ଆମ ଜିଲା ଖବର

ଜଙ୍ଗଲରେ ମହିଳାଙ୍କୁ ପୋଡି ହତ୍ୟା

ବଡଗାଁ,୨୧।୧: ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅନ୍ତର୍ଗତ ବରଙ୍ଗାକଛାର ପଞ୍ଚାୟତ ରାଣୀବୁଡା ଜଙ୍ଗଲରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଗ୍ରାମବାସୀ ଜଙ୍ଗଲକୁ ଗଲାବେଳେ ଜଣେ ମହିଳାଙ୍କ ଅଧା ପୋଡା ଅବସ୍ଥାରେ ମୃତଦେହ ପଡିଥିବା…

କର୍ଲାମୁଣ୍ଡାରେ ଟିକାକରଣ ଆରମ୍ଭ: ପ୍ରଥମ ଦିନରେ ନେଲେ ୫୩ ସ୍ବାସ୍ଥ୍ୟକର୍ମୀ

କର୍ଲାମୁଣ୍ଡା,୨୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହଠାରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଯାଇଛି। ଏଥିରେ ଚିକିତ୍ସାଧିକାରୀ ଡଃ ସୌମ୍ୟରଞ୍ଜନ ପାତ୍ର, ଡଃ ଅଖିଳେଶ ସାମଲ, ଶିଖିଧ୍ୱଜ ପଟେଲ, ଜନସ୍ବାସ୍ଥ୍ୟ ଅଧିକାରୀ କିଶୋର ଚନ୍ଦ୍ର ଦାସ, ବିପିଏମ…

ଦୁର୍ଘଟଣାରେ ଚାଲିଗଲା ମା’, ଝିଅଙ୍କ ଜୀବନ; ବାପା ଗୁରୁତର

ବରଗଡ଼ ଅଫିସ,୨୧।୧: ବରଗଡ଼ ଜିଲା ଭେଡେନ ବ୍ଲକ ବୁର୍ଦ୍ଦା ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ ମୁହାମୁହିଁ ଧକ୍କା ହେବାରୁ ବାଇକ୍‌ରେ ବସିଥିବା ୩ ଜଣଙ୍କ ମଧ୍ୟରୁ ମା, ଝିଅଙ୍କ…

ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍‌ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି ମଣ୍ଡଳ, ବାସନ୍ତି ମଣ୍ଡଳ। ଘରୋଇ କଳହ କାରଣରୁ ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା…

ଗ୍ରାମ୍ୟ ରୋଜଗାର ସେବକଙ୍କ ଘରେ ଭିଜିଲାନ୍ସ ଚଢାଉ

ନବରଙ୍ଗପୁର,୨୧।୧(ବି.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସିଂସାରୀ ଓ ଭଣ୍ଡାରୀଗୁଡା ପଞ୍ଚାୟତର ଗ୍ରାମ୍ୟ ରୋଜଗାର ସେବକ (ଜିଆର୍‌ଏସ୍‌) ହିମାଞ୍ଜଳ ବାଘଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ତାଙ୍କ ଉମରକୋଟ ଭଗବତୀ ନଗରସ୍ଥିତ ବାସଭବନ, ସାନଭରଣ୍ଡିସ୍ଥିତ ବାସଭବନ ଓ ସିଂସାରୀ ଓ ଭଣ୍ଡାରୀଗୁଡା…

ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

କଣ୍ଟାମାଳ,୨୧।୧(ଡି.ଏନ.ଏ):ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଅଟୋକୁ ଧକ୍କା ଦେବା ଫଳରେ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ଅଟୋ ଡ୍ରାଇଭରଙ୍କୁ ସଂକଟାପନ୍ନ ଅବସ୍ଥାରେ ସୋନପୁର ଡାକ୍ତରଖାନା ନିଆଯାଇଛି । ଘଟଣାରୁ ପ୍ରକାଶ…

ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା: ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କ ତଦନ୍ତ

ସୋରଡ଼ା,୨୧ା୧(ଡି.ଏନ୍‌.ଏ.)- ବଡ଼ଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟାର ପ୍ରତିକାର ନେଇ ସରପଞ୍ଚ ସାରଦା ସବର ଜିଲା ସିଡିଏମ୍‌ଓଙ୍କ ପାଖକୁ ଏକ ଅଭିଯୋଗ ପତ୍ର ଲେଖିଥିଲେ। ସିଡିଏମ୍‌ଓଙ୍କ ନିର୍ଦ୍ଦେଶରେ ବ୍ରହ୍ମପୁର ସିଟି ମେଡିକାଲର ସୁପରିଟେଣ୍ଡେଣ୍ଟ ବିସମ୍ବର ବେହେରା ବୁଧବାର ଉକ୍ତ ସ୍ବାସ୍ଥ୍ୟ…

ପାର୍କିଂ ବ୍ୟବସ୍ଥା ଭୁଲିଛି ପୌରପାଳିକା

ଅନୁଗୋଳ ଅଫିସ, ୨୧।୧: ବଢ଼ୁଛି ଅନୁଗୋଳ ସହର, ବଜାର। ଲୋକ ସଂଖ୍ୟାରେ ମଧ୍ୟ ଦ୍ରୁତ ଅଭିବୃଦ୍ଧି ପରିଲକ୍ଷିତ ହେଉଛି। ତଦନୁଯାୟୀ ସହରରେ ବାଇକ୍‌ ଓ ଚାରି ଚକିଆ ଗାଡ଼ି ବୃଦ୍ଧି ପାଉଥିଲେ ମଧ୍ୟ ପାର୍କିଂ ପାଇଁ ଆବଶ୍ୟକ ସ୍ଥାନ ନାହିଁ। ବିଶେଷକରି…

ଚିଲ୍‌ଡ୍ରେନ୍‌ କୋର୍ଟକୁ ଗଲା ପରୀ ହତ୍ୟା ମାମଲା

ନୟାଗଡ଼ ଅଫିସ,୨୧।୧: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲା ଚିଲ୍‌ଡ୍ରେନ କୋର୍ଟକୁ ସ୍ଥାନାନ୍ତର ହୋଇଛି। ବୁଧବାର ଜୁଭେନାଇଲ ଜଷ୍ଟିସ ବୋର୍ଡ(କିଶୋର ନ୍ୟାୟ ପରିଷଦ)ରେ ଜଣେ ମନସ୍ତତ୍ତ୍ୱବିତ୍‌ଙ୍କ ଦ୍ୱାରା ଧାରା ୧୫ ଅନୁସାରେ ବାଳସୁଧାର ଗୃହରେ ଥିବା କଲେଜ ଛାତ୍ରଙ୍କୁ ପଚରାଉଚୁରା କରାଯାଇଥିଲା। ଏହାପରେ…

୩ ବିଲେଇଙ୍କୁ ବିଷ ଦେଇ ହତ୍ୟା, ପଡ଼ୋଶୀଙ୍କ ନାଁରେ ମାମଲା

କଟକ ସଦର, ୨୧।୧(ଡି.ଏନ୍‌.ଏ):ପଶୁଙ୍କ ପ୍ରତି ନିଷ୍ଠୁରତାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ସଦର ଥାନା ଅନ୍ତର୍ଗତ ମୁଗଭଙ୍ଗା ଅଞ୍ଚଳରେ। ୩ଟି ପୋଷା ବିଲେଇଙ୍କୁ ଜଣେ ପଡ଼ୋଶୀ ବିଷ ଦେଇ ମାରିଦେଇଥିବା ଅଭିଯୋଗ ହୋଇଛି। ନୀଳିମା ଦଳେଇଙ୍କ ଅଭିଯୋଗକୁ ଭିତ୍ତି…

ଆଜିଠୁ ସହଜ ଦର୍ଶନ

ପୁରୀ ଅଫିସ,୨୧।୧:ଶ୍ରୀମନ୍ଦିରରେ ଗୁରୁବାରଠାରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସକାଳ ୭ଟାରୁ ଶ୍ରଦ୍ଧାଳୁମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ସ୍ବତନ୍ତ୍ର ଏସ୍‌ଓପି ମାନି ମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ…

୯୦ ଟଙ୍କା ପାଇଁ ହତ୍ୟା: ଦେଢ଼ମାସ ପରେ ଧରାପଡିଲେ ହତ୍ୟାକାରୀ

ସମ୍ବଲପୁର,୨୦ା୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ନିକଟ ଏକ ପୋଖରୀ ହୁଡାରୁ କ୍ଷେତିପଡାର ମହମ୍ମଦ ଅଫ୍‌ତାର (୪୫)ଙ୍କ ମୃତଦେହ ପୋଲିସ ଜବତ କରିଥିଲା। ଦେଢମାସ ପରେ ପୋଲିସ ଏହି ହତ୍ୟା ଘଟଣାର ପର୍ଦ୍ଦଫାଶ କରିଛି। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?