସମେତ ରାସ୍ତାଘାଟ ଶୂନଶାନ ହୋଇପଡୁଛି। ଏହି ସମୟରେ ଭୋକିଲା ପେଟକୁ ଦାନା ମୁଠାଏ ଯୋଗାଡ଼ କରିବା...
ପୁଅର ୨ୟ ଜନ୍ମଦିନରେ ଗାଁ ଲୋକଙ୍କୁ ଖାଦ୍ୟ ସାମଗ୍ରୀ ବାଣ୍ଟିଲେ ଦମ୍ପତ୍ତି
ନୂଆପଡା ଅଫିସ,୧୬ା୪- ନୂଆପଡ଼ା ଜିଲା ବୋଡେନ ବ୍ଲକ ଟିମନପୁର ଗାଁରେ ନରେଶ ଦଣ୍ଡସେନା ଓ ତାଙ୍କ ସ୍ତ୍ରୀ ଲିଲିମା ନିଜର ୨ ବର୍ଷର ପୁଅ ଅର୍ଣ୍ଣବ ଆଦିତ୍ୟଙ୍କର ୨ୟ ଜନ୍ମଦିନକୁ ଗୁରୁବାର ଭିନ୍ନ ଢଙ୍ଗରେ ପାଳିଛନ୍ତି। କରୋନା ଦ୍ୱାରା ପ୍ରଭାବିତ...
କେନ୍ଦୁଝର ଗସ୍ତରେ ୫-ଟି, ମୁଖ୍ୟ ଶାସନ ସଚିବ: ନିର୍ମାଣ ହେଉଥିବା କୋଭିଡ ହସ୍ପିଟାଲର କଲେ ସମୀକ୍ଷା
କେନ୍ଦୁଝର,୧୬।୪(ସ୍ବ.ପ୍ର.): ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ପାଣ୍ଡିଆନ ଗୁରୁବାର କେନ୍ଦୁଝର ଗ୍ରସ୍ତ କରି ଫେରିଛନ୍ତି। ହେଲିକପ୍ଟରରେ ଆସି ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇବା ପରେ ସେମାନେ ରାଜପଥରେ ସଦର ବ୍ଲକ ଅନ୍ତର୍ଗତ ରାଙ୍କିଠାରେ ଥିବା ନିର୍ମାଣ...
ସ୍ବାସ୍ଥ୍ୟକର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ
କେନ୍ଦ୍ରାପଡା ଅଫିସ, ୧୬।୪-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ରାପଡା ଜିଲାରେ ୩୦୦ରୁ ଅଧିକ ଅସ୍ଥାୟୀ ଚିକିତ୍ସାଳୟ, ସଙ୍ଗରୋଧ ଗୃହ ପ୍ରସ୍ତୁତ ହୋଇଛି। ଏହି ଚିକିତ୍ସା ଓ ସଙ୍ଗରୋଧ କେନ୍ଦ୍ରରେ କାର୍ଯ୍ୟ ପାଇଁ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ମିଳିଛି। ମାତ୍ର...
ଅବ୍ୟବସ୍ଥାରେ ଆଇସୋଲେଶନ ସେଣ୍ଟର
ଏରସମା, ୧୬।୪ (ସ୍ବ.ପ୍ର.)-ଏରସମା ବ୍ଲକ ଅଧୀନ ଜିରୋଇଲୋ ପଞ୍ଚାୟତରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ ହୋଇଛି। ଏଥିରେ ରହିଥିବା ଜଣେ ମହିଳାଙ୍କ ସମେତ ୫ ଜଣ ଅସୁବିଧାରେ ରହୁଛନ୍ତି। ପ୍ରକାଶ ଯେ, ଜିରାଇଲୋ ପଞ୍ଚାୟତ ଅଧୀନ...
ଟିକିରା ନଦୀରେ ବୁଡ଼ି ଜଣେ ମୃତ
କଣିହାଁ, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଏନଟିପିସି ଟାଉନ ଥାନା ଟୋଲକବେଡା ଗ୍ରାମର ପଞ୍ଚାନନ ସାହୁ(୫୮) ଗୁରୁବାର ଟିକିରା ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ପୋଲିସ ତାଙ୍କ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।...
୨୪ ଘଣ୍ଟା ଭିତରେ ଧରା ପଡ଼ିଲେ ୫ ଡକାୟତ
ନୂଆପଡା ଅଫିସ,୧୬ା୪- କରୋନା ମୁକାବିଲା କାମରେ ପୋଲିସ ନିଦ ହଜି ଯାଇଛି। ହେଲେ ଅସାମାଜିକ ବ୍ୟକ୍ତି ଏହାର ସୁଯୋଗରେ ଅପରାଧିକ କାର୍ଯ୍ୟକଳାପ ଚଳାଇଛନ୍ତି। ନୂଆପଡ଼ା ଜିଲା ଖରିଆରରୋଡ ସହରରେ ଏକ ଡକାୟତି ଘଟଣାରେ ଚବିଶ ଘଣ୍ଟା ମଧ୍ୟରେ ପୋଲିସ ଚଢାଉ...
ପାଟପୁର ପୋଲିସ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ
ପାଟପୁର,୧୬ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ କର୍ମଚାରୀ କରୋନା ଲକ୍ଡାଉନ୍ ସମୟରେ ଗରିବ ଅସହାୟ ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଆଗେଇ ଆସିଛନ୍ତି। ପାଟପୁର ଥାନାଧିକାରୀ ନିଜ ଅର୍ଥରେ ସମାଜର ଗରିବ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇଛନ୍ତି।ପାଟପୁର, ରାଧାଦେଇପୁର, ମହାନଳା, ପଳାସପୁର,...
ଅସହାୟକୁ ସହାୟତାର ହାତ ବଢ଼ାଇଲା ଶ୍ରମିକ ସଂଘ
କାଳିଆପାଣି,୧୬।୪ (ଡି.ଏନ୍.ଏ.)-କୋଭିଡ୍-୧୯ ଭୂତାଣୁ ପ୍ରତିହତ ପାଇଁ ସାରାଦେଶରେ ଲକ୍ଡାଉନ୍ ଜାରି ରହିଥିବା ବେଳେ ଏହି ସମୟରେ ଅସହାୟମାନଙ୍କୁ ଅନେକ ସରକାରୀ, ବେସରକାରୀ ସଂସ୍ଥା ଓ ସଂଘ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି। ଏହି କ୍ରମରେ ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା...
Archives


