ଆମ ଜିଲା ଖବର

ଯୋଜନା ଅଛି, ସୁହାଉନାହିଁ

ଜଗତ୍‌ସିଂହପୁର ଅଫିସ,୧୭ା୧: କୃଷିଭିତ୍ତିକ ଉଦ୍ୟୋଗ ସ୍ଥାପନ ସାଙ୍ଗକୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ଦ୍ରୁତ ବିକାଶକୁ ଆଖି ଆଗରେ ରଖି ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ (ଏମ୍‌କେୟୁୱାଇ) ୧୯୯୬ରେ କାର୍ଯ୍ୟକାରୀ କରିଛନ୍ତି। ପାରମ୍ପରିକ କୃଷିକୁ ବ୍ୟବସାୟିକ କୃଷିରେ ପରିଣତ କରିବା…

ଲିଙ୍କ୍‌ ପଠାଇ ଆକାଉଣ୍ଟରୁ ଲୁଟ୍‌

ଅନୁଗୋଳ ଅଫିସ, ୧୭।୧ (ଅମିତ କୁମାର ସାମଲ): ସମୟ ସହ ବଦଳୁଛି ସାଇବର ଅପରାଧର ପଦ୍ଧତି। ପୂର୍ବରୁ ଫୋନ କରି କୌଶଳରେ ଏଟିଏମ୍‌ ତଥ୍ୟ ନେଉଥିବା ଅପରାଧୀମାନେ ଏବେ ଇଣ୍ଟରନେଟ୍‌କୁ ଠକେଇର ଏକ ମାଧ୍ୟମ କରିଛନ୍ତି। ଏହି ଆପ୍‌ ଡାଉନ୍‌ଲୋଡ୍‌ ନ…

ବଢୁଛି ବାଲ୍ୟବିବାହ

ଢେଙ୍କାନାଳ ଅଫିସ, ୧୭।୧ (ରତନ ନାୟାର) : କଅଁଳ କାନ୍ଧ ବୋହୁଛି ଜଞ୍ଜାଳ। ସଂସାରର ନୀତିନିୟମ, ଚାଲିଚଳଣ ବୁଝିବା ଆଗରୁ ମୁଣ୍ଡରେ ଲଦି ଦିଆଯାଉଛି ବୋଝ। କୋମଳମତି ବୟସରେ ପାଠପଢ଼ି ଆଗକୁ ବଢ଼ିବା ସମୟରେ ମାତୃତ୍ୱ ଲାଭ କରୁଛନ୍ତି ସେମାନେ। ଅପରିପକ୍ୱ…

ସୁନାମୁହିଁରେ ଦାମୋଦର ମେଳା

ବାରିପଦା ଅଫିସ,୧୭ା୧-ମୟୂରଭଞ୍ଜ ଜିଲାର ଗଣପର୍ବ ମକର ଅବସରରେ ସୁନାମୁହିଁ(ବାରୁଣୀ) ଘାଟରେ ଶନିବାର ଆରମ୍ଭ ହୋଇଛି ଦାମୋଦର ମେଳା। ତିନିଦିନ ଧରି ଏହି ମେଳା ହେବାକୁ ଥିବାବେଳେ ବାରିପଦା ପୌରପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବାରିପଦା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ,…

ଅସଲି ବ୍ରାଣ୍ଡ୍‌ରେ ନକଲି ସର୍ଫ

ସମ୍ବଲପୁର, ୧୬ା୧ (ବ୍ୟୁରୋ): କଟକ, ସୋନପୁର, ବରଗଡ ପରେ ସମ୍ବଲପୁର ଜିଲାରେ ନକଲି ସାମଗ୍ରୀ କାରଖାନା ଠାବ ହୋଇଛି। ଶନିବାର ସନ୍ଧ୍ୟାରେ ଜିଲା ପୋଲିସ ପକ୍ଷରୁ ଅଇଁଠାପାଲି ଥାନା ନୂଆଁପଡା ନିକଟ ଏକ ଗୋଦାମରେ ଚଢ଼ାଉ କରାଯାଇ ୨୪୪ ବସ୍ତା ନକଲି…

ବିଷ ପିଇଲେ ପ୍ରେମୀଯୁଗଳ

ଲଖନପୁର,୧୬ା୧(ଡି.ଏନ୍‌.ଏ.): ପାରିବାରିକ ସ୍ବୀକୃତି ନ ମିଳିବାରୁ ଶେଷରେ ଆମତ୍ହତ୍ୟା ଭଳି ଚରମ ନିଷ୍ପତ୍ତି ନେଇ ବିଷପାନ କରିଥିଲେ ପ୍ରେମୀଯୁଗଳ। ହେଲେ ଏଥିରେ ପ୍ରେମିକଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରେମିକା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି…

ପାଇଖାନା ନିର୍ମାଣ ଦୁର୍ନୀତିରେ ୨ ବିଡିଓ, ଯନ୍ତ୍ରୀ ନିଲମ୍ବିତ

ମାଲକାନଗିରି/ଚିତ୍ରକୋଣ୍ଡା/ଝରିଗାଁ,୧୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ପାଇଖାନା ନିର୍ମାଣରେ ଦୁର୍ନୀତି ହୋଇଥିବା ଅଭିଯୋଗର ତଦନ୍ତ ପରେ ଶନିବାର ଚିତ୍ରକୋଣ୍ଡା ବିଡିଓ ଲରିମନ ଖରସେଲଙ୍କୁ ନିଲମ୍ବିତ କରାଯାଇଛି। ଚିତ୍ରକୋଣ୍ଡା ବ୍ଲକରେ ୭୦୦ ପାଇଖାନା ନିର୍ମାଣ କରାଯାଇନାହିଁ। ଏ ବାବଦ…

ଜମିବାଡି ବିବାଦରୁ ପୁତୁରାଙ୍କୁ ହତ୍ୟା

ସିନାପାଲି,୧୬।୧: ନୂଆପଡା ଜିଲା ସିନାପାଲି ଥାନା ଗମ୍ଭାରୀଗୁଡ଼ା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନନ୍ଦ ଖର୍ସେଲ (୩୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତନାଘନା ଚଳାଇଛି।…

ପ୍ରଥମେ ସଫେଇ କର୍ମଚାରୀଙ୍କୁ ଦିଆଗଲା ଟିକା

କୋକସରା,୧୬।୧: କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଶନିବାର ୯୦ ଜଣ ଆଗ ଧାଡିର କୋଭିଡ ଯୋଦ୍ଧାଙ୍କୁ ଟିକା ଦେବାର ବ୍ୟବସ୍ଥା କରାଯାଇଥିଲା। ଏ ନେଇ କୋଭିଡ ଯୋଦ୍ଧାଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଥିଲା। ପ୍ରଥମେ ସଫେଇ କର୍ମଚାରୀ ଶିବ ନାଏକ ଟିକା ନେଇଥିଲେ।…

୬୯ କରୋନା ଯୋଦ୍ଧାଙ୍କୁ କୋଭିସିଲ୍ଡ ଟିକା: ୩୦ ମିନିଟ ନଜରରେ ରହିଲେ

ଧର୍ମଗଡ଼,୧୬।୧: ଶନିବାର କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରରେ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ଆଗ ଧାଡିର କରୋନା ଯୋଦ୍ଧାଙ୍କୁ କୋଭିସିଲ୍ଡ ଟିକା ଦିଆଯାଇଛି। ଧର୍ମଗଡ଼ ଉପଜିଲାପାଳ ଟି.ଏସ୍‌ ଦିବାକରଙ୍କ ଉପସ୍ଥିତିରେ ଟିକା ଦେବାର ବ୍ୟବସ୍ଥା କରାଯାଇଥିଲା। ଟିକା ନେବା…

ଜୁନାଗଡ଼ରେ ପ୍ରଥମ ଟିକା ନେଲେ ଏହି ସଫେଇ କର୍ମଚାରୀ

ଜୁନାଗଡ଼,୧୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର କୋଭିଡ-୧୯ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିରେ ଜୁନାଗଡ଼ ବିଡିଓ ଦୁଲାରାମ ମାରାଣ୍ଡି ଅତିଥି ଭାବେ ଯୋଗଦେଇ ଏହି ଟିକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରଥମ ବ୍ୟକ୍ତି ଭାବେ ଡାକ୍ତରଖାନାର ସଫେଇ…

ଭିକ୍ଷାବୃତ୍ତି କରୁଥିଲେ ପୂର୍ବତନ ହୋମଗାର୍ଡ: ସିଏମ୍‌ସି ଅର୍ବାନ ସେଲ୍‌ଟର ହୋମ୍‌ରେ ରହିଲେ

କଟକ ଅଫିସ,୧୬।୧: କଟକ ଚଣ୍ଡୀମନ୍ଦିର ନିକଟରେ ଭିକ୍ଷାବୃତ୍ତି କରୁଥିବା ଜଣେ ପୂର୍ବତନ ହୋମଗାର୍ଡଙ୍କୁ ଶୁକ୍ରବାର ସେଲ୍‌ଟର ଛକସ୍ଥିତ ସିଏମ୍‌ସି ଅର୍ବାନ ସେଲ୍‌ଟର ହୋମ୍‌ରେ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ପୂର୍ବତନ ହୋମଗାର୍ଡ ବିନୋଦ ବିହାରୀ ପତି, ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?