ଆମ ଜିଲା ଖବର

ଗୁଳିମାଡ଼ରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୦।୧: ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କର ବୁଧବାର ସକାଳେ ଗୁଳିମାଡ଼ରେ ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନାଯୋଗ୍ୟ ଯେ, ସକାଳୁ ଦେବେନ୍ଦ୍ର ସୁମଣ୍ଡଳ ବସଷ୍ଟାଣ୍ଡଠାରେ…

ଦାଦନ ପିଲାଙ୍କ ଶିକ୍ଷାରେ ଡୋରି

ଲାଠୋର, ୨୦।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଚାଲିଥିବା ଋତୁକାଳୀନ ଆବାସିକ ଛାତ୍ରାବାସ ଏବେ ବନ୍ଦ ରହିଛି। ବକେୟା ଟଙ୍କା ମିଳି ନ ଥିବାରୁ ଶିକ୍ଷକମାନେ ଛାତ୍ରାବାସ ଖୋଲିବାକୁ ଅମଙ୍ଗ ହେଉଛନ୍ତି। ଫଳରେ ଅଞ୍ଚଳର ଦାଦନ ପରିବାରର ଶହ…

ସଂଗ୍ରାମୀଙ୍କ ଗାଁ ଚମ୍ପାଇଲୋ ଅବହେଳିତ

ଖୋର୍ଦ୍ଧା ଅଫିସ,୨୦ା୧: ‘ରକ୍ତ ଦିଅ, ମୁଁ ତୁମକୁ ସ୍ବାଧୀନତା ଦେବି’। ସ୍ବାଧୀନତା ସଂଗ୍ରାମ ସମୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଏହି ଡାକରା ଭାରତୀୟଙ୍କ ମଧ୍ୟରେ ଶିହରଣ ସୃଷ୍ଟି କରିଥିଲା। ଏହି ଡାକରାରେ ଉଦ୍‌ବୁଦ୍ଧ ହୋଇ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ…

କରୋନା ପ୍ରତିହତ ପାଇଁ ଟିକାକରଣ ଆବଶ୍ୟକ

କଟକ ଅଫିସ, ୨୦ା୧: କଟକ ଜିଲାରେ ଗତ ୧୬ ତାରିଖଠାରୁ କରୋନା ଟିକାକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଜିଲାର ସମସ୍ତ ସ୍ବାସ୍ଥ୍ୟକର୍ମୀ, ନର୍ସ, ଡାକ୍ତର, ସଫେଇ କର୍ମଚାରୀ ଟିକା ଗ୍ରହଣ କରି ନିଜକୁ କିଭଳି ସୁରକ୍ଷିତ ରଖିପାରିବେ, ସେଥିପାଇଁ ଜିଲା ପ୍ରଶାସନ…

ଜାଇକା କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ

କଟକ ଅଫିସ, ୨୦ା୧: କଟକ ସହରରେ ଜାଇକା କାର୍ଯ୍ୟର ଅଗ୍ରଗତି ନେଇ ମଙ୍ଗଳବାର ନୂଆବଜାରସ୍ଥିତ ଜାଇକା କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଇଂ. ମହମ୍ମଦ ମୋକିମ ଯୋଗଦେଇ ତୁଳସୀପୁର ଟିଭି ସେଣ୍ଟରସ୍ଥିତ ପୋଖରୀର ଉନ୍ନତୀକରଣ ଓ…

ଫୋକସ୍‌ରେ ଷ୍ଟୁଡେଣ୍ଟ ଆଡପ୍‌ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ‘ମୋ ସ୍କୁଲ୍‌’ ଅଭିଯାନକୁ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନକୁ ଆଣିବା ପରେ ଏହାକୁ ଅଧିକ ବ୍ୟାପକ କରିବା ପାଇଁ ସ୍ଥିର କରାଯାଇଛି। ଚଳିତବର୍ଷଠାରୁ ଏହି ଅଭିଯାନ ମାଧ୍ୟମରେ ଷ୍ଟୁଡେଣ୍ଟ ଆଡପ୍‌ଶନ (ପୋଷ୍ୟ ଛାତ୍ରୀଛାତ୍ର) କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ପୁରାତନ…

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ୍‌ ଠକେଇ ମାମଲା: ଶୁଭ୍ରାଙ୍କୁ ୩ ଘଣ୍ଟା ଜେରା, ୩ ସହଯୋଗୀଙ୍କୁ ନୋଟିସ୍‌

ଭୁବନେଶ୍ୱର,୨୦।୧(ବ୍ୟୁରେ): ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଦ୍ୱିତୀୟ ଦିନରେ ସିବିଆଇ ୩ଘଣ୍ଟା ଜେରା କରିଛି। ଜେରାବେଳେ ଏହି ଠକେଇରେ ରାଜ୍ୟର ବହୁ ବଡ଼ ବଡ଼ ନେତା ଓ ପ୍ରଭାବଶାଳୀଙ୍କ ଲିଙ୍କ୍‌ ଥିବା…

ସିତାର ସାଙ୍ଗକୁ ଓଡ଼ିଶୀର ମୂର୍ଚ୍ଛନା

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ଯନ୍ତ୍ର ସଙ୍ଗୀତ ସୀତାର ବାଦନ ସାଙ୍ଗକୁ ଓଡ଼ିଶୀ ସଙ୍ଗିତର ମୂର୍ଚ୍ଛନାରେ ମୁଖରିତ ହୋଇଥିଲା ରାଜାରାଣୀ ମନ୍ଦିର ପ୍ରାଙ୍ଗଣ। ଅବସର ଥିଲା ରାଜାରାଣୀ ସଙ୍ଗୀତ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା। ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୂକୁଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା…

ଚିତ୍ରକୋଣ୍ଡା ଡ୍ୟାମ୍‌ ସ୍ଥିତି ସମୀକ୍ଷା କଲା କମିଟି

ଚିତ୍ରକୋଣ୍ଡା, ୨୦ା୧(ଡି.ଏନ.ଏ.): ଓଡ଼ିଶାର ଅବସରପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଡ୍ୟାମ୍‌ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍‌ ଓ ସ୍ପିଲ୍‌ୱେର ବିଭିନ୍ନ ସୁରକ୍ଷା ସମ୍ପର୍କିତ ତଥ୍ୟ ଯାଞ୍ଚ କରିଛନ୍ତି। ଟିମ୍‌ରେ ଅବସରପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀ…

କର୍କଟ ରୋଗୀଙ୍କ ପିଇଟି, ସିଟି ସ୍କାନ୍‌ ଖର୍ଚ୍ଚ ସରକାର ବହନ କରିବେ: ହାଇକୋର୍ଟ

କଟକ ଅଫିସ, ୨୦।୧: ରାଜ୍ୟରେ କର୍କଟ ରୋଗରେ ପୀଡ଼ିତଙ୍କ ପାଇଁ ଏକ ଖୁସି ଖବର। କର୍କଟ ପୀଡ଼ିତଙ୍କ ପୋଜିଟ୍ରନ୍‌ ଏମିଶନ ଟୋମୋଗ୍ରାଫି(ପିଇଟି) ଏବଂ ଏକ୍ସ-ରେ କମ୍ପ୍ୟୁଟେଡ ଟୋମୋଗ୍ରାଫି ସିଟି ସ୍କାନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

ସାବେରୀ ନଦୀରେ ଛତିଶଗଡ଼ ଗଢ଼ିବ ଡ୍ୟାମ୍‌

ମାଲକାନଗିରି, ୨୦ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ସୀମାନ୍ତବର୍ତ୍ତୀ ଛତିଶଗଡ଼ ସାବେରୀ ନଦୀରେ ଛତିଶଗଡ଼ ସରକାର କୋକରାମଠାରେ ଡ୍ୟାମ୍‌ ନିର୍ମାଣ କରିବାକୁ ପ୍ରସ୍ତାବ ରଖି ଏ ଦିଗରେ ଆଗଉଛନ୍ତି। ଏହାକୁ ଓଡ଼ିଶା ଆଦିବାସୀ ସଂଘ ବିରୋଧ କରିଛି। ମଙ୍ଗଳବାର କମାରପାଲିଠାରେ…

ବିଶ୍ୱସ୍ତରୀୟ କରିବାକୁ ଲକ୍ଷ୍ୟ

ସମ୍ବଲପୁର, ୨୦ା୧(ବ୍ୟୁରୋ): ୨୦୨୦ ଜାନୁୟାରୀ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର ସମଲେଇ ମନ୍ଦିର ଦର୍ଶନ କରି ଏହାର ସର୍ବାଙ୍ଗୀନ ଉନ୍ନତି କରିବା ଲାଗି ଘୋଷଣା କରିଥିଲେ। ତଦନୁଯାୟୀ ରାଜ୍ୟ ସରକାର ସମଲେଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ପାରିପାର୍ଶ୍ୱିିକ ଉନ୍ନତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?