ଆମ ଜିଲା ଖବର

ଲକ୍‌ଡାଉନ ପରବର୍ତ୍ତୀ ପ୍ରଶାସନିକ ପ୍ରସ୍ତୁତି: କ୍ୱାରାଣ୍ଟାଇନରେ ରହିବେ ବହିରାଗତ

ଛତ୍ରପୁର,୧୫ା୪(ଡି.ଏନ୍‌.ଏ.)- ବର୍ଦ୍ଧିତ ଲକ୍‌ଡାଉନ ମେ’୩ରେ ସରିବା ପରେ ବାହାର ରାଜ୍ୟରେ ଥିବା ଗଞ୍ଜାମ ଜିଲାର ଲୋକମାନେ ଘରକୁ ଫେରିବା ସମ୍ଭାବନା ରହିଛି। ଏଥିପାଇଁ ସାମଗ୍ରୀକ ପ୍ରସ୍ତୁତିକୁ ଠିକ ଭାବେ ପରିଚାଳନା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମ୍ପୃକ୍ତ ଅଧିକାରୀମାନଙ୍କୁ...

ଫୁଲଚାଷକୁୁ କରୋନା ମାଡ଼

ଲୋଇସିଂହା, ୧୬।୪(ଡି.ଏନ.ଏ.) ବଗିଚାରେ ନାନାଦି ଫୁଲର ସମ୍ଭାର। ହେଲେ ସବୁ ଫୁଟି ମଉଳି ଯାଉଛି। ଲକ୍‌ଡାଉନ କଟକଣା ଯୋଗୁ ଫୁଲଚାଷ ଆଜି ସଙ୍କଟରେ ପଡିଛି। ଏଥିରେ ପ୍ରଭାବିତ ହୋଇଛନ୍ତି ବଲାଙ୍ଗୀର ଜିଲା ଆଗଲପୁର ଅଞ୍ଚଳର ଫୁଲଚାଷୀ ସୁଶୀଲ ବିଶ୍ୱାଳ। ସୁଶୀଲ(୩୫)ଙ୍କ...

ରକ୍ତଦାନ ପାଇଁ ଆଗେଇ ଆସିଲେ

ବାରିପଦା ଅଫିସ,୧୬ା୪- ବର୍ତ୍ତମାନ କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ ଡାଉନ କରାଯାଇଛି। ଏଥି ଯୋଗୁଁ ବିଭିନ୍ନ ସ୍ଥାନରେ ହେଉଥିବା ରକ୍ତଦାନ ଶିବିର ବନ୍ଦ ହୋଇ ଯାଇଛି। ଫଳରେ ବ୍ଲଡ ବ୍ୟାଙ୍କ୍‌ରେ ରକ୍ତର ଅଭାବ ପରିଲ୍ଲକ୍ଷିତ ହୋଇଛି। ଏହାକୁ କିଛି...

କରୋନା ମୁକାବିଲା ପାଇଁ ସହାୟତା

ବଡ଼ସାହି,୧୬।୪(ସ୍ବପ୍ର)- କରୋନା ମହାମାରୀର ମୁକାବିଲା ପାଇଁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବେଲପାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହି ରାଶି ବଡ଼ସାହି ବିଡ଼ିଓ ଦିଲୀପ କୁମାର...

ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାନିଟାଇଜର ବଣ୍ଟନ

ରେମୁଣା, ୧୬।୪(ଡି.ଏନ୍‌.ଏ.)-ରେମୁଣା ବ୍ଲକର ନୂଆପାଢ଼ୀ, ବଡ଼ପାଳ ଓ ହରିପୁର ପଞ୍ଚାୟତର ବିଭିନ୍ନ ଗଁାରେ ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ କରାଯାଇଛି। ଜିଲା ଯୁବ ଜନତା ସଭାପତି ଶୁଭେନ୍ଦୁ ଦାସ ମଙ୍ଗରାଜଙ୍କ ନେତୃତ୍ୱରେ ଏହି...

ଝାଡଖଣ୍ଡ କରୋନା ପଜିଟିଭ ରୋଗୀଙ୍କୁ ନେଇ ବାଲିଶଙ୍କରା ଅଞ୍ଚଳରେ ଭୟର ବାତାବରଣ

ସୁନ୍ଦରଗଡ, ୧୫ା୪(ଡି.ଏନ୍‌.ଏ.) : ସୁନ୍ଦରଗଡ ଜିଲା ବିଶ୍ରାରେ ୨ କରୋନ ପଜିଟିଭ ରୋଗୀ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ଗତ ୧୨ତାରିଖରୁ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍‌ ସେଠାରେ...

କରୋନା ସମ୍ପର୍କରେ ମିଥ୍ୟା ତଥ୍ୟ, ୩ ଜଣଙ୍କ ନାମରେ ମାମଲା

ସୁନ୍ଦରଗଡ଼, ୧୫ା୪(ଡି.ଏନ.ଏ.) ସୋସିଆଲ ମିଡିଆରେ କରୋନା ସଂକ୍ରମଣ ସମ୍ପର୍କିତ ମିଥ୍ୟା ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ସୁନ୍ଦରଗଡ଼ ପୋଲିସ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ମଙ୍ଗଳବାର ସୁନ୍ଦରଗଡ଼ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଅନ୍ୟ ଜଣଙ୍କ ବିରୋଧରେ...

 ହୋମ୍‌ କ୍ୱାରାଣ୍ଟାଇନରେ ରହିଲେ କେଭିକେ ଅଧିକାରୀ

ଚିପିଲିମା,୧୫ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ଧନକଉଡା ବ୍ଲକ୍‌ ବସନ୍ତପୁର ପଞ୍ଚାୟତରେ ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ର(କେଭିକେ) କାର୍ଯ୍ୟାଳୟ ରହିଛି। ଲକ୍‌ଡାଉନ ସମୟରେ କେଭିକେର ୩ଜଣ ଅଧିକାରୀ ଭୁବନେଶ୍ବରରେ ରହିଯାଇଥିଲେ। ହେଲେ ମଙ୍ଗଳବାର ସେମାନେ ନିଜସ୍ବ ଯାନରେ ଭୁବନେଶ୍ବରରୁ ଆସି ଚିପିଲିମାସ୍ଥିତ ନିଜ...

ମଦ ଜବତ, ୩ ଗିରଫ

ଆର,ଉଦୟଗିରି,୧୫ା୪(ଡି.ଏନ୍‌.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଆର. ଉଦୟଗିରି ଅବକାରୀ ବିଭାଗ କର୍ମଚାରୀ ଆସିସାହି, ଖଜୁରିପଦା ଓ ସେରେଙ୍ଗ ଗ୍ରାମରେ ଚଢାଉ କରି ୩୭ ଲିଟର ଦେଶୀମଦ ଜବତ କରିବା...

ସାମାଜିକ ଦୂରତାକୁ ମାନୁନାହାନ୍ତି ବ୍ୟବସାୟୀ

ଜହ୍ନାପଙ୍କ, ୧୫।୪ (ଡି.ଏନ.ଏ): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ନାରାୟଣନଗର ହାଟପଦାରେ ବସୁଥିବା ଦୈନିକ ବଜାରରେ ବ୍ୟବସାୟୀମାନେ ଦଳ ଦଳ ହୋଇ ପନିପରିବା ବିକ୍ରି କରୁଥିବା ଦେଖାଯାଉଛି। ଚାଷୀମାନେ ଆଣୁଥିବା ପନିପରିବା ପହଞ୍ଚତ୍ବା ମାତ୍ରେ ତାଙ୍କ ଚାରିପାଖେ ଖୁଚୁରା ବ୍ୟବସାୟୀମାନେ...

୫୦୦ ଟଙ୍କା ପାଇଁ ଭୁଲିଗଲେ ସାମାଜିକ ଦୂରତା

ଯାଜପୁର ଅଫିସ,୧୫ା୪: ଯାଜପୁର ଜିଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ଜଣେ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ମଙ୍ଗଳବାରଠାରୁ ଆଉ ଜଣେ କରୋନା ରୋଗୀ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। କରୋନା ଭୂତାଣୁ ଯେପରି ଅଧିକ ସଂକ୍ରମଣ ନ...

ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ସହ ବରୀର ୪ଜଣଙ୍କ ଲିଙ୍କ

ବରୀ,୧୫।୪(ସ୍ବ.ପ୍ର):  ଯାଜପୁରର ଦ୍ୱିତୀୟ କରୋନା ପଜେଟିଭଙ୍କ ସହିତ ବରୀ ବ୍ଲକ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କର ଲିଙ୍କ ଥିବା ଜଣାପଡିଛି। ଏନେଇ ବରୀ ଅଞ୍ଚଳବାସୀ ଅଧିକ ସଚେତନ ହୋଇପଡ଼ିଛନ୍ତି। ଯାଜପୁର ଜିଲା ଯାଜପୁର ବ୍ଲକ ଅନ୍ତର୍ଗତ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri