ଆମ ଜିଲା ଖବର

ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତତ୍ପରତା

ନୟାଗଡ଼ ଅଫିସ,୨୨।୧: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଚେଇଁ ଶୋଇଥିବା ନୟାଗଡ଼ ଜିଲା ପ୍ରଶାସନ ତତ୍ପର ହୋଇଛି। ଗୁରୁବାର ସନ୍ଧ୍ୟାରେ ପାଣିପୋଇଲାସ୍ଥିତ ଚିନିକଳକୁ ଜିଲାପାଳ ପୋମା ଟୁଡୁ, ଏସ୍‌ପି ସିଦ୍ଧାର୍ଥ କଟାରିଆ ଓ ଡିଏଫ୍‌ଓ ଏଚ୍‌.ଡି. ଧନରାଜ ଅଚାନକ ପରିଦର୍ଶନ କରି ଫେରିଛନ୍ତି।…

ପର୍ଯ୍ୟଟକଙ୍କୁ ଟାଣୁଛି ବାଜି ଉଦ୍ୟାନ

ଭୁବନ, ୨୨।୧ ଆମ୍ବ, ନଡ଼ିଆ, ପଣସ। ଗେଣ୍ଡୁ, ରଜନୀଗନ୍ଧା, ଡାଲିଆ, ଗୋଲାପ। ଏମିତି ଅନେକ ଜାତିଜାତିକା ଫୁଲଫଳ ସମେତ କ୍ରୋଟନ ଗଛରେ ଭରପୂର। ୧୫ ଏକର ପରିବ୍ୟାପ୍ତ ଉଦ୍ୟାନ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ। ପକ୍ଷୀଙ୍କ କିଚିରିମିଚିରି ଶବ୍ଦ ସାଙ୍ଗକୁ ନଦୀପଠାର…

ପଢ଼ାରେ ବାଧକ ୨ ଗୁଣ ବସ୍‌ ଭଡ଼ା

ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍‌ଡାଉନ୍‌। କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍‌ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ, ବେସରକାରୀ ଅଫିସ ସହ କୋର୍ଟ କାର୍ଯ୍ୟ ମଧ୍ୟ ପୂର୍ବପରି ଚାଲିଛି। ଧର୍ମାନୁଷ୍ଠାନ ପରେ ଶିକ୍ଷାନୁଷ୍ଠାନକୁ…

କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ

ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ଓଡ଼ିଆ ଜାତୀୟତା ଜାଗରଣ ଅଭିଯାନ ‘ବିଶ୍ୱ ଓଡ଼ିଶା’ର ନବବର୍ଷ ସଂକଳ୍ପ କାର୍ଯ୍ୟକ୍ରମ…

୨ ଫୁଟ ଉଠିଲା ୨ ମହଲା କୋଠା

କେନ୍ଦୁଝର,୨୧ା୧: ଅତ୍ୟାଧୁନିକ ଜ୍ଞାନ କୌଶଳରେ ଏକ ଦୁଇ ମହଲା କୋଠାଘରକୁ ୨ଫୁଟ ଉପରକୁ ଉଠାଯିବା ଘଟଣା କେନ୍ଦୁଝରରେ ଚର୍ଚ୍ଚାର ବିଷୟ ହୋଇଛି। ବିହାର ଅଞ୍ଚଳର ପପୁ ଯାଦବ ଏବଂ ତାଙ୍କ ସାଥୀଙ୍କ ସହଯୋଗରେ ଜେକ ଲଗାଇ ଏହି ଘରକୁ ଉଠାଯାଇଛି। ଏହା…

ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୧।୧- ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ) ଏବଂ ହିନ୍ଦୁସ୍ତାନ ଏରୋନେଟିକ୍‌ ଲିମିଟେଡ୍‌ (ହାଲ୍‌) ଦ୍ୱାରା ନିର୍ମିତ ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ(ସ) କ୍ଷେପଣାସ୍ତ୍ରକୁ ଗୁରୁବାର ଓଡ଼ିଶା ଉପକୂଳରେ ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର…

ଜିଆର୍‌ଏସ୍‌ଙ୍କ ଘରୁ ୧୭ ଲକ୍ଷ ଟଙ୍କା ଜବତ

ଉମରକୋଟ,୨୧।୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସିଂସାରୀ ଓ ଭଣ୍ଡାରିଗୁଡ଼ା ପଞ୍ଚାୟତର ଗ୍ରାମ ରୋଜଗର ସହାୟକ (ଜିଆର୍‌ଏସ୍‌) ହିମାଂଶୁ ବାଘଙ୍କ ଘର ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଉମରକୋଟ ଭଗବତୀ ନଗରସ୍ଥିତ…

ରକ୍ତରଞ୍ଜିତ ହେଲା ସୁନାମୁଖୀ ପୀଠ

ଭବାନୀପାଟଣା,୨୧।୧: କଳାହାଣ୍ଡି ଜିଲା ମା’ ମାଣୀକେଶ୍ୱରୀଙ୍କ ଛତରଯାତ୍ରା ପରେ ଅଲାତରାର ସୁନାମୁଖୀ ଯାତ୍ରାରେ ବଳି ପଡିବା ପ୍ରଥା ବହୁ ପ୍ରାଚୀନ। ମଦନପୁର ରାମପୁର ବ୍ଲକ ଅନ୍ତର୍ଗତ ଅଲାତରା ଗ୍ରାମରେ ପ୍ରତିବର୍ଷ ପୌଷ ମାସ ଶୁକ୍ଲ ପକ୍ଷ ପ୍ରଥମ ବୁଧବାର ଅର୍ଥାତ ଶୁଳିଆ…

ଲକ୍ଷ୍ମୀଦତ୍ତ ହତ୍ୟା ମାମଲା, ସାକ୍ଷ୍ୟ ଦେଲେ ବଡ଼ଭାଇ

ଛତ୍ରପୁର,୨୧ା୧(ଡି.ଏନ୍‌.ଏ.): ଛତ୍ରପୁର ଏନ୍‌ଏସିର ବିଜେଡି କାଉନ୍‌ସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାର ବିଚାର ଛତ୍ରପୁର ଏଡିଜେ କୋର୍ଟରେ ବୁଧବାରଠାରୁ ଆରମ୍ଭ ହୋଇଛି। ବୁଧବାର ଲକ୍ଷ୍ମୀଦତ୍ତଙ୍କ ଭାଇ ତଥା ଏତଲାକାରୀ ଦେବୀଦତ୍ତ ପ୍ରଧାନ ସାକ୍ଷ୍ୟ ପ୍ରଦାନ କରିଥିଲେ। ଗୁରୁବାର ତାଙ୍କ ବଡ଼ଭାଇ ସଞ୍ଜୀବ…

ଗଞ୍ଜାମ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

ଗଞ୍ଜାମ,୨୧ା୧(ଡି.ଏନ.ଏ.): ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କୁ ଘୋଷଣା କରାଯିବା ପରେ ଗୁରୁବାର ଗଞ୍ଜାମ ସହର କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଜୟ ନବୀନ, ଜୟ ବିଜେଡି ଧ୍ୱନିରେ ସହର ପ୍ରକମ୍ପିତ ହୋଇଥିଲା। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର…

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୧ା୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗଁାରେ ଘରେପଶି ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ମହିଳା ଜଣକ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ବସନ୍ତ କୁମାର ସେଠୀ କେସ୍‌ ନଂ.୧୮/୨୧ରେ ୨ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ…

ନିର୍ବନ୍ଧ ପାଇଁ ଯାଉଥିଲେ: ଜଳ ଭଣ୍ଡାରରେ ଅଟକି ଗଲା ଲଞ୍ଚ

ଭବାନୀପାଟଣା/ଜୟପାଟଣା,୨୧।୧: କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରେ ୭ଜଣଙ୍କୁ ଧରି ଯାଉଥିବା ଏକ ଲଞ୍ଚ ଗୁରୁବାର ଅଟକି ଯାଇଥିଲା। ହେଲେ ଏକ ଆମ୍ବୁଲାନ୍ସ ଡଙ୍ଗା ପହଞ୍ଚି ୭ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଇନ୍ଦ୍ରାବତୀ ଜଳଭଣ୍ଡାର ମଧ୍ୟରେ ଥୁଆମୂଳ ରାମପୁର ବ୍ଲକ ପୋଡାପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?