ପାଠପଢ଼ା ପାଇଁ ଡିବିରି ଆଲୁଅ ଭରସା
ମହାକାଳପଡ଼ା,୨୨।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତର ରାମଚଣ୍ଡୀ ପଡା ୧ ନଂ. ଓ୍ବାର୍ଡର ସଂଖ୍ୟାଲଘୁ ସମ୍ପ୍ରଦାୟ ପରିବାରକୁ ମିଳୁନି ବିଦ୍ୟୁତ୍ ସେବା। ଫଳରେ ପିଲାମାନେ ପାଠ ପଢିବାକୁ ଡିବିରି ଆଲୁଅକୁ ଭରସା କରୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ସଂଖ୍ୟାଲଘୁ…
ଗାଁ ଶ୍ମଶାନ ଉପରେ ପଥର ମାଫିଆଙ୍କ ଆଖି
ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲାରେ ସରକାରୀ ଜମି, ଗ୍ରାମ୍ୟ ଜଙ୍ଗଲ ଏବଂ କାଜୁ ଜଙ୍ଗଲରୁ ପଥର ମାଫିଆମାନେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଥିବାବେଳେ ଏବେ ସେମାନଙ୍କ ଲୋଲୁପ ଦୃଷ୍ଟି ଗାଁ ଶ୍ମଶାନ ଜମି ଉପରେ ପଡ଼ିଛି। ଗତ କିଛିଦିନ…
ଫ୍ଲାଏ ଓଭର ବ୍ରିଜ୍ ତଳ ରାସ୍ତାରେ ଭୟ
ବଡ଼ଚଣା,୨୨।୧(ଡି.ଏନ୍.ଏ.): ୧୬ନଂ. ଜାତୀୟ ରାଜପଥ ସଂପ୍ରସାରଣ କରାଯାଇ ୨ରୁ ୪ ଲାଇନ କରାଗଲା। ଜନସାଧାରଣଙ୍କ ସୁବିଧାକୁ ଆଖି ଆଗରେ ରଖି ବଜାର, ଛକ ଏବଂ ମୁଖ୍ୟସ୍ଥଳରେ ଫ୍ଲାଏ ଓଭରବ୍ରିଜ ନିର୍ମାଣ ହେଲା। ୨୦୧୫-୧୬ରେ ଏହି ପ୍ରକ୍ରିୟା ଶେଷ ହୋଇଥିଲା। ହେଲେ ନିର୍ମାଣ…
ବନ୍ଦ ହେଉ ୟୁଜର୍ସ ଫି’ ଆଦାୟ
ଯାଜପୁର ଅଫିସ,୨୨।୧: ସହରର ନାଗରିକମାନଙ୍କୁ ସର୍ବନିମ୍ନ ସୁବିଧା ସୁଯୋଗ ଯୋଗାଇବା ସ୍ବାୟତ୍ତ ଶାସନ ସଂସ୍ଥାର ଦାୟିତ୍ୱ। ଏଥିପାଇଁ ୨୬ଟି ୱାର୍ଡକୁ ନେଇ ବ୍ୟାସନଗର ପୌର ପରିଷଦ ଗଠିତ ହୋଇଛି। ହେଲେ ୨୦୧୮ ସେପ୍ଟେମ୍ବରରୁ ଏହି ସଂସ୍ଥା ପ୍ରଶାସକଙ୍କ ଦାୟିତ୍ୱରେ ଚାଲିଛି। ଫଳରେ…
ଇଞ୍ଜିନିୟରରୁ ସଫଳ ଚାଷୀ
ବିରିଡି,୨୨।୧(ଡି.ଏନ୍.ଏ.): ଇଞ୍ଜିନିୟରରୁ ସଫଳ ଚାଷୀ ପାଲଟିଛନ୍ତି ଚିନ୍ମୟ ଦାଶ। ଅଣ ପାରମ୍ପରିକ ଚାଷକରି ସେ ଯୁବପିଢିଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ବିରିଡି ବ୍ଲକ ୨୨ ମୌଜାର ଚାଷିଖଣ୍ଡ ଗ୍ରାମରେ ତାଙ୍କ ଘର। ପିତା ଚିତ୍ତରଞ୍ଜନ ଦାଶ ଜଣେ ଅବସରପ୍ରାପ୍ତ ଶିକ୍ଷକ। ଚିନ୍ମୟ…
ରାଶନ କାର୍ଡ ଧରାଇ ଚୁପ୍ ବସିଛି ପ୍ରଶାସନ
ନାଉଗାଁ,୨୧ା୧(ସ୍ବ.ପ୍ର.): ମୃତ ଶ୍ୱଶୁର ଓ ଶାଶୁଙ୍କ ନାଁରେ ଖାଉଟି ସାମଗ୍ରୀ ଉଠାଯାଉଛି ବୋଲି ନାଉଗାଁ ବ୍ଲକ ଅଲଣା ପଞ୍ଚାୟତ ସଠଳପୁର ଗ୍ରାମର କୁଇନି ରାଉତ ବିଡିଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିସହ ଶାଶୁ, ଶ୍ୱଶୁରଙ୍କ ମୃତ୍ୟୁପରେ ତାଙ୍କ ପରିବାରକୁ ରାଶନ କାର୍ଡ…
ଟାଙ୍କି ଅଛି, ପାଇଖାନା ନାହିଁ
ନୟାଗଡ଼ ଅଫିସ,୨୨।୧: ନୟାଗଡ଼ ଜିଲାରେ ସ୍ବଚ୍ଛ ଭାରତ ମିଶନ ଯୋଜନା ଏକପ୍ରକାର ଦିଗହରା ହୋଇଛି। ଏହି ଜିଲାର ଅଧିକାଂଶ ଗାଁରେ ପାଇଖାନା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇନାହିଁ। ତଥାପି ବାହ୍ୟ ମଳମୁକ୍ତ ଗାଁ ଦର୍ଶାଇ ଅର୍ଥ ହଡ଼ପ କରାଯାଇଛି। ଏହାର ତଦାରଖ…
୧୮ ଶ୍ରମିକଙ୍କୁ ପାଉଣା ମିଳୁନାହିଁ
ଯାଜପୁର ଅଫିସ,୨୨।୧: ଯାଜପୁରରୋଡ ବନାଞ୍ଚଳ ଅଧୀନରେ ଚାରାରୋପଣ, ଗାତ ଖୋଳା, ବାଡ଼ ପ୍ରସ୍ତୁତି ଆଦିରେ କାମ କରି ୧୮ ଜଣ ଶ୍ରମିକ ହଟହଟା ହେଉଛନ୍ତି। ବାରମ୍ବାର ସମ୍ପୃକ୍ତ ଅଧିକାରୀଙ୍କ ଦ୍ୱାରସ୍ଥ ହେଉଥିଲେ ହେଁ ସେ ଦିନ ଗଡାଇ ଚାଲିଥିବା ଅଭିଯୋଗ ହୋଇଛି।…
ପ୍ରଶାସନିକ ଅବହେଳାକୁ ଦାୟୀ କଲେ ଦୁଇ ପରିବାର
କେନ୍ଦ୍ରାପଡ଼ା ଅଫିସ, ୨୨।୧: ଶିଶୁ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରି ଗୁରୁବାର ଦୁଇଟି ସ୍ଥାନରେ ଧାରଣା ଦିଆଯାଇଛି। ଗୋଟିଏ ଧାରଣା ସିଡବ୍ଲ୍ୟୁସି କାର୍ଯ୍ୟାଳୟରେ ଓ ଅନ୍ୟଟି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ। ଦୁଇଟି ଘଟଣାକୁ ଅନୁଧ୍ୟାନ କଲେ ପ୍ରଶାସନିକ ଅବହେଳା ଯୋଗୁ…
ବରୁଣେଇ ପୀଠ ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ନାହିଁ: ପର୍ଯ୍ୟଟକଙ୍କୁ ବିମୁଖ କରୁଛି ଆବର୍ଜନା
ଖୋର୍ଦ୍ଧା ଅଫିସ,୨୨।୧: କରୋନା କଟକଣା ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିବା ପରେ ଖୋର୍ଦ୍ଧା ଜିଲାର ପର୍ଯ୍ୟଟନ ସ୍ଥଳୀଗୁଡ଼ିକ ଖୋଲିଛି। ଜିଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ବରୁଣେଇ ପୀଠରେ ଧିରେ ଧିରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଏହାର ପ୍ରାକୃତିକ…
ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ଦୃଷ୍ଟିହୀନ
ଚୌଦ୍ୱାର,୨୨।୧(ଡି.ଏନ.ଏ.): ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇଜଣ ଦୃଷ୍ଟିହୀନ। ପରସ୍ପରକୁ ଜୀବନସାଥୀ କରିବାର ନିଷ୍ପତ୍ତି ନେଇ ଟାଙ୍ଗୀ-ଚୌଦ୍ୱାର ବ୍ଲକ କୟଳପଡା ପଞ୍ଚାୟତ ଅଧୀନ ଶିମିଳିହାଣ୍ଡ ଗ୍ରାମର ରାଧାମାଧବ ମଠରେ ଉଭୟ ଉଭୟଙ୍କ ହାତ ଧରିଛନ୍ତି। ଏହି ବିବାହ ଉତ୍ସବରେ ଗ୍ରାମବାସୀ ଯୋଗଦେଇ…
ମିଳିଲା ମହାପ୍ରଭୁଙ୍କ ଦର୍ଶନ
ପୁରୀ ଅଫିସ,୨୨।୧: ହଟିଛି କୋଭିଡ୍ ନେଗେଟିଭ୍ ରିପୋର୍ଟ କଟକଣା। ଦାରୁଦିଅଁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଛୁଟିଛନ୍ତି ଶ୍ରଦ୍ଧାଳୁ। ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ସଂଖ୍ୟାରେ ଦର୍ଶନାର୍ଥୀ ଗୁରୁବାର ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ଗୁରୁବାର ସହଜ ଦର୍ଶନ ଆରମ୍ଭ ହୋଇଥିବାରୁ ଏଥିପାଇଁ…

