ଆମ ଜିଲା ଖବର

ହାତୀ ନେଲା ଦୁଇ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରେ ବସିଲେ ଲୋକେ

ଅନୁଗୋଳ,୨୪ା୮(ଅମିତ କୁମାର ସାମଲ): ହାତୀ ଆକ୍ରମଣରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ଅନୁଗୋଳ ବନଖଣ୍ଡ ପାତେଳି ଗାଁର ଶଙ୍କର ବିଶ୍ୱାଳ ଓ ଝିଲି ମାଝି। ତେବେ ପ୍ରତିବାଦରେ ଅନୁଗୋଳ-ବନ୍ତଳା ରାସ୍ତାକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଛନ୍ତି।...

ବନଖଣ୍ଡ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡ଼ା,୨୪ା୮(ଆଶିଷ ରଞ୍ଜନ ପଣ୍ଡା): ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ବନଖଣ୍ଡ ଅଧିକାରୀ ବିଜୟ କୁମାର ପରିଡ଼ାଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ କରିଛି। ଭିଜିଲାନ୍ସ ଡିଏସ୍‌ପି ସନ୍ଧ୍ୟାରାଣୀ ସାହୁଙ୍କ ନେତୃତ୍ୱରେ ୫ ଜଣିଆ ଟିମ୍‌ ଚଢ଼ାଉ କରିଛନ୍ତି। ରାୟଗଡ଼ା...

ଗାଁ ଚାଷୀଙ୍କ ସାଥୀ ତାଳପତ୍ର ପଖିଆ

ଡେରାବିଶ,୨୪ା୮(ବେବେର୍ତ୍ତା ଅଜୟ ଦାସ)ବର୍ଷାଋତୁ ଆସିଲେ ଚାଷୀଙ୍କ ପାଇଁ ଆବଶ୍ୟକ ପଡେ ତାଳପତ୍ରର ପଖିଆ। ଆଧୁନିକତାର ଚାକଚକ୍ୟ ଭିତରେ ଏବେ ବି ବିଭିନ୍ନ ଗାଁରେ ପଖିଆର ଚାହିଦା ଅକ୍ଷୂର୍ଣ୍ଣ ରହିଛି। ଆଜିର ହାଇକେଟ୍‌ ଯୁଗ ତଥା ପ୍ଲାଷ୍ଟିକର ବହୁଳ ପ୍ରସାର ମଧ୍ୟରେ...

ବେଳାଭୂମି ଜଙ୍ଗଲରେ ଇଟା ପାଚେରି

ପାରାଦୀପ,୨୪।୮(ଶରତ ରାଉତ)ପାରାଦୀପ ଷଣ୍ଢକୁଦ ବସ୍ତିର ଅନତି ଦୂରରେ ବିସ୍ତୀର୍ଣ୍ଣ ବେଳାଭୂମି ସହ ଝାଉଁ ଜଙ୍ଗଲ ରହିଛି। ସେହି ଜଙ୍ଗଲ ମଝିରେ ଅଛି ବନ ବିଭାଗର ବିଟ୍‌ ହାଉସ। ତା’ଠାରୁ ୫୦୦ ମିଟର ଆଗକୁ ଗଲେ କେବଳ ଜଙ୍ଗଲ ଓ ବେଳାଭୂମି...

କ୍ଷମତା ମିଳୁଛି, ବେକାରି ବଢୁଛି

ଯାଜପୁର ଅଫିସ,୨୪ା୮ଶିଳ୍ପ ସମୃଦ୍ଧ ଯାଜପୁର ଜିଲାରେ କ୍ରମଶଃ ବେକାରୀ ସମସ୍ୟା ଗ୍ରାସ କରିବାରେ ଲାଗିଛି ା ଶିଳ୍ପ କମ୍ପାନୀ ଅନୁପାତରେ ନିଯୁକ୍ତି ମିଳୁ ନାହିଁ ା ଶିଳ୍ପ ଓ ଖଣିଦ୍ୱାରା ଜିଲାର ବେକାରୀ ସମସ୍ୟାର ଦୂରୀକରଣ ହୋଇ ପାରିବ ବୋଲି...

ଚାଷରେ ବାଧକ ସାଜିଛି ବର୍ଷାଜଳ

ଡେରାବିଶ,୨୪ା୮(ବେବର୍ତା ଅଜୟ ଦାସ)ବର୍ଷାର ଲୁଚକାଳି ଖେଳ ପରେ ବହୁ ବିଳମ୍ବରେ ଲଘୁଚାପ ଜନିତ ବର୍ଷା ହେବାରୁ ଚାଷୀଙ୍କ ମନରେ ଆନନ୍ଦ ଦେଖାଦେଇଛି ା ମାତ୍ର ବିଲରେ ଧାନ ଫସଲ ରୁଆପୋତା କାର୍ଯ୍ୟ ଆଗେଇ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଡ୍ରେନେଜ୍‌ ବିଭାଗର...

ମହଗାଁରେ କିଡ୍‌ନୀ ରୋଗ ଆତଙ୍କ

ସିନାପାଲି,୨୪।୮(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଗୋଡାଲ ଗ୍ରାମପଞ୍ଚାତ ଅନ୍ତର୍ଗତ ମହଗାଁରେ କିଡ୍‌ନୀ ରୋଗ ବ୍ୟାପିଛି। ଏହି ଘଟଣା ଜଣାପଡ଼ିବା ପରେ ବୁଧବାର ମେଡିକାଲ ଟିମ ଉକ୍ତ ଗାଁରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ...

ନିର୍ମାଣ ଅପେକ୍ଷାରେ ୫ ବର୍ଷ

କେନ୍ଦ୍ରାପଡା,୨୩୪୮(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ ା ଏସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା କରିଥିଲେ...

ଗ୍ୟାସ୍‌ ପାଇଁ ଟଙ୍କା ନାହିଁ: ଜଙ୍ଗଲ କାଠକୁ ଭରସା

ମହାକାଳପଡ଼ା,୨୪ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦାରିଦ୍ର୍ୟ ଓ ଅଭାବରେ ଶଢୁଛନ୍ତି ଜନଜାତି ପରିବାର। ଏମାନଙ୍କ ଆର୍ଥିକ ରୋଜଗାର ନ ଥିବାରୁ ବାଧ୍ୟ ହୋଇ ନଦୀ, ସମୁଦ୍ର ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭର କରିଥାନ୍ତି।...

ଦେଢ଼ମାସରେ ପିଆଜ ଦର ୨ଗୁଣ ବୃଦ୍ଧି

ରାଉରକେଲା,୨୪ା୮(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ସହରର ଖୋଲା ବାଜରରେ ପିଆଜ କିଲୋ ପ୍ରତି ୧୫ରୁ୧୬ ଟଙ୍କାରେ ବିକ୍ରି ହେଉଥିବା ବେଳେ ଏବେ ଏହା ୩୦ରୁ ୩୫ ଟଙ୍କାକୁ ବୃଦ୍ଧି ପାଇଛି। ହଠାତ ପିଆଜ ଦର ବୃଦ୍ଧି ସାଧାରଣ ଖାଉଟିଙ୍କୁ କନ୍ଦେଇବା...

ବିଭାଗ କଲାନି, କେନାଲ ସଫାକଲେ ଚାଷୀ

ପଦ୍ମପୁର, ୨୪ା୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଅଧିନ ସାପଲହର କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ପର୍ଯ୍ୟପ୍ତ ପରିମାଣରେ ପାଣି ରହିଛି। ଗତ ୪୦ ବର୍ଷଧରି ପ୍ରକଳ୍ପ ଅଧୀନ ଚାଷୀ ଜଲକର ଦେଉଛନ୍ତି। ହେଲେ ମୁଖ୍ୟ କେନାଲ ମରାମତି କାର୍ଯ୍ୟର...

ଅବହେଳିତ ଅବସ୍ଥାରେ ବ୍ରିଟିଶ ଅମଳର ବିଦ୍ୟାଳୟ, ଗୋଟିଏ କୋଠରିରେ ପଢୁଛନ୍ତି ୩ ଶ୍ରେଣୀ ପିଲା

ରାୟଗଡ଼ା,୨୪।୮(ଭାଗ୍ୟଶ୍ରୀ ମିଶ୍ର): ପିଲାଙ୍କ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ଅନେକ ସ୍ଥାନରେ ଏହାର ସୁଫଳ ପହଞ୍ଚତ୍ ପାରୁ ନ ଥିବା ଅଭିଯୋଗ ହେଉଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri