ଆମ ଜିଲା ଖବର

ସ୍ଲୁଇସ୍‌ ଗେଟ୍‌ର ଫାଟକ ମରାମତି କଲେ ଚାଷୀ

ପଦ୍ମପୁର, ୪ା୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତର ମେଳକସାହି ଠାରେ ଅବସ୍ଥିତ ସ୍ଲୁଇସ ଗେଟର ଫାଟକକୁ ସୋମବାର ଚାଷୀ ମାନେ ମିଳିତ ଉଦ୍ୟମରେ ମରାମତି କରିଛନ୍ତି। କଞ୍ଚୁଡ଼ି ନଦୀ ଉପରେ ଅବସ୍ଥିତ ଏହି ସ୍ଲୁଇସ ଗେଟ୍‌ ଉପରେ ଜଳସେଚନ…

ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ

ଚମ୍ପୁଆ, ୪। ୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ସାତହଳିଆ ଗ୍ରାମରେ ପ୍ରାୟ ୨୦ ଦିନ ହେବ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇଯାଇଥିବାରୁ ଗ୍ରାମବାସୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ପାହିଲେ ପାନୀୟ ଜଳ କେଉଁଠୁ ଆଣିବେ ଚିନ୍ତା…

ସୁବର୍ଣ୍ଣରେଖାରେ ବାଲିସଇରାତ ନିଲାମ ଲାଗି ସର୍ଭେ

ଜଳେଶ୍ୱର, ୪।୮(ସ୍ବ.ପ୍ର.)-ଉତ୍ତର ବାଲେଶ୍ୱରର ଜଳେଶ୍ୱର, ବସ୍ତା ଓ ବାଲିଆପାଳ ଅଞ୍ଚଳରେ ସୁବର୍ଣ୍ଣରେଖା ନଦୀର ନୂତନ ଭାବେ ସୃଷ୍ଟି ହୋଇଥିବା ବାଲିପଠାକୁ ନିଲାମ ଦେବା ଲାଗି ସର୍ଭେ ଆରମ୍ଭ ହୋଇଛି। ବାଲେଶ୍ୱର ଉପଜିଲାପାଳଙ୍କ ନିର୍ଦ୍ଦେଶରେ ରବିବାର ଏକ ୨୫ଜଣିଆ ଟିମ୍‌ ସୁବର୍ଣ୍ଣରେଖା ନଦୀର…

ତୂଳୀରେ ଜୀବନ୍ତ ହେଉ ଅନୁଗୋଳର ଐତିହ୍ୟ

ଅନୁଗୋଳ ଅଫିସ୍‌, ୪।୮ ସରକାରୀ ଅର୍ଥରେ ଅନୁଗୋଳର ବିଭିନ୍ନ ପ୍ରାଚୀରରେ ସାଜସଜ୍ଜା କରାଯାଉଛି। ରଙ୍ଗବେରଙ୍ଗର ଚିତ୍ରକଳାରେ ସହରର ସୌନ୍ଦର୍ଯ୍ୟ ବଢ଼ାଯାଉଛି। ସରକାରୀ ଯୋଜନାର ପ୍ରଚାର ସହ କରୋନା ସଂକ୍ରମଣ ନେଇ ସତର୍କ ସୂଚନା ଦିଆଯାଉଛି। ହେଲେ ଏଥିରେ ସ୍ଥାନ ପାଉନି ଅନୁଗୋଳର…

ଆଇନ ଜାଲରେ ଆଦର୍ଶ ବିଦ୍ୟାଳୟ

ବଇଣ୍ଡା,୪ା୮(ପରୀକ୍ଷିତ ସାହୁ) ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ବିନାମୂଲ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପାଠ୍ୟକ୍ରମ ପଢ଼ାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଉଛି। ଅନୁଗୋଳ ଜିଲାର ଅନୁଗୋଳ, ତାଳଚେର, ଛେଣ୍ଡିପଦା, କିଶୋରନଗର, ପାଲଲହଡ଼ା ଆଦି…

ସାତକୋଶିଆକୁ ଆସିଲା ୨ ବୋଟ୍‌, ଜେଟି

ବନ୍ତଳା, ୪ା୮(ଡି.ଏନ.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ପହଞ୍ଚିଛି ୧୦ ସିଟ୍‌ ବିଶିଷ୍ଟ ୨ଟି ନୂଆ ବୋଟ୍‌ ଓ ଜେଟି। ଏହାର ମୂଲ୍ୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାଯାଇଛି। ଏହି ବୋଟ୍‌ ପାଟ୍ରୋଲିଂ କାମରେ ଲାଗିବ। ସେଥିରୁ…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ବ୍ରହ୍ମକୁମାରୀ

ଲଖନପୁର,୪।୮(ଡି.ଏନ୍‌.ଏ) ରକ୍ଷା ବନ୍ଧନ ଉତ୍ସବ ଅବସରରେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଇବ୍‌ ଥର୍ମାଲ (ତେଲେନପାଲି) ଶାଖା ତରଫରୁ ପୋଲିସ୍‌, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତା ଆଦି ଯୋଦ୍ଧାମାନଙ୍କୁ ରାଖୀ ବାନ୍ଧିବା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି । କରୋନା…

ଗଙ୍ଗାଧର ଥିଲେ ଅମୃତର କବି

ବରଗଡ଼ ଅଫିସ୍‌,୪।୮ ବରଗଡ଼ ଜିଲା ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ଡିଜିଟାଲାଇଜେଶନ ମାଧ୍ୟମରେ ସୋମବାର ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମେହେରପଡ଼ାରେ ଥିବା ସ୍ବଭାବ କବିଙ୍କ ପ୍ରତିମୂର୍ତ୍ତିରେ ପରିଷଦ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା। ପରିଷଦ…

ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର  

ସୋନପୁର,୩।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର କରାଯାଇଛି। ପୀଡିତାଙ୍କ ବାପା ଏ ସମ୍ପର୍କରେ ବୀରମହାରାଜପୁର ଥାନାରେ ସୋମବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ…

ଆଶାକର୍ମୀଙ୍କ ପରିବାର କରୋନାରେ ଆକ୍ରାନ୍ତ

ବାରଙ୍ଗ,୩ା୮(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତର ଢାଓ୍ବା ଗ୍ରାମର ୨ନଂ ଓାର୍ଡର ଜଣେ ଆଶାକର୍ମୀଙ୍କ ପରିବାରକୁ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ସେମାନଙ୍କୁ ମେଣ୍ଢାଶାଳ ସ୍ବାସ୍ଥ୍ୟବିଭାଗ ତରଫରୁ କୋଭିଡ ହସ୍ପିଟାଲ ପଠାଯାଇଥିବା ସରପଞ୍ଚ ପ୍ରଭାସିନୀ ସାସମଲ ସୂଚନା ଦେଇଛନ୍ତି। ଏହି…

୨୦ ଘଣ୍ଟା ଘରେ ପଶି ରହିଲା ବାଘ

ମାଲକାନଗିରି,୩।୮(ସ୍ବ.ପ୍ର.): ଗୋଟିଏ ଚିତା ବାଘ ଜଣେ ଗ୍ରାମବାସୀଙ୍କ ଘରେ ପଶି ପ୍ରାୟ ୧୮ ରୁ ୨୦ ଘଣ୍ଟା ରହିଛି । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ସୀମାନ୍ତ ଛତିଶଗଡ଼ର କଙ୍କେଇ ଜିଲା ଅନ୍ତର୍ଗତ ଚାମର ବ୍ଲକର ବଗଡ଼ଙ୍ଗରି ଗ୍ରାମରେ।…

ରାକ୍ଷୀରେ ଜଳିଲା ଭାଇ-ଭଉଣୀଙ୍କ ଜୁଇ

ସୋର,/ରେମୁଣା,୩।୮(ଡି.ଏନ.ଏ.)-ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ଘଟିଛି ଅଘଟଣ। ବଜ୍ରପାତ ଘଟିବାରୁ ଚାଲିଯାଇଛି ଭାଇ ଓ ସମ୍ପର୍କୀୟ ଭଉଣୀଙ୍କ ଜୀବନ। ସୋମବାର ବାଲେଶ୍ୱର ଜିଲା ରେମୁଣା ବ୍ଲକ ଖନ୍ତାପଡା ଥାନା ବରୁଣସିଂ ପଞ୍ଚାୟତ ଟିଣା ମଣ୍ଡଗାଁ ଗ୍ରାମରେ ଏପରି ହୃଦୟବିଦାରକ ଘଟଣା ଘଟିଛି। ଘଟଣାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri