ଆମ ଜିଲା ଖବର

ବାହାର ରାଜ୍ୟରୁ ଆସିଥିବା ୨ଜଣଙ୍କୁ ବାଲେଶ୍ୱର ସ୍ଥାନାନ୍ତର

ସୋର, ୧୫ା୪(ଡି.ଏନ୍‌.ଏ.)-ମହାମାରୀ କରୋନା କୋଭିଡ଼-୧୯କୁ ରୋକିବା ପାଇଁ ଏବେ ଲକ୍‌ଡାଉନ୍‌ ନିୟମ କଡାକଡି ପାଳନ କରାଯାଉଛି। ରାଜ୍ୟ ବାହାରକୁ କିମ୍ବା ରାଜ୍ୟକୁ ଫେରୁଥିବା ଲୋକଙ୍କ ଉପରେ କଟକଣା ଲାଗୁ ହୋଇଛି। ଏହି ସମୟରେ ଗତ ୩୦ତାରିଖରେ ଖୋର୍ଦ୍ଧାରେ ନିର୍ମାଣ ଶ୍ରମିକ...

କରୋନା ସଚେତନତା ନେଇ ଆରପିଏଫର ନିଆରା ଉଦ୍ୟମ

ଟିଟିଲାଗଡ଼, ୧୪।୪ (ଡି.ଏନ.ଏ)- ବଲାଙ୍ଗୀର ଜିଲା ଟିଟିଲାଗଡ ଆରପିଏଫ ପକ୍ଷରୁ କରୋନା ମହାମାରୀ ସଚେତନତା ନେଇ ମଙ୍ଗଳବାର ନିଆରା ପ୍ରୟାସ ଆଲୋଚନାର ବିଷୟ ହୋଇଛି। ଆରପିଏଫର ଜଣେ କର୍ମଚାରୀ କରୋନା ରାକ୍ଷସ ରୂପରେ ସଜ୍ଜିତ ହୋଇ ଅଧିକାରୀ କର୍ମଚାରୀଙ୍କ ଗହଣରେ...

ହାତୀପଲ ଉଜାଡିଲେ ରବିଧାନ ଫସଲ

ବିନିକା, ୧୪ା୪(ଡି.ଏନ୍‌.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ ଆସିଥିବା ହାତୀପଲ ଗଁା ସମୀପ ରବିଧାନ କ୍ଷେତରେ ପଶି ଖାଇବା ସହ ଦଳିଚକଟି...

କରୋନା ପାଇଁ ଅନ୍‌ ଲାଇନ୍‌ରେ ପାଠ ପଢାକୁ ଗୁରୁତ୍ୱ

ଜୁନାଗଡ,୧୪।୪(ଡି.ଏନ୍‌.ଏ): କରୋନା ମୁକାବିଲା ପାଇଁ ଜାରି କରାଯାଇଥିବା କଟକଣା ଯୋଗୁ ଓଡିଶାର ସମସ୍ତ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିଛି। ଯାହା ଶିକ୍ଷାଦାନ ଉପରେ ଗୁରୁତର ପ୍ରଭାବ ପକାଇଛି। ଘରେ ବସି ପିଲା ବହି ଖୋଲିବା ସାର ହେଉଛି।...

ସ୍କୁଲରୁ ଚାଉଳ, ଖେଳ ସାମଗ୍ରୀ ଚୋରି

ଜୁନାଗଡ,୧୪।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସନ୍ୟାସୀ କୁଣ୍ଡାମାଲ ପଞ୍ଚାୟତ ବାଞ୍ଜିନାଳପଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଅଫିସ୍‌ର ତାଲା ଭାଙ୍ଗି ସେଠାରେ ଥିବା ଚାଉଳ ଓ ଖେଳଣା ସାମଗ୍ରୀ ଚୋରି କରିନେଇଛନ୍ତି। ମଙ୍ଗଳବାର ସକାଳରେ...

ଗୀତଗାଇ ସଚେତନତା ବାର୍ତ୍ତା ଦେଲା ପୋଲିସ

ବାଲିଗୁଡା,୧୪ା୪(ଡି.ଏନ୍‌.ଏ.)- ବାଲିଗୁଡା ମହାସିଙ୍ଗି ଠାରେ ପଞ୍ଚାୟତ ସ୍ତରୀୟ ମହାସଂଘ ଦ୍ୱାରା କରୋନା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବାଲିଗୁଡା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଆଇଆଇସି ପ୍ରଶାନ୍ତ କୁମାର...

୧୧୫ ପରିବାରକୁ ଖାଦ୍ୟ ସାମଗ୍ରୀ ଦେଲେ ପ୍ରଧାନଶିକ୍ଷକ

ପାପଡାହାଣ୍ଡି,୧୪ା୪(ଡି.ଏନ.ଏ.)- ଲକ୍‌ଡାଉନର ସମୟରେ ଅସହାୟମାନଙ୍କ ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଜଣେ ପ୍ରଧାନ ଶିକ୍ଷକ। ଗ୍ରାମରେ ରହୁଥିବା ଲୋକେ ଯେପରି ଭୋକ ଉପବାସରେ ନ ରହିବେ ସେ ନେଇ ଧନସୁଲି, ଝାଡ଼କୁସମି,ଚନ୍ଦ୍ରପୁର ନୂଆକୋଟ ଗ୍ରାମର ୧୧୫ ପରିବାରକୁ ମଙ୍ଗଳବାର ଖାଦ୍ୟ...

ରେଡକ୍ରସ ରିଲିଫ ପାଣ୍ଠିକୁ ସଞ୍ଚିତ ଅର୍ଥ ଦେଲେ ଛାତ୍ରୀ

ବୌଦ୍ଧ, ୧୪ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ମଙ୍ଗଳବାର ବୌଦ୍ଧ ଶିଶୁ ବିଦ୍ୟାମନ୍ଦିରର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସ୍ମୃୁତି ଆରାଧନା ବେହେରା ନିଜ ସଞ୍ଚିତ ଅର୍ଥରୁ ରାଜ୍ୟ ରେଡକ୍ରସ ରିଲିଫ ପାଣ୍ଠିକୁ ୧୨ହଜାର ଟଙ୍କା ଆର୍ଥକ ସହାୟତା ପ୍ରଦାନ...

ସାନିଟାଇଜ ହେଲା ବୁର୍ଡା ପଞ୍ଚାୟତ ଅଞ୍ଚଳ

ଲୋଇସିଂହା,୧୪ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତର ସଦର ଗଁା ଓ ବାଞ୍ଜିପାଲି ଗ୍ରାମ ମଙ୍ଗଳବାର ସାନିଟାଇଜ ହୋଇଛି। ବିଡିଓ ରାମଚନ୍ଦ୍ର ଖାଡିଆଙ୍କ ନିର୍ଦ୍ଦେଶ ଓ ସ୍ଥାନୀୟ ସରପଞ୍ଚ ନଳିନୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ବିଶୋଧନ...

ବଲାଙ୍ଗୀରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ: ରହିଛି ୨ ଶହ ଶଯ୍ୟା

ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର କଳିଙ୍ଗ ଇଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସସେସ୍‌ (କିସ୍‌) କ୍ୟାମ୍ପସଠାରେ ମଙ୍ଗଳବାରଠାରୁ ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ଜିଲାପାଳ ଅରିନ୍ଦମ୍‌ ଡାକୁଆ ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି...

ନିର୍ଦ୍ଧାରିତ ସମୟ ପୂର୍ବରୁ ଦୋକାନ ଖୋଲି ଜରିମାନା ଦେଲେ ଦୋକାନୀ

ଭଞ୍ଜନଗର,୧୪।୪(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡ ପ୍ର୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟନଣା କଡାକଡି ଭାବେ ପାଳନ କରାଯାଉଛି। ମଙ୍ଗଳବାର ସକାଳ ୫ଟାରୁ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ, ବିଡିଓ ଅନିଲ କୁମାର ସେଠୀ ପ୍ରମୁଖ ବିଭିନ୍ନ ଛକମାନଙ୍କରେ ରହି ଯାନବାହାନ ଯାଞ୍ଚକରିଥିଲେ। ବେନିୟମ...

ସିଆରପିଏଫ୍‌ ତରଫରୁ କରୋନା ସଚେତନତା

ଖପ୍ରାଖୋଲ, ୧୪ା୪(ଡି.ଏନ.ଏ.): ସିଆରପିଏଫ୍‌ ତରଫରୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକର ବିଭିନ୍ନ ଗାଁରେ କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଏହି ଅବସରରେ ସିଆରପିଏଫ୍‌ ଡି/୧୮୯ ବାଟାଲିଅନ ତରଫରୁ ଡୁଡୁମଦର୍ହା, ବଗଝରନ, କନ୍ଦରାଭଟା, ତୁର୍ଲା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri