ଆମ ଜିଲା ଖବର

ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଜବତ

ମାଲକାନଗିରି,୨୦ା୧: ମାଲକାନଗିରି ସଦର ବ୍ଲକ ପେଡ଼ାକୋଣ୍ଡା ପଞ୍ଚାୟତଠାରୁ ଦେଢ଼ କି.ମି. ଦୂରରେ ଥିବା ଏକ ପୋଖରୀ ନିକଟରୁ ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ଗ୍ରାମବାସୀ ଠାବ କରିଛନ୍ତି। ଅନ୍ୟପକ୍ଷେ ଗ୍ରାମର ଜଣେ ଯୁବକ ଦୁଇଦିନ ହେଲା ନିଖୋଜ ଅଛନ୍ତି। ଏନେଇ…

ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲେ ପୋଲିସକୁ ଡରି ଗଞ୍ଜେଇ ଚାଲାଣକାରୀ କାରକୁ ନିଆଁ ଲଗାଇ ଦେଇଥିଲେ।…

ଚିତ୍ରକୋଣ୍ଡାରେ ହେବ ଜୈବ ବିବିଧତା କେନ୍ଦ୍ର

ଚିତ୍ରକୋଣ୍ଡା,୨୦।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଉଦ୍ୟାନ କୃଷି ପକ୍ଷରୁ ପରିଚାଳିତ ବଡ ଫାର୍ମଠାରେ ଏକ ଜୈବ ବିବିଧତା କେନ୍ଦ୍ର ପ୍ରତିଷ୍ଠା ହେବ। ରାଜ୍ୟ ଦକ୍ଷତା ବିକାଶ ପ୍ରାଧିକରଣ ଅଧକ୍ଷ ଡାକ୍ତର ସୁବ୍ରତ ବାକ୍‌ଚି, କୃଷି ଓ କୃଷକ ଉନ୍ନୟନ ବିଭାଗ ପ୍ରିନ୍ସପାଲ…

ଶାଳୀକୁ ବଳାତ୍କାର କଲା ଭିଣୋଇ

ରାଉରକେଲା ଅଫିସ,୨୦ା୧: ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ତାଙ୍କ ଭିଣୋଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ଶାଳୀ ଭିଣୋଇଙ୍କ ଘରକୁ ବୁଲି ଆସିଥିଲେ। ସନ୍ଧ୍ୟାରେ ଭିଣୋଇ…

ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଖମାର,୨୦ା୧- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ପଞ୍ଚାୟତ କୋଚିଆବେଡା ସଂରକ୍ଷିତ ଜଙ୍ଗଲରୁ ବୁଧବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସ୍ଥାନୀୟ ମହିଳାମାନେ ଜାଳେଣି ସଂଗ୍ରହ ପାଇଁ ଯାଇଥିବା ବେଳେ ଶିଶୁଟି କାନ୍ଦୁଥିବା ଶୁଣିବାକୁ ପାଇଥିଲେ। କୋଚିଆବେଡା ଗ୍ରାମର ଶାନ୍ତି…

୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମଦ ଲୁଟ୍‌

ଗଞ୍ଜାମ,୨୦।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ହୁବଟେଶ୍ୱର ରାସ୍ତାରେ ଥିବା ବିଦେଶୀ ମଦ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଥିବା ଜଣା ପଡିଛିl ଖବରପାଇ ଏଏସ୍‌ପି ଠାକୁର ପ୍ରସାଦ ପାତ୍ର, ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ରମ୍ଭାଥାନା ଆଇଆଇସି କୃଷ୍ଣ…

ଗଞ୍ଜେଇ ବୋଝେଇ ଗାଡ଼ିରେ ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ

ମାଲକାନଗିରି,୨୦।୧:(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର ସକାଳେ ଏକ ଗାଡ଼ି ଦୁର୍ଘଟଣା ଘଟି ସେଥିରେ ନିଆଁ ଲାଗିଯାଇଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସୂଚନାଯୋଗ୍ୟ, ଗାଡିଟି ମାଲକାନଗିରରୁ ଆସି…

କୃଷି ଆଇନକୁ ବିରୋଧ କରି ଚାଷୀ ଆନ୍ଦୋଳନ

କେନ୍ଦୁଝର,୨୦।୧(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ତିନି ନୂଆ କୃଷି ଆଇନକୁ ବିରୋଧ କରି ବୁଧବାର ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଙ୍ଗଠନ ପକ୍ଷରୁ କେନ୍ଦୁଝର ଠାରେ ଏକ ପ୍ରତିବାଦ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଶୋଧନ ଆଇନ, ଘରୋଇ ମଣ୍ଡି…

ରାଜ୍ୟରେ ନୂଆ ୧୫୭ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ୧୫୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୭୨୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା…

ଶାରୀଶୁଆ ପାହାଡ଼ରୁ ବୋହି ନେଲେ ମାଟି, ପଥର

ଖଇରା, ୨୦।୧: ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡରୁ ମାଟି ଓ ପଥର ଲୁଟ କରୁଥିବା ମାଫିଆମାନେ କିଛି ଦିନ ନୀରବ ରହିବା ପରେ ପୁଣି ଥରେ ସକ୍ରିୟ ହୋଇପଡିଛନ୍ତି। ସନ୍ଧ୍ୟା ହେଲେ ହଜାର ହଜାର ସଂଖ୍ୟାର ହାଇୱା…

ବ୍ୟସ୍ତବହୁଳ ବଡ଼ବଜାର: ପାନୀୟ ଜଳ ସୁବିଧା ନାହିଁ

ବ୍ରହ୍ମପୁର ଅଫିସ,୨୦।୧: ଦକ୍ଷିଣ ଓଡ଼ିଶାର ମୁଖ୍ୟ ବାଣିଜ୍ୟିକ ପେଣ୍ଠସ୍ଥଳ ବ୍ରହ୍ମପୁର ବଡ଼ବଜାରରେ ଖରାଦିନେ ପାନୀୟ ଜଳ ସମସ୍ୟା ଦେଖାଦେଇଥାଏ। ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ଗ୍ରାହକ ଓ ଅନ୍ୟ ଯେ କୌଣସି କାମ ପାଇଁ ଆସୁଥିବା ଲୋକେ ପିଇବା ପାଣି ମୁନ୍ଦାଏ ପାଇଁ…

ମ୍ୟାଲେରିଆ ନିରାକରଣ ଧୂଆଁବାଣ

ମାଲକାନଗିରି, ୨୦।୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପୂର୍ବରୁ ମ୍ୟାଲେରିଆରେ ବହୁ ଜନସାଧାରଣ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରୁଥିଲେ। ଏଥିପାଇଁ ସରକାର ମ୍ୟାଲେରିଆ ନିରାକରଣ ପାଇଁ ଏକ ସ୍ବତନ୍ତ୍ର ଯୋଜନା କରି ମାଲକାନଗିରି ଜିଲାରେ ଯେକୌଣସି ଲୋକଙ୍କୁ ଜ୍ୱର ହେଲେ ତାହାର ରକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?