କଟକରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କଟକ ଅଫିସ,୨।୮-କଟକ ସହରରେ ରବିବାର ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଏହାକୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି ପାଇଛି।…
ସୋମବାରଠାରୁ କାମାକ୍ଷାନଗର ଏନ୍ଏସି ଶଟ୍ଡାଉନ
କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍ଡାଉନ ଘୋଷଣା କରାଯାଇଛି। ଏନ୍ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ…
ଲକ୍ଡାଉନ୍ କଣ୍ଟା: କୌଳିକ ବୃତ୍ତି ହରାଉଛନ୍ତି ଡୋକରା ହସ୍ତଶିଳ୍ପୀ
ମୁନିଗୁଡ଼ା,୨ା୮(ଡି.ଏନ୍.ଏ.): ଓଡ଼ିଶା ହେଉଛି କଳା ଓ ସଂସ୍କୃତିର ରାଜ୍ୟ। କଟକର ତାରକସି କାମ ହେଉ ଅବା ପାରଳାଖେମୁଣ୍ଡିର ଶିଙ୍ଘକାମ, ପିପିଲିର ଚାନ୍ଦୁଆ, ଏସବୁକୁ ନେଇ ଓଡ଼ିଶା ଦେଶ ବିଦେଶରେ ବେଶ୍ ନାଁ କରିଛି। ମାତ୍ର ଗତ ୪ ମାସ ହେବ କରୋନା…
ଶିଶୁକନ୍ୟା ପାଟିରେ ପଶିଗଲା ରଡ୍
ବ୍ରହ୍ମପୁର,୨ା୮: ଗଞ୍ଜାମ ଜିଲା କେଶପୁର ନିକଟ ପାଳକଷଣ୍ଢ ଗାଁରେ ରବିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି। ଘର ଛାତ ଉପରେ ଖେଳୁଥିବା ସମୟରେ ଏକ ୪ବର୍ଷର ଶିଶୁକନ୍ୟା ପାଟିରେ ଲୁହା ରଡ୍ ପଶିଯାଇଛି। ଗୁରୁତର ଅବସ୍ଥାରେ ଶିଶୁକନ୍ୟାକୁ ଏମ୍କେସିଜି ମେଡିକାଲରେ ଭର୍ତ୍ତି…
କାକଟପୁରକୁ ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
କାକଟପୁର,୨ା୮(ଡି.ଏନ୍.ଏ.): ପୁରୀ ଜିଲାରେ ଏବେ କରୋନା କାୟାବିସ୍ତାର କରିଚାଲିଛି। ପ୍ରତିଦିନ ବହୁମାତ୍ରାରେ ରୋଗୀଙ୍କ ସଂଖ୍ୟା ବଢୁଛି। ସହରରୁ ଏବେ ଗାଁ ମୁହାଁ ହୋଇଛି ଏହି ଭୂତାଣୁ। କାକଟପୁର ଓ ଅସ୍ତରଙ୍ଗ ବ୍ଲକରେ କରୋନା ସଂକ୍ରମଣରେ ରୋକ ଲଗାଇବା ପାଇଁ କାକଟପୁର ଅଞ୍ଚଳକୁ…
ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍
ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କ୍ୟାନସର ଆକ୍ରାନ୍ତ ମହିଳା ରହିଛନ୍ତି। ସେହିପରି ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼…
କରୋନାକୁ ହରାଇ ଘରକୁ ଫେରିଲେ କ୍ରୀଡ଼ାଶିକ୍ଷକ
ବୁଗୁଡ଼ା,୨ା୮(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ପିପୁଲସ କଲେଜର କ୍ରୀଡ଼ା ଶିକ୍ଷକ କ୍ରିଷ୍ଣା ରାଓ ପାତ୍ର ଶନିବାର ରାତିରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୨୫ ତାରିଖରେ କୋଭିଡ୍…
ପ୍ରଥମ ଜିଲା ଭାବେ ମୃତ୍ୟୁରେ ଶତକ ଛୁଇଁଲା କରୋନା
ଭୁବନେଶ୍ୱର,୨।୮(ବ୍ୟୁରୋ): ଦିନକୁ ଦିନ ଗଞ୍ଜାମର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। କରୋନା ସଂକ୍ରମଣ ଚିହ୍ନଟ ହେବାଠାରୁ ଆରମ୍ଭ କରି ମୃତକଙ୍କ ସଂଖ୍ୟାରେ ଜିଲା ସର୍ବାଗ୍ରେ ରହିଛି। ଇତି ମଧ୍ୟରେ ଜିଲାରେ ମୋଟ ୧୦୯୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ…
ବଦଳିବ ପୁରୀର ରୂପରେଖ: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ କାନ୍ଥ କାହାଣୀ
ପୁରୀ ଅଫିସ,୨।୮: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ବଦଳିବ ଏହାର ରୂପରେଖ। ଭିତ୍ତିଭୂମିର ବିକାଶ ସାଙ୍ଗକୁ ଯାତ୍ରୀ ଏବଂ ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ପୁରୀ ପାଇଁ ଏମିତି ଅନେକ ମେଗା ପ୍ରକଳ୍ପ ହାତକୁ ନେଇଛନ୍ତି ରାଜ୍ୟ…
ମହାପ୍ରଭୁଙ୍କ ଏକାଦଶୀ: ଗଡ଼ଖୋର୍ଦ୍ଧାରୁ ଯାଏ ତୁଳସୀ
ଖୋର୍ଦ୍ଧା ଅଫିସ,୨।୮: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତୁଳସୀକୁ ନେଇ ପ୍ରାଚୀନ କାଳରୁ ବିଶେଷ ମହତ୍ତ୍ୱ ରହି ଆସିଛି। ମହାପ୍ରଭୁଙ୍କ ମଇଲମ ନୀତି, ଭୋଗ ନୀତି, ଶ୍ରୀଅଙ୍ଗ ଭଳି ପ୍ରତିଟି କାର୍ଯ୍ୟରେ ତୁଳସୀ ବ୍ୟବହାର ହୋଇଥାଏ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତୁଳସୀ…
ଅନ୍ଲାଇନ୍ କ୍ଲାସ୍ରେ ଅଶ୍ଳୀଳ ଫଟୋ: ପ୍ରଧାନ ଶିକ୍ଷକଙ୍କ ନାମରେ ଥାନାରେ ଅଭିଯୋଗ
କଟକ ଅଫିସ,୨।୮: ଅନ୍ଲାଇନ୍ କ୍ଲାସ୍ ଚାଲିଥିଲା। ପଞ୍ଚମ ଶ୍ରେଣୀର ଛାତ୍ରୀଛାତ୍ର ଅନ୍ଲାଇନ୍ରେ ପାଠ ପଢୁଥିଲେ। ହଠାତ୍ ମୋବାଇଲ ସ୍କ୍ରିନରେ ଅଶ୍ଳୀଳ ଫଟୋ ଦେଖାଯିବା ପରେ ଶିକ୍ଷୟିତ୍ରୀ, ଶିକ୍ଷକ, ଛାତ୍ରୀଛାତ୍ର ସମସ୍ତେ ଅସହଜ ହୋଇଗଲେ। କଟକର ଏକ ଶହେବର୍ଷ ପୁରୁଣା ବିଦ୍ୟାଳୟ ପକ୍ଷରୁ…
ଯାତ୍ରା ଖଳନାୟକ ଜ୍ଞାନରଞ୍ଜନ ଏବେ ଓ୍ବେଲ୍ଡର
ଭୁବନ, ୨।୮(ଡି.ଏନ.ଏ.) ଏକଦା ତାଙ୍କ ସଂଳାପରେ କମ୍ପୁଥିଲା ଯାତ୍ରା ପେଣ୍ଡାଲ। ଅଭିନୟ ଚାତୁରିରେ ବାନ୍ଧି ହୋଇ ରହୁଥିଲେ ହଜାର ହଜାର ଦର୍ଶକ। ଖଳନାୟକ ଚରିତ୍ରରେ ମଞ୍ଚ ଉପରକୁ ଏଣ୍ଟ୍ରି କରିବା ବେଳେ କରତାଳିରେ ଫାଟି ପଡୁଥିଲା ପରିବେଶ। ହେଲେ କରୋନା ପାଇଁ…
Archives


