ଆମ ଜିଲା ଖବର

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍‌ ଉଚ୍ଚତାର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି…

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋରିଟ୍ରିଟ୍‌ରେ ୨୫ଟି ଶିବିର କରାଯାଇ ତାରକା ହୋଟେଲ୍‌ର ସୁବିଧା ପ୍ରଦାନ କରାଯାଉଛି। ତେବେ…

ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ

ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ସାଇଣ୍ଟିଫିକ…

ଦବି ଯାଉଛି ନଦୀବନ୍ଧ ଅସ୍ଥାୟୀ ରାସ୍ତା, ଯିବାକୁ ଭୟ କରୁଛନ୍ତି ଲୋକେ

ସିଂହପୁର,୨୩।୧(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅଧିନସ୍ଥ ଜରି ପଞ୍ଚାୟତ ନାଉବାଙ୍କ କାମଦେବ ମାହାରା ଘାଇର ସ୍ଥାୟୀ ମରାମତି ପାଇଁ ଦାବି ହେଉଛି। ପ୍ରକାଶ ଯେ ଗତ ପ୍ରଳୟଙ୍କାରୀ ବନ୍ୟାରେ ନାଉବାଙ୍କ କାମଦେବ ମାହାରାରେ ଏକ ବିରାଟ ଘାଇ ସୃଷ୍ଟି…

ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ

ଭଦ୍ରକ ଅଫିସ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ ନକଲି…

ମନ୍ଦିର ଦାନହୁଣ୍ଡି ଚୋରି କରି ନଦୀ ବାଲିରେ ପୋତିଦେଲେ ଦୁର୍ବୃତ୍ତ

ସୋରଡ଼ା,୨୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାସ୍ଥିତ ପଞ୍ଚାନନ ହୁଣ୍ଡିକୁ ଶୂକ୍ରବାର ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଶନିବାର ସକାଳେ ମନ୍ଦିର ପୂଜକ ଯାଇ ଦେଖିଥିଲେ। ଏନେଇ ପରିଚାଳନା କମିଟିକୁ ଖବର ଦେଇଥିଲେ। କମିଟି ସଭ୍ୟ ମନୋଜ କୁମାର ପଟ୍ଟନାୟକ ଥାନାକୁ ଜଣାଇଥିଲେ।…

ହାଇସ୍କୁଲ ବାରଣ୍ଡାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ପାଟଣା,୨୩।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ସ୍ଥିତ ପଞ୍ଚାୟତ ହାଇସ୍କୁଲ ବାରଣ୍ଡାରୁ ଶନିବାର ସକାଳୁ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ କଣ୍ଟିଆପଡ଼ା ଗ୍ରାମର ବୈରାଗୀ ନାଏକ। ଅପମିଶ୍ରିତ ମଦ୍ୟପାନ କରି…

ରାମଚଣ୍ଡୀ ମନ୍ଦିରରୁ ଚୋରି ଅଳଙ୍କାର କେନ୍ଦ୍ରାପଡ଼ାରୁ ଜବତ: ଜଣେ ଅଟକ

ମହାକାଳପଡ଼ା, ୨୩।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମନଗର ଅଞ୍ଚଳର ପ୍ରସିଦ୍ଧ ମା’ ରାମଚଣ୍ଡୀ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଗ୍ରିଲ ତାଡ଼ି ପୂଜକଙ୍କୁ ଗୋଟିଏ ଘରେ ତାଲା ପକାଇ ମନ୍ଦିର ଗର୍ଭ ଗୃହରୁ ବିଭିନ୍ନ…

ରାସ୍ତା ଝାଡ଼ୁ କଲେ ବିଚାରପତି

ପୁରୁଷୋତ୍ତମପୁର,୨୩।୧(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ପ୍ରକାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ଶନିବାର ‘କ୍ଳିନ ଆଣ୍ଡ ଗ୍ରୀନ୍‌ ପ୍ରୋଜେକ୍ଟ“ଆରମ୍ଭ ହୋଇଛି। ବିଚାରପତି ଦିଲ୍ଲୀପ କୁମାର ବାରିକ ଏହା ସମ୍ପର୍କରେ ଗୁରୁତ୍ୱାରୋପ କରି ପରିବେଶ ସୁରକ୍ଷା ସହ…

କୃଷି ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୩।୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରହିଛି। ଦିଲ୍ଲୀରେ ଅଖିଳ ଭାରତୀୟ କିସାନ ସଂଘର୍ଷ ସମନ୍ବୟ ସମିତି ନେତୃତ୍ୱରେ ଦୁର୍ବାର ଆନ୍ଦୋଳନ ଚାଲିଛି।…

ଖାନ୍‌ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍‌ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍‌ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ…

ବିଧାୟିକାଙ୍କୁ ୭ କି.ମି. ଚଲାଇଲେ ଲୋକେ

ଠାକୁରମୁଣ୍ଡା,୨୩।୧(ଡି.ଏନ.ଏ.): ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତରେ ଅତିଷ୍ଠ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଞ୍ଚଳବାସୀ ଶୁକ୍ରବାର କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ୭ କି.ମି. ଦୂର କ୍ଷତିଗ୍ରସ୍ତ ଗ୍ରାମକୁ ଚଲାଇ ଚଲାଇ ନେବା ଚର୍ଚ୍ଚାର ବିଷୟ ହୋଇଛି। ଉତ୍ତ୍ୟକ୍ତ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?