ଆମ ଜିଲା ଖବର

ବେଆଇନ ମହୁଲି ମଦ ଜବତ: ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୧୪।୪: ଲକ୍‌ଡାଉନ୍‌ ସମୟରେ ଫାଇଦା ଉଠାଉଛନ୍ତି ଚୋରା ମଦ ବେପାରୀ। ଏହି ସମୟରେ ଚଢ଼ା ଦରରେ ମଦ ବିକ୍ରି ପାଇଁ ପଡ଼ୋଶୀ ଜିଲା ବାଲେଶ୍ୱରରୁ ଚୋରାରେ ମଦ ଆଣି ବିକ୍ରି କରାଯାଉଥିବା ଅଭିଯୋଗ ହୋଇଛି। ଜିଲା ଭ୍ରାମ୍ୟମାଣ...

ଲକ୍‌ଡାଉନ୍‌ରେ ଦୋକାନ, ଗାଁଠାରୁ ଜରିମାନା ଆଦାୟ

ପଦ୍ମପୁର, ୧୪।୪(ଡି.ଏନ.ଏ.): ଦେଶରେ କରୋନା ମହାମାରୀ ପାଇଁ ଓ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଗ୍ରାହକଙ୍କଠାରୁ ଅଧିକ ଦାମ୍‌ରେ ଜିନିଷ ବିକ୍ରି କରୁଥିବାର ଦେଖିବାକୁ ମିଳିଛି। ବାସୁଦେବପୁର ବଜାରରେ ଡାଲି ଓ ତେଲକୁ ନିର୍ଦ୍ଧାରିତ...

ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ ରାଜ୍ୟରେ ଅନେକ ପରିବାର ମୁଠେ ଖାଇବା ପାଇଁ ସଂଗ୍ରାମ କରୁଛନ୍ତି। ଅନ୍ୟପଟେ ରାଜ୍ୟବାସୀ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଲା ସରପଞ୍ଚ ସଂଘ

ଗୁଡଭେଲା,୧୪।୪(ଡି.ଏନ୍‌.ଏ): ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଜାରି ରହିଛି। କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ପକ୍ଷରୁ ସହାୟତାର ହାତ ବଢ଼ୁଛି। ଇତିମଧ୍ୟରେ ବଲାଙ୍ଗୀର...

ଖାଦ୍ୟ ପାଇଁ ଡହଳବିକଳ ଗୋରୁ, କୁକୁର

କଟକ ଅଫିସ,୧୪ା୪: ଜନଶୂନ୍ୟ ରାସ୍ତାରେ ବୁଲୁଛନ୍ତି ଗୋରୁ ଓ କୁକୁର। ଖାଦ୍ୟ ପାଇଁ ଏମାନେ ଡହଳ ବିକଳ ହେଉଛନ୍ତି। ଏପରି କି ଖାଦ୍ୟାଭାବ ଯୋଗୁ କେତେକ ପଶୁ ଏକପ୍ରକାର ମରଣ ମୁହଁକୁ ଠେଲି ହୋଇଗଲେଣି। କଟକ ମହାନଗର ନିଗମ (ସିଏମ୍‌ସି)...

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି ଖାଦ୍ୟ ଦିଆଯାଇଛି। କେବଳ ଏହି ଗୋଟିଏ ଦିନ ନୁହେଁ, ଆସନ୍ତା ୩୦ ତାରିଖ...

ଗୋପ, ନିମାପଡ଼ା ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଗୋପ/ ନିମାପଡା, ୧୪ା୪(ଡି.ଏନ.ଏ.): ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ସୋମବାର ଗୋପ ଓ ନିମାପଡ଼ା ଅଞ୍ଚଳ ବୁଲି କରୋନା ସଂକ୍ରମଣ ରୋକିବାକୁ ନିଆଯାଇଥିବା ପଦକ୍ଷେପ ଅନୁଧ୍ୟାନ କରିଥିଲେ। ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ରୋଗୀଙ୍କ ଲାଗି ଆବଶ୍ୟକ ଶଯ୍ୟା ରହିଛି...

ମାସ୍କ ନ ପିନ୍ଧି ଜରିମାନା ଗଣିଲେ

ଖୋର୍ଦ୍ଧା ଅଫିସ,୧୪ା୪: ଲକଡାଉନ ବେଳେ ସାମାଜିକ ଦୂରତା ରକ୍ଷା ସହ ବାହାରକୁ ଆସିଲେ ମାସ୍କ ପିନ୍ଧିବାକୁ ସରକାର ଗତ ୯ତାରିଖରୁ ବାଧ୍ୟତାମୂଳକ କରିଛନ୍ତି। ତଥାପି କେତେଜଣ ଅମାନିଆ ଏହାକୁ ବେଖାତିର କରି ବିନା ମାସ୍କରେ ବୁଲୁଛନ୍ତି। ସୋମବାର ଏଭଳି ଅମାନିଆଙ୍କୁ...

୫୦ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନକୁ ବାଦ୍‌ ଦେଇ ସୋମବାର ସୁଦ୍ଧା ୪୦୨ ଜଣଙ୍କ ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ପଠାଯାଇଛି। ତନ୍ମଧ୍ୟରେ ଖୋର୍ଦ୍ଧାରୁ ୨୦, ଟାଙ୍ଗିରୁ ୫, ବୋଲଗଡରୁ ୬, ବାଳକାଟୀରୁ ୪, ବାଣପୁରରୁ...

ଅନ୍‌ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର କଟକର ଏକ ଘରୋଇ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିବା ବେଳେ କିଛି...

୨ ଦିନରେ ୧୯ଶହ ଗାଡ଼ି ଜବତ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି ମାତ୍ରାରେ ଅଙ୍କୁଶ ଲାଗିଥିଲା । ଏବେ ଦୁଇ ଦିନ ହେଲା କଟକଣାକୁ ନ...

ପିଏମ୍‌ କେୟାର୍ସ ଫଣ୍ଡକୁ ଦାନ

କଟକ ଅଫିସ୍‌,୧୪ା୪: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦାରା ଗଠିତ ପିଏମ୍‌ କେୟାର୍ସ ଫଣ୍ଡକୁ ଜଣେ ପୂଜକ ୪୧୦୦ ଟଙ୍କା ପ୍ରଦାନ କରିଛନ୍ତି। ସେ ହେଲେ ଉରାଳୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୋଠସାହି ଗ୍ରାମରେ ଥିବା ଲୋକନାଥ ମନ୍ଦିରର ପୂଜକ ତଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri