ଗଞ୍ଜାମ ଓକିଲ ସଂଘ ନିର୍ବାଚନ ସ୍ଥଗିତ
ବ୍ରହ୍ମପୁର ଅଫିସ,୧୬ା୪: କୋଭିଡ୍-୧୯ ମହାମାରୀ ଆତଙ୍କ ପ୍ରଭାବରୁ ଚଳିତ ମାସ ୨୫ ତାରିଖରେ ହେବାକୁ ଥିବା ଗଞ୍ଜାମ ଓକିଲ ସଂଘ ନିର୍ବାଚନକୁ ସାମୟିକ ଭାବେ ସ୍ଥଗିତ କରାଯାଇଛି। ଏନେଇ ଚଳିତବର୍ଷ ଓକିଲ ସଂଘ ନିର୍ବାଚନ ଅଧିକାରୀ ନୟନ ଚନ୍ଦ୍ର ମହାପାତ୍ର...
ରଥଖଳାରେ ପହଞ୍ଚିଲା ୪୦ ଫୁଟିଆ କାଠ
ପୁରୀ ଅଫିସ,୧୬ା୪: କରୋନା ପାଇଁ ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନକୁ ନେଇ ନାନା ପ୍ରକାର ଚର୍ଚ୍ଚା ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଜାରିରହିଛି। ଜୁନ୍ ୨୩ରେ ରଥଯାତ୍ରା। ଏଥିପାଇଁ ଆସନ୍ତା ୨୬ ତାରିଖ ଅକ୍ଷୟତୃତୀୟାରୁ ରଥ ନିର୍ମାଣ...
ଅଟକାଇ ପାରିନି କରୋନା: କାଳିଆ ପାଖରେ ପହଞ୍ଚାଇଲେ ଫୁଲ, ତୁଳସୀ
ପୁରୀ ଅଫିସ,୧୬ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ବାଇଶିପାହାଚ ଡେଇଁପାରୁନି ଭକ୍ତ। ହେଲେ ଅନେକ ଶ୍ରଦ୍ଧାଳୁଙ୍କ ମନ ବୁଝୁନି। କାଳିଆ ସାଆନ୍ତଙ୍କୁ କିଏ ସ୍ବପ୍ନରେ ଦେଖୁଛନ୍ତି ତ ଆଉ କିଏ ଭାବ ଭକ୍ତିରେ ହଜି ଯାଉଛନ୍ତି। ଏମିତି ଉଦାହରଣ ଅନେକ ରହିଛି,...
ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍ଲାଇନ୍ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍ ଶିକ୍ଷା
ଛତ୍ରପୁର,୧୬ା୪(ଡି.ଏନ୍.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍ଡାଉନ୍ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍ଡାଉନ୍ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ ଶିକ୍ଷା ଗ୍ରହଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଅଭିନବ ପଦକ୍ଷେପ ଗ୍ରହଣ କରିଛି।...
କରୋନା ଯୁଦ୍ଧରେ କର୍ତ୍ତବ୍ୟରତ ମହିଳା ଅଧିକାରୀ, ଧନ୍ୟବାଦ ଜଣାଇଲା ଜିଲା ପ୍ରଶାସନ
ବନ୍ତ,୧୬ା୪(ଡି.ଏନ୍.ଏ.) : ମହାମାରୀ କରୋନା ଲକ୍ଡାଉନ୍ ସମୟରେ ରାତିରେ ଲୋକେ ଘରୁ ବାହାରକୁ ବାହାରିବା ପାଇଁ ଭୟ କରୁଥିବା ବେଳେ ଭଦ୍ରକ ଜିଲା ବନ୍ତ ବ୍ଲକର ୨ ମହିଳା ଅଧିକାରୀ ଲୋକମାନଙ୍କ ସୁରକ୍ଷା ପାଇଁ ରାତିରେ ଘୂରି ବୁଲୁଛନ୍ତି। ଏହି...
ଲକ୍ଡାଉନ୍ ନିୟମ ଉଲ୍ଲଘଂନ: ୧୯ ହଜାର ଜରିମାନା ଆଦାୟ ସହ ଜଣେ ଚା’ ଦୋକାନୀ ଗିରଫ
ଜୁନାଗଡ଼,୧୬।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଲକ୍ଡାଉନ୍ କଡ଼ାକଡ଼ି କରାଯାଇଛି। ଏହାକୁ ସଫଳ କରିବା ପାଇଁ ଜୁନାଗଡ଼ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ହେଳେ ଏହା ସତ୍ତ୍ବେ ବି କେତେକ ଅମାନିଆ ବାଇକ ଚାଳକ ଏହି ନିୟମକୁ ମାନୁନାହାନ୍ତି।...
ହିତାଧିକାରୀଙ୍କୁ ୩ମାସର ରାସନ ସାମଗ୍ରୀ ବଣ୍ଟନ
ହାଟଡ଼ିହୀ,୧୬।୪(ଡି.ଏନ୍.ଏ.): କରୋନା ରୋଗର ମୁକାବିଲା ପାଇଁ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯୋଗାଣ ଅଧିକାରୀ ଶ୍ୟାମ ମାଝୀ ଓ ସରପଞ୍ଚ ନିମାଇଁ ସାମଲଙ୍କ ଉପସ୍ଥିତିରେ ଢେଙ୍କା ପଞ୍ଚାୟତର ହିତାଧିକାରୀଙ୍କୁ ଏପ୍ରିଲ, ମେ’ ଓ...
ଘରୋଇ ହିଂସା ରୋକିବାକୁ ହେଲ୍ପଲାଇନ୍ ନମ୍ବର ଜାରି କଲା ଗଞ୍ଜାମ ପୋଲିସ
ଛତ୍ରପୁର,୧୬ା୪(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଘରୋଇ ହିଂସା ରୋକିବା ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ପଦକ୍ଷେପ ନିଆଯାଇଛି। ବିଭିନ୍ନ ସମୟରେ ଅଭିଯୋଗକାରୀ ଥାନାକୁ ଆସିପାରନ୍ତିନି। ଗଞ୍ଜାମରେ କରୋନା ନେଇ ଲକ୍ଡାଉନ ଓ ପ୍ରତ୍ୟହ ୧୯ ଘଣ୍ଟା...
କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ
ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର ସିଏସ୍ଆର ଓ ଜିଲା ପ୍ରଶାସନ ତତ୍ତ୍ୱାବଧାନରେ ଅଗ୍ନିଶମ ବିଭାଗ ଝାରସୁଗୁଡାର ୨୨ଟି ପ୍ରମୁଖ...
ଜରୁରୀ ରୋଗୀ ସେବା ପାଇଁ ୧୦ଅଟୋକୁ ଅନୁମତି
ଦାରିଙ୍ଗବାଡ଼ି,୧୬।୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଏବେ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ଏଥିପାଇଁ ଜରୁରୀକାଳିନ ସେବା ମିଳିବା ମଧ୍ୟ କଷ୍ଟକର ହୋଇପଡ଼ିଛି। ତେବେ ଲୋକଙ୍କ ସୁବିଧା ପାଇଁ ଦାରିଙ୍ଗବାଡ଼ି ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଦାରିଙ୍ଗବାଡ଼ି ଗୋଷ୍ଠୀ...
ରାଜ୍ୟ ଓକିଲ ସଂଘ ନିର୍ବାଚନ ସ୍ଥଗିତ
କଟକ ଅଫିସ୍,୧୬ା୪: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅନୁବନ୍ଧିତ ସମସ୍ତ ଓକିଲ ସଂଘର ନିର୍ବାଚନ ଏପ୍ରିଲ୍ ୨୫ରେ ହେବାର ଥିଲା। ହେଲେ କରୋନା ଭୂତାଣୁ ଯୋଗୁ ଦେଖାଦେଇଥିବା ପରିସ୍ଥିତି ପାଇଁ ଏହାକୁ ପୁଣିଥରେ ସ୍ଥଗିତ ରଖାଯାଇଛି। ବୁଧବାର ପରିଷଦ ପକ୍ଷରୁ...
ବଢ଼ିଲା ଯାନବାହନ ବୈଧତା ଅବଧି
କଟକ ଅଫିସ୍,୧୬ା୪: ଲକ୍ଡାଉନ୍ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍ଟିଏ) ଅଧ୍ୟକ୍ଷଙ୍କ ତରଫରୁ ସୂଚନା ଦିଆଯାଇଛି। ଲକ୍ଡାଉନ୍ ଯୋଗୁ ପ୍ରଦୂଷଣ...
Archives


