ଆମ ଜିଲା ଖବର

ନୂଆ ରୂପ ପାଇବ ପୁରୀ ରାଜଭବନ

ପୁରୀ ଅଫିସ,୧୮।୧: ଆସନ୍ତା ରଥଯାତ୍ରା ପୂର୍ବରୁ ପୁରୀ ରାଜଭବନ ନୂଆ ରୂପ ପାଇବ। ଗତ ଫନୀ ମହାବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଐତିହାସିକ ପୁରୀ ରାଜଭବନର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ…

ଏକ୍ସପାୟାରି ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ, ୧୮।୧: ୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ ଦିଆଯାଉଥିବା ଆଇରନ ଫୋଲିକ ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଖୋଳ ଉପରେ ଥିବା ଷ୍ଟିକର ଉପରେ ଗୋଟିଏ ଏକ୍ସପାୟାରି ତାରିଖ ଏବଂ ଏହାକୁ ଚିରିଲା ପରେ ତା’ତଳେ ଅନ୍ୟ…

ଖାଦ୍ୟ ମାନ ଯାଞ୍ଚ ବ୍ୟବସ୍ଥା ନାହିଁ

କେନ୍ଦ୍ରାପଡ଼ା ଅଫିସ,୧୮।୧: ରାଜ୍ୟର ବିଭିନ୍ନ ସ୍ଥାନରୁ ଧରପଗଡ଼ ପରେ ନକଲି ସାମଗ୍ରୀ କାରଖାନା ଠାବ ହେଉଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ ଦୁଇବର୍ଷ ମଧ୍ୟରେ ନକଲି ମସଲାଗୁଣ୍ଡ କାରଖାନା ଓ ଦୁହୁରିଆଠାରେ ନକଲି ଜର୍ଦ୍ଦା କାରବାରର ପର୍ଦ୍ଦାଫାଶ ହୋଇଥିଲା। ବିଭିନ୍ନ…

ଧାନକିଣାରେ ବ୍ୟାପକ ଅନିୟମିତତା: ଚାଷୀଙ୍କ ଧାନ କିଣୁଛନ୍ତି ମିଲର୍ସ ୧୮।୧

ଖୋର୍ଦ୍ଧା ଅଫିସ,୧୮।୧: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଦିନ ପରିବର୍ତ୍ତେ ଛୁଟିଦିନରେ ଧାନ ଉଠାଯାଉଛି। ମଣ୍ଡିକୁ ଧାନ ଆସିବା ପରିବର୍ତ୍ତେ ମିଲର୍ସମାନେ ସିଧାସଳଖ ଚାଷୀଙ୍କ ଠାରୁ ଧାନ କିଣୁଛନ୍ତି। ସମବାୟ ସମିତି ଏବଂ ମିଲର୍ସଙ୍କ…

ଦିନକରେ ସରିଲା ଡଲଫିନ୍‌ ଗଣନା

ବ୍ରହ୍ମଗିରି,୧୮।୧(ଡି.ଏନ୍‌.ଏ.): ଚିଲିକାରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିବା ଇର୍‌ୱାଡି ଡଲ୍‌ଫିନର ଗଣନା ରବିବାର କରାଯାଇଥିଲା। ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ମିଳିତ ଉଦ୍ୟମରେ ଗୋଟିଏ ଦିନରେ ଗଣନା କାର୍ଯ୍ୟ ସରିଥିଲେ ମଧ୍ୟ ଫଳାଫଳ ଅଘୋଷିତ ରହିଛି। ଇର୍‌ୱାଡି ଡଲ୍‌ଫିନ…

ଓଲଟିଲା ପିକନିକ ବସ୍‌: ଜଣଙ୍କ ଜୀବନ ଗଲା, ୧୨ ଆହତ

ପାରଳାଖେମୁଣ୍ଡି,୧୮।୧(ଡି.ଏନ୍‌.ଏ): ରାୟଗଡା ଜିଲା କେନ୍ଦୁପଡା ଫାଣ୍ଡି ଅନ୍ତର୍ଗତ ଡୁମ୍ବଲାପଦର ବୁଲାଣିଆ ଘାଟିରେ ଏକ ପିକନିଜ ବସ୍‌ ଓଲଟିପଡିଛି। ଏହି ଦୁର୍ଘଟଣାରେ ୧୨ରୁ ଉଦ୍ଧର୍‌ବ ଆହତ ହୋଇଥିବା ବେଳେ ଜଣକର ମୃତ୍ୟୁ ଘଟିଛି। ମୃତକ ଜଣକ ଭୁବନେଶ୍ୱରର ସୁନୀଲ ସାହୁ। ସମସ୍ତ ଯାତ୍ରୀମାନେ…

ଲାଞ୍ଚ ଓ କର୍ତ୍ତବ୍ୟରେ ଅବହେଳା: ପୋଲିସ ଏସ୍‌ଆଇ ନିଲମ୍ବିତ, ଏଏସ୍‌ଆଇ ଗିରଫ

ପୁରୀ ଅଫିସ,୧୮।୧: ଲାଞ୍ଚ ନେବା ଓ କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିବା ପୁରୀ ଜିଲା ପୋଲିସର ୨ଜଣ ଅଧିକାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ଜଣଙ୍କୁ ଗିରଫ କରାଯାଇଥିବାବେଳେ ଅନ୍ୟ ଜଣଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଏ ସଂକ୍ରାନ୍ତରେ ରବିବାର ଏକ ଖବରଦାତା…

ଦୋଷ ଲୁଚାଇବା ପାଇଁ ନୂଆ ଫନ୍ଦି

ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାମରେ ଅନିୟମିତତା ଓ ଆର୍ଥିକ ହେରଫେର ହେଉଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଧରିତ୍ରୀରେ ନିୟମିତ…

ବୋମାମାଡ଼ ଘଟଣା: ୭ ଗିରଫ

ପୁରୀ ଅଫିସ,୧୮।୧: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ଘଟଣାରେ ପୁରୀ ବାସେଳିସାହି ଥାନା ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ବିପୁଳ ମାରଣାସ୍ତ୍ର ଜବତ ହୋଇଛି। ଏ ନେଇ ରବିବାର ପୁରୀ ଏସ୍‌ପି କନୱର ବିଶାଲ ସିଂ ଖବରଦାତା ସମ୍ମିଳନୀରେ…

୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ପୁରୀ ଜିଲାପାଳ…

ମୂର୍ତ୍ତି ନିଶାରେ ମୁନା

ପରଜଙ୍ଗ, ୧୮।୧(ଡି.ଏନ.ଏ.): ମାଟି ହେଉ କି ମାର୍ବଲ। ବ୍ରୋଞ୍ଜ ହେଉ କି ଗ୍ରାନାଇଟ୍‌ ଅବା ଫାଇଭର। ତାଙ୍କ ହାତ ସ୍ପର୍ଶରେ ଜୀବନ୍ତ ରୂପ ନିଏ ନିର୍ଜୀବ ସାମଗ୍ରୀ। ପେନ୍‌ସିଲ ଧରି ଗାରେଇ ଦେଲେ ଝଲସି ଉଠେ ଅବିକଳ ମୁହଁଟେ। ସହର ଗଳିରେ…

ପୂଜାକୁ ଫେରିଲା ବାଜା

ବଅଁରପାଳ,୧୮ା୧(ଉପେନ୍ଦ୍ର ରାଉତ): ଆଧ୍ୟାତ୍ମିକ ଆୟୋଜନ ହେଉ କି ସାଂସ୍କୃତିକ ଅବା ମାଙ୍ଗଳିକ, ବାଦ୍ୟ ବିନା ଏହାର କଳ୍ପନା କଷ୍ଟକର। ଶାସ୍ତ୍ରରେ ମଧ୍ୟ ବାଦ୍ୟକୁ ସର୍ବଦା ଶୁଭର ସୂଚନା ବୋଲି ମାନ୍ୟ କରାଯାଇଛି। ସେଥିପାଇଁ ପୂଜା, ବିବାହ, ବ୍ରତ ଆଦିରେ ପ୍ରଥମେ ଖୋଜାପଡ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?