ଲକ୍ ଡାଉନ ଉଲ୍ଲଂଘନକାରୀ ଗଣିଲେ ଜରିମାନା
ବନ୍ତ,୧୬।୪(ଡି.ଏନ୍.ଏ.): କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ବୁଧବାର ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ପୋଲିସ ପକ୍ଷରୁ ଲକ୍ ଡାଉନ ଉଲଂଘନକାରୀଙ୍କ ଠାରୁ ୬ ହଜାର ୪ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ମାକ୍ସ ବ୍ୟବହାର କରି...
୪୦ ଛୁଇଁଲା ପାରଦ, ସକାଳୁଆ ହେଲା ଅଫିସ୍
ଢେଙ୍କାନାଳ ଅଫିସ, ୧୬।୪: ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ହେଲା ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ବୁଧବାର ସହରର ତାପମାତ୍ରା ୪୦ ଛୁଇଁଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ସାଢ଼େ ୩ଟା ଯାଏ ତାତିର ପ୍ରଭାବ ପରିଲକ୍ଷିତ ହୋଇଛି। ସନ୍ଧ୍ୟାରେ ଗରମ...
ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଗାଁରେ ଅଶାନ୍ତି
ଚିତ୍ରଡା,୧୬ା୪(ଡ଼ି.ଏନ୍.ଏ.)- ମହାମାରୀ କରୋନା ପାଇଁ ସାରା ବିଶ୍ୱ ଚିନ୍ତିତ ଥିବାବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାରା ରାଜ୍ୟ ଏବେ ତାଲା ବନ୍ଦ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ...
ବ୍ୟାଙ୍କରେ ଭିଡ଼: ମ୍ୟାନେଜରଙ୍କୁ ତାଗିଦ
ପିପିଲି,୧୬ା୪(ଡି.ଏନ.ଏ): ସାତଶଙ୍ଖ ଆନ୍ଧ୍ରା ବ୍ୟାଙ୍କରେ ବୁଧବାର ଅସମ୍ଭାଳ ଭିଡ଼ ଲାଗିଥିଲା। ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ନ ଥିଲା। ଉଜ୍ୱଳା ଯୋଜନାରେ ଗ୍ୟାସ ବାବଦ ଟଙ୍କା ଆସିଛି କି ନାହିଁ ଜାଣିବାକୁ ଶହ ଶହ ଗ୍ରାହକ ଗହଳି ଲଗାଇଥିଲେ। ଖବର...
ସଫଳତାର ସହ ମହିଳାଙ୍କ କହୁଣି ପ୍ରତିରୋପଣ
ଜଟଣୀ,୧୬ା୪(ଡି.ଏନ.ଏ.): ଜଟଣୀସ୍ଥିତ ରେଲୱେ ମେଡିକାଲରେ ଜଣେ ୬୦ ବର୍ଷୀୟା ବୃଦ୍ଧାଙ୍କ ଭାଙ୍ଗି ଯାଇଥିବା ବାମ ହାତ କହୁଣି ସଫଳତାର ସହ ଅସ୍ତ୍ରୋପଚାର ଦ୍ୱାରା ପୟତିରୋପଣ କରାଯାଇଛି। ବୃଦ୍ଧାଙ୍କ ନାମ କନକଲତା ସାହୁ। ରେଲୱେରେ କାର୍ଯ୍ୟ କରୁଥିବା ଅବସରପ୍ରାପ୍ତ ସେକ୍ସନ ଅଫିସର...
କଟକଣା ଉଲ୍ଲଂଘନ, ୨୦ ଗିରଫ
ଅନୁଗୋଳ ଅଫିସ, ୧୬।୪- ଅନୁଗୋଳ ଜିଲାରେ ଲକ୍ଡାଉନ୍ କଟକଣା ଉଲ୍ଲଂଘନ ଅଭିଯୋଗରେ ମୋଟ୍ ୨୦ ଜଣ ଗିରଫ ହୋଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ପାଖରୁ ୫ଟି ମୋଟର ସାଇକେଲ, ଗୋଟିଏ ଅଟୋ ରିକ୍ସା ଓ ମଦ ଜବତ କରାଯାଇଥିବା ଏସ୍ପି ଜଗମୋହନ...
ଦଶମ ପାଠ୍ୟପୁସ୍ତକ ପରିବର୍ତ୍ତନକୁ ବିରୋଧ
କଟକ ଅଫିସ୍,୧୬ା୪: ଲକ୍ଡାଉନ୍ ଯୋଗୁ ସାରା ଦେଶରେ ଏବେ ଏକ ପ୍ରକାର ଅଚଳାବସ୍ଥା ଦେଖାଦେଇଛି। ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ଦଶମ ଶ୍ରେଣୀ ପାଠ୍ୟପୁସ୍ତକରେ ପରିବର୍ତ୍ତନ...
ଭୂତ ବେଶରେ ସଚେତନତା
ପାଲଲହଡ଼ା, ୧୬ା୪(ଡି.ଏନ.ଏ.) ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। ଭୂତ ଭଳି ବେଶ ହୋଇ ସାଇକେଲରେ ବୁଲି କରୋନା କେତେ ଭୟଙ୍କର ତାହା ଲୋକଙ୍କୁ ବୁଝାଉଛନ୍ତି। ବିଶେଷକରି...
ଶୁଣିଲାନି ପୋଲିସ: ମଦ ଧରିଲେ ଗ୍ରାମବାସୀ
ଖଇରା,୧୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ନୟାଖଣ୍ଡି ପଞ୍ଚାୟତ ଯୋସିଆଁ(କଡମିଆଁ) ଗ୍ରାମରେ ଚୋରା ଦେଶୀମଦ ବିକ୍ରୀ ଦିନକୁ ଦିନ ବଢିଚାଲୁଛି। ଏଭଳିକି ଲକ୍ଡାଉନ ସମୟରେ କଟକଣାକୁ ଖାତିର ନ କରି ଦଳ ଦଳ ହୋଇ ଆସି ମଦ ପିଉଥିବାରୁ ଜନସାଧାରଣ ନାନା...
୧୪୨ ୟୁନିଟ୍ ରକ୍ତ ସଂଗ୍ରହ
ଅନୁଗୋଳ ଅଫିସ/ଆଠମଲ୍ଲିକ/ ଢେଙ୍କାନାଳ ଅଫିସ, ୧୬।୪: ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରକ୍ତ ଅଭାବ ଦୂର ପାଇଁ ଅନୁଗୋଳ ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଖଲାରୀ ପଞ୍ଚାୟତ ଗଡ଼ପଦା...
ନିରାଡ଼ମ୍ବରରେ ହିଙ୍ଗୁଳାଯାତ୍ରା ସମ୍ପନ୍ନ
ତାଳଚେର,୧୬ା୪(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଶୀତୁଳା ଯାତ୍ରା ବୁଧବାର ସମ୍ପନ୍ନ ହୋଇଛି। କରୋନା କଟକଣା ପାଇଁ ଚଳିତବର୍ଷ ଏହା ସମ୍ପୂର୍ଣ୍ଣ ନିରାଡମ୍ବର ଭାବେ ପାଳନ କରାଯାଇଥିଲା। ଅପରାହ୍ନରେ ମା’ ହିଙ୍ଗୁଳା ଓ କୁଟେଇଶୁଣୀଙ୍କ ଚଳନ୍ତି ପ୍ରତିମା ଆଲମକୁ...
ସାମାଜିକ ଦୂରତା ନିୟମକୁ ଫୁ’
ଭୁବନ, ୧୬।୪(ଡି.ଏନ.ଏ.) ବ୍ୟାପକ ସଚେତନତା ଓ ବାରମ୍ବାର ତାଗିଦ୍ ସତ୍ତ୍ୱେ ସାମାଜିକ ଦୂରତା ନିୟମକୁ ମାନୁନାହାନ୍ତି ସାଧାରଣ ଲୋକେ। ହାଟ ବଜାରରେ ଅସମ୍ଭାଳ ଭିଡ଼ ହେଉଛି। ଏହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଭୁବନ ଏନ୍ଏସି କର୍ତ୍ତୃପକ୍ଷ ଏବଂ ପୋଲିସ। ଏହାର ସମାଧାନ...
Archives


