ଆମ ଜିଲା ଖବର

ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା ଯୁଗରେ ଆଧୁନିକ ପିଢ଼ି ଏଭଳି ଏକ ଲୋକକଳା ଉପରେ ସେତେ ଅବଗତ ନୁହଁନ୍ତି ।…

ବର୍ଷେ ପରେ ମିଳିଲା ପରିଚୟ: ପରିବାର ସହ ଆସାମ ଗଲେ ମହିଳା

ଲଖନପୁର,୨୪।୧: ଝାରସୁଗଡ଼ା ଜିଲା କଣ୍ଟାପାଲିଠାରେ ଜିଲା ପ୍ରଶାସନ ତରଫରୁ ଜିଲା ଖଣିଜ ପାଣ୍ଠି ଅନୁଦାନରେ ଏକ ମାନସିକ ଅନଗ୍ରସର (ମହିଳା)ଙ୍କ ଥଇଥାନ ପାଇଁ ମିଶନ ଆଶ୍ରା ନାମକ ଏକ ଆଶ୍ରୟ ସ୍ଥଳୀ ଖୋଲାଯାଇଛି। ଏହି ଆଶ୍ରୟ ସ୍ଥଳୀକୁ ପରିଚାଳନା କରୁଛି ପିପୁଲ୍‌ସ…

ଆରପାରିରେ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ

ସମ୍ବଲପୁର,୨୪।୧(ବ୍ୟୁରୋ): ବର୍ଷୀୟାନ୍‌ ଚଳଚ୍ଚିତ୍ର ଅଭିନେତା ଶାନ୍ତି ସ୍ବରୂପ ମିଶ୍ରଙ୍କ ରବିବାର ସମ୍ବଲପୁରର ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ସେ ଝାଡୁଆପଡ଼ାରେ ଜନ୍ମ ଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ସେ ଗାଧୁଆ ଘରେ…

ଯୌତୁକ ପାଇଁ ବୋହୂଙ୍କୁ ହତ୍ୟା: ନାତିଙ୍କୁ ଧରି ଶାଶୁ ଘର ଲୋକେ ଫେରାର

ରାଉରକେଲା ଅଫିସ,୨୪ା୧: ଉଦିତନଗର ଥାନା ଅନ୍ତର୍ଗତ ବାସନ୍ତୀ କଲୋନୀ ଅଞ୍ଚଳରେ ବୋହୂଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ସ୍ବାମୀକୁ ଥାନାରେ ଅଟକ ରଖି ଥିବାବେଳେ ପରିବାରର ଅନ୍ୟ ଲୋକେ ନାତିଙ୍କୁ ଧରି ଫେରାର୍‌ ହୋଇଯାଇଛନ୍ତି। ବାସନ୍ତୀ…

ବିଶ୍ୱସ୍ତରର ହେବ ଭିତରକନିକା: କେନ୍ଦ୍ର ମନ୍ତ୍ରୀ ଦେଲେ ସଂକେତ

କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର ନଦୀଭିତ୍ତିକ ବନ୍ଦର ଓ ଉପକୂଳ ରାଜପଥକୁ ଗୁରୁତ୍ୱ ଦେଉଛନ୍ତି। ଏହାଦ୍ୱାରା ଶିଳ୍ପବିହୀନ ଜିଲାରୁ କେନ୍ଦ୍ରାପଡ଼ା…

ସାଇକେଲରେ ବୁଲିଲେ ଉପଜିଲାପାଳ

ଟିଟିଲାଗଡ଼, ୨୪।୧: ସଡ଼କ ସରୁକ୍ଷା ସପ୍ତାହ ପାଳନ ଅବସରରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଉପଜିଲାପାଳ ସୌମେଶ ଉପାଧ୍ୟାୟ ସାଇକେଲରେ ବୁଲି ସଚେତନ ବାର୍ତ୍ତା ପ୍ରଦାନ କରିଛନ୍ତି। ତାଙ୍କ ସହ ସ୍ଥାନୀୟ ଅଞ୍ଚଳ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ସାମାଜିକ ସଂଗଠନ କର୍ମକର୍ତ୍ତା, ପୋଲିସ,…

ହାଣ୍ଡିଖାଲ ଜଙ୍ଗଲରେ ଯବାନଙ୍କ ସର୍ଚ୍ଚ ଅପରେଶନ: ମାଓବାଦୀ କ୍ୟାମ୍ପ ଠାବ

ଚିତ୍ରକୋଣ୍ଡା,୨୪।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ପଣସପୁଟ ପଞ୍ଚାୟତ ଗୋରାସେତୁ ନିକଟ ହାଣ୍ଡିଖାଲ ଜଙ୍ଗଲରେ ରବିବାର ବିଏସ୍‌ଏଫ ଯବାନ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ଯବାନମାନେ ଏକ ମାଓବାଦୀ କ୍ୟାମ୍ପ ଠାବ କରିଛନ୍ତି। ସେଠାରୁ ମାଓବାଦୀମାନେ…

ପିଇବା ପାଣି ବିଷ: ଲକ୍ଷ୍ମୀବିହାରରେ ଚାଲିଛି ଚଢ଼ାଉ

ବ୍ରହ୍ମପୁର ଅଫିସ ,୨୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ବଢ଼ିଚାଲିଛି ନକଲି କାରବାର। ଭେଜାଲ ମସଲା ଗୁଣ୍ଡ, ଚା’ଗୁଣ୍ଡ ପରେ ଏବେ ଭେଜାଲ ପାଣି କାରଖାନା ଉପରେ ବଡବଜାର ପୋଲିସ ଚଢ଼ାଉ କରିଛି । ଲକ୍ଷ୍ମୀନଗର ଅଞ୍ଚଳରେ ଘରଭଡା ନେଇ ଲଷ୍ମୀ…

ଝିଆରୀଙ୍କ ତଣ୍ଟି କାଟିଦେଲେ ଦାଦା

ବୁଗୁଡ଼ା,୨୪।୧: (ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ବଣପଲ୍ଲୀ ଗ୍ରାମରେ ରବିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ସମ୍ପର୍କୀୟ ଦାଦାଙ୍କ ଛୁରା ମାଡରେ ଝିଆରୀ ଗୁରୁତର ହୋଇଛନ୍ତି। ତାଙ୍କ ବେକ ଓ ପେଟରେ ଆଘାତ ଲାଗିଥିବା…

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୧(ଡି.ଏନ୍‌.ଏ.): ମାଲକାନଗିରି ଏସ୍‌ପି ଋଷିକେଶ ଡି.ଖିଲାରୀଙ୍କ ନିକଟରେ ଆଜି ଜଣେ ନାବାଳିକା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କର ନାମ ଲାଛି ଖରା। ସେ ଆନ୍ଧ୍ର ଓଡ଼ିଶା ବର୍ଡର ମାଓବାଦୀ ସଙ୍ଗଠନର ସଦସ୍ୟ ଥିଲେ। ଲାଛି କହିଛନ୍ତି, ନକ୍ସଲ ସଂଗଠନରେ ମହିଳା ସଦସ୍ୟଙ୍କୁ…

ପାଣିମଡ଼ାକୁ କେନ୍ଦ୍ର କରି ଡବଲ ମର୍ଡର: ୫ ଅଟକ

ବଲାଙ୍ଗୀର ଅଫିସ,୨୪।୧: ଜରାସିଂହା ଗାଁରେ ଶନିବାର ସନ୍ଧ୍ୟାରେ ଜମିରେ ପାଣିମଡ଼ାକୁ କେନ୍ଦ୍ର କରି ସଂଘଟିତ ଡବଲ ମର୍ଡର ଘଟଣାରେ ପୋଲିସ ଅନୁସନ୍ଧାନ ଆରମ୍ଭ ପରେ ୫ ଜଣଙ୍କୁ ଅଟକ ରଖିଛି। ସଦର ଏସ୍‌ଡିପିଓ ଶ୍ରୀମନ୍ତ ବାରିକ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ କରିଛନ୍ତି।…

ରାସ୍ତାରେ ଦନ୍ତା, ଗାଡ଼ି ଛାଡ଼ି ଦୌଡ଼ିଲେ ଲୋକେ

ଖୋର୍ଦ୍ଧା ଅଫିସ,୨୪।୧: ହାତୀ ପୁଣି ସହରମୁହାଁ ହୋଇଛନ୍ତି। ଶନିବାର ଭୋର ୬ଟାରେ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥ ଦଳେଇପୁଟ ଛକରେ ୨ ଦନ୍ତାହାତୀଙ୍କୁ ଦେଖିବାକୁ ମିଳିଥିଲା। ଘନକୁହୁଡ଼ି ଯୋଗୁ ଲୋକେ ହଠାତ୍‌ ହାତୀକୁ ଦେଖି ପାରି ନ ଥିଲେ। ରାଜପଥରେ ହାତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?