ଆମ ଜିଲା ଖବର

କୋଭିଡ୍‌ ଗାଇଡ୍‌ଲାଇନ ନ ମାନିବାରୁ ସିଲ୍‌ ହେଲା ୨ ଦୋକାନ

ଝାରସୁଗୁଡା ଅଫିସ୍‌,୪।୪: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କରାଯାଉଛି। ତଥାପି କେତେକ ଅମାନିଆ ନିୟମ ପାଳନ କରୁନାହାନ୍ତି। ଜିଲା ପ୍ରଶାସନ ଏହି ଦିଗରେ…

ସ୍କୁଲ ହଷ୍ଟେଲର ୯ ଛାତ୍ର ପଜିଟିଭ

ଉମରକୋଟ,୪ା୪: ନବରଙ୍ଗପୁର ଜିଲାରୁ ଦିନକରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରବିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉମରକୋଟ ଡୋଙ୍ଗ୍ରିଗୁଡ଼ାସ୍ଥିତ ଗୁରୁକୃପା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଛାତ୍ରାବାସର ୯ଛାତ୍ର ରହିଛନ୍ତି। ପ୍ରଶାସନ ପକ୍ଷରୁ ଛାତ୍ରାବାସକୁ ସାନିଟାଇଜ୍‌…

ନୂଆ ଷ୍ଟାଇଲରେ ମାଲିକଙ୍କ ଆଖି ଆଗରେ ଲୁଟ୍‌

ଝାରସୁଗୁଡା ଅଫିସ୍‌,୪।୪: ନିଜକୁ ଆୟକର ବିଭାଗ ଅଧିକାରୀ ପରିଚୟ ଦେଇ ଝାରସୁଗୁଡା ସହରରେ ଥିବା ଓମ୍‌ ସାଇରାମ ଜୁଏଲେରୀରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ କରିଛନ୍ତି। ଏ ନେଇ ଦୋକାନ ମାଲିକ ମୁରଲୀଧର ସାକୁନିଆ ଶନିବାର ଝାରସୁଗୁଡା ଟାଉନ୍‌ ଥାନାରେ…

ଗଞ୍ଜାମରେ ପୁଣି କରୋନାର ଆତଙ୍କ

ଛତ୍ରପୁର,୪।୪: ଗଞ୍ଜାମ ଜିଲାରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇଲାଣି। କିଛି ଦିନର ବ୍ୟବଧାନ ପରେ ଦୈନିକ ସଂକ୍ରମଣ ଦୁଇ ଅଙ୍କ ଛୁଇଁଲାଣି। ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଜିଲାରେ ଆଉ…

ରଙ୍ଗ୍‌ ନମ୍ବରରୁ ପ୍ରେମ, ବ୍ଲାକମେଲିଂ

ପଦ୍ମପୁର, ୪।୪: ଯୁବତୀଙ୍କୁ ବ୍ଲାକମେଲିଂ କରୁଥିବା ଅଭିଯୋଗରେ ଭଦ୍ରକ ବ୍ଲକ ସାବରଙ୍ଗ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବନ୍ତ ଥାନା ଅଧୀନ ବଗଡ଼ା, କାଶିପୁର ଗ୍ରାମର ରମେଶ ଚନ୍ଦ୍ର ନାୟକ। ରବିବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା…

କୁଟୁରା ମାଂସ ଖାଇବା ଆଶାରେ ରହିଗଲା

ଠାକୁରମୁଣ୍ଡା,୪ା୪: ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଧୀନ କେନ୍ଦୁମୁଣ୍ଡି ସଂରକ୍ଷିତ ଜଙ୍ଗଲ(୨)ରୁ କୁଟୁରା ଶିକାର ଅଭିଯୋଗରେ ବନ ବିଭାଗ ୬ଜଣ ଶିକାରୀଙ୍କୁ ଗିରଫ କରିଛି। ବନ ବିଭାଗ ଅଧିକାରୀମାନେ ୧୨ କିଲୋ କୁଟୁରା ମାଂସ ଓ ଶିକାରରେ ବ୍ୟବହୃତ…

ବଣୁଆ ମାଈ ଭାଲୁର ମୃତଦେହ ଉଦ୍ଧାର

କେନ୍ଦୁଝର, (ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଜଡ଼ିଖୁଣ୍ଟା ଗ୍ରାମ ନିକଟରୁ ବନ ବିଭାଗ ଏକ ବଣୁଆ ମାଈ ଭାଲୁର ମୃତ ଦେହ ଉଦ୍ଧାର କରିଛି। ଭାଲୁର ବୟସ ୧୫ ବର୍ଷ ହେବ। ମୃତ୍ୟୁର କାରଣ ଜଣାପଡି ନ ଥିଲେ ହେଁ…

ମାଂସ ଭାଗବଣ୍ଟା ବେଳେ ୬ ଶିକାରୀଙ୍କୁ ଗିରଫ କଲେ ବନ କର୍ମଚାରୀ

ଠାକୁରମୁଣ୍ଡା,୪।୪ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ କେନ୍ଦୁମୁଣ୍ଡି ସଂରକ୍ଷିତ ଜଙ୍ଗଲ (୨) ଭିତରୁ ୬ ଶିକାରୀଙ୍କୁ ଗିରଫ କରାଯାଇଛି। ଏହା ସହ କୁଟୁରା ମାଂସ ଜବତ ହୋଇଛି। କୁଟୁରା ଶିକାର କରି ଜଙ୍ଗଲ ଭିତରେ ମାଂସ…

ଭାଲୁ ଆକ୍ରମଣରେ ଗୁରୁତର ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପାଟଣା,୪।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ କେତାଙ୍ଗ ଗ୍ରାମରେ ଭାଲୁ ଆକ୍ରମଣରେ ୨୨ ମାର୍ଚ୍ଚରେ ଜଣେ ୬୦ ବର୍ଷୀୟା ବୃଦ୍ଧା ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଜେନ୍ଦୁଝର ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ବୃଦ୍ଧାଙ୍କର ଶନିବାର ଚିକିତ୍ସାଧୀନ…

୫ ବର୍ଷର ଶିଶୁ ଉପରେ ମାଡ଼ିଗଲା ଟ୍ରକ, ଉତ୍ତ୍ୟେକ୍ତ ଜନତାଙ୍କ ରାସ୍ତାରୋକୋ

ପୁରୁଷୋତ୍ତମପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର କୁମାରୀଠାରେ ଗଙ୍ଗାଧର ପାଣିଗ୍ରାହୀଙ୍କ ଶିଶୁପୁତ୍ର ଗୋପାଳ ପାଣିଗ୍ରାହୀ(୫ବର୍ଷ)ରାସ୍ତା ପାର ହେଉଥିବା ବେଳେ ଏକ ଟ୍ରକ ଦ୍ରୁତ ଗତିରେ ଆସି ଚାପି ତାଙ୍କୁ ଦେଇଥିଲା। ଫଳରେ ଘଟଣାସ୍ଥଳରେ ଶିଶୁଟିର ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତ୍ୟେକ୍ତ…

ଆୟକର ଅଫିସର ପରିଚୟ ଦେଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୪।୪: ନିଜକୁ ଆୟକର ବିଭାଗର ଜଣେ ଅଧିକାରୀ ବୋଲି ପରିଚୟ ଦେଇ ଗତ ମଙ୍ଗଳବାର ଝାରସୁଗୁଡ଼ା ସହରର ଏକ ଅଳଙ୍କାର ଦୋକାନରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ କରି ଫେରାର ହୋଇଯାଇଥିବା ଜଣାପଡିଛି। ଏ ନେଇ ଦୋକାନ ମାଲିକ…

ଗଛରେ ପିଟିହେଲା କୁକୁଡ଼ା ବୋଝେଇ ଭ୍ୟାନ: ଡ୍ରାଇଭର ମୃତ, ହେଲପର ଗୁରୁତର

ଠାକୁରମୁଣ୍ଡା,୪।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଚାଇଁବାଇଁସି ପେଟ୍ରୋଲ ପମ୍ପ ନିକଟରେ ରବିବାର ସକାଳେ ଏକ କୁକୁଡ଼ା ବୋଝେଇ ପିକଅପ୍‌ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଶାଳ ଗଛରେ ପିଟି ହେବାରୁ ଭ୍ୟାନ ଭିତରେ ଚାପି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?