ଆମ ଜିଲା ଖବର

୯ ଜେଲରେ କ୍ଷମତାଠୁ ଅଧିକ କଏଦୀ

କଟକ ଅଫିସ,୧।୮: ଜେଲ୍‌ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ ରହିବା, ଜେଲ୍‌ରେ ସଙ୍ଗରୋଧ କେନ୍ଦ୍ର, କୋଭିଡ୍‌ କେୟାର ସେଣ୍ଟର କରାଯିବା, ନୂଆ…

ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍‌

ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍‌.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍‌ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍‌ କୋଇଲା ବୋଝେଇ ଏକ ଟ୍ରେନ୍‌ (ନଂ-ଏମଇ/ଏଚଏସ୍‌ପିଜି ୨୨)କୁ ପରୀକ୍ଷାମୂଳକ ଭାବେ ରାଉରକେଲା ଅଭିମୁଖେ…

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଣ୍ଟିଜେନ୍‌ ଟେଷ୍ଟ ରିପୋର୍ଟରେ ଉଭୟ ମା’-ଶିଶୁ ପଜିଟିଭ…

ପିପିଇ କିଟ୍‌ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହୋମିଓପାଥି କଲେଜ କୋଭିଡ୍‌ କେୟାର ସେଣ୍ଟରରେ ଚିକିତ୍ସାରେ ବିଳମ୍ବ କରାଯିବାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା…

ପୂରଣ ହେଉନି ୧୬ ବର୍ଷର ‘ସୁରେଶ୍ୱରୀ’ ଆଶା

ବଇଣ୍ଡା, ୧ା୮ – ୨୦୦୪ରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପର ଭୂମିପୂଜା ପରେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୬ ପଞ୍ଚାୟତର ଚାଷୀଙ୍କ ମନରେ ନୂଆ ଆଶା ସଞ୍ଚାର ହୋଇଥିଲା। ସେମାନଙ୍କ ୧୦ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିବା ସମ୍ଭାବନା…

୯୨ ପଜିଟିଭ୍‌ ସହ କରୋନାର ଲମ୍ବାଡିଅଁ।

ଢେଙ୍କାନାଳ ଅଫିସ, ୧ା୮ – ଢେଙ୍କାନାଳ ଜିଲାରେ ଲମ୍ବାଡିଅଁ। ମାରିଛି କରୋନା। ଶୁକ୍ରବାର ଦିନକରେ ଜିଲାରୁ ଚିହ୍ନଟ ହୋଇଛନ୍ତି ୯୨ ପଜିଟିଭ୍‌। ତନ୍ମଧ୍ୟରେ କେବଳ ଗଁଦିଆ ବ୍ଲକରୁ ଅଛନ୍ତି ୮୪ ଜଣ। ସେହିପରି ଭୁବନ ଏନ୍‌ଏସିର ୧୧ନଂ. ୱାର୍ଡରୁ ୩, ସୁରପ୍ରତାପୁରରୁ…

ପୋଲ ତଳେ ପଡିଛି ପିପିଇ କିଟ୍‌: ଗ୍ରାମବାସୀ ଭୟଭୀତ

ଶଙ୍କରାଖୋଲ,୩୧ା୭(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ୧୫୭ ନଂ. ଜାତୀୟ ରାଜପଥ ନିକଟ ଗୁଡ୍ରିଗଁା ପୋଲ ତଳେ ୫ଟି ପିପିଇ କିଟ୍‌ ପଡ଼ିଥିବା ଶୁକ୍ରବାର ସକାଳେ ଗ୍ରାମବାସୀ ଦେଖିଥିଲେ। ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। କରୋନା ରୋଗୀମାନଙ୍କ ସ୍ବାବ୍‌…

ରକ୍ତ ଦେଇ ଶିଶୁପୁତ୍ରର ଜୀବନ ବଞ୍ଚାଇଲେ ଦୁଇ ଆମ୍ବୁଲାନ୍ସ କର୍ମଚାରୀ

ରେଢାଖୋଲ,୩୧।୭(ଡି.ଏନ.ଏ.)-ସମ୍ବଲପୁର ଜିଲା ଚାରମାଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ୨ ଜଣ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁକ୍ରବାର ରେଢାଖୋଲ ଡାକ୍ତରଖାନାରେ ରକ୍ତ ଦେଇ ଜଣେ ୫ ବର୍ଷ ଶିଶୁପୁତ୍ରର ଜୀବନ ବଞ୍ଚାଛନ୍ତି। ରେଢାଖୋଲ ବ୍ଲକ୍‌ ରେଙ୍ଗାଲି ପଞ୍ଚାୟତ କସଣ୍ଡା ଗ୍ରାମର ନିରଞ୍ଜନ ମିର୍ଦ୍ଧାଙ୍କ ଶିଶୁପୁତ୍ର…

କୋଭିଡ୍‌ ହସ୍ପିଟାଲରେ ଏଏସ୍‌ଆଇଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ୍‌,୩୧ା୭- ଗଞ୍ଜାମ ଜିଲାରେ କରେନା କାୟା ବିସ୍ତାର କରି ଚାଲିଛି। ଏହାକୁ ପ୍ରତିହତ କରିବା କାର୍ଯ୍ୟରେ ନିୟୋଜିତ କରୋନା ଯୋଦ୍ଧାମାନେ ମଧ୍ୟ ସଂକ୍ରମିତ ହେଉଛନ୍ତି। ବ୍ରହ୍ମପୁରରେ କାର୍ଯ୍ୟରତ ଜଣେ ପୋଲିସ୍‌ ଏଏସ୍‌ଆଇ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବାବେଳେ ଶୁକ୍ରବାର…

ନିର୍ଯାତିତା ନାବାଳିକା ଆତ୍ମହତ୍ୟା ମାମଲା : ଜଙ୍ଗଲରୁ ଅଭିଯୁକ୍ତ ଗିରଫ

ଢେଙ୍କାନାଳ ଅଫିସ,୩୧।୭-ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅଞ୍ଚଳର ଜଣେ ନାବାଳିକା ଶାରୀରିକ ଏବଂ ମାନସିକ ନିର୍ଯାତନାରେ ଅତିଷ୍ଠ ହୋଇ ବିଷପିଇ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ସୁବାସ ମୁଦୁଲି ଓରଫ୍‌ ସୁବା (୨୯)ଙ୍କୁ ପୋଲିସ ଶୁକ୍ରବାର ବୋଧିଆବେରେଣୀ…

କଟକରୁ ଆଉ ୨୨ ପଜିଟିଭ୍‌: ରହିଛି ୭ ଲୋକାଲ କେସ୍‌

ଭୁବନେଶ୍ୱର, ୩୧।୭(ବ୍ୟୁରୋ): କଟକ ସହରରୁ ଶୁକ୍ରବାର ୨୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଲୋକାଲ କେସ୍‌ ରହିଛି। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌…

ଯବାନଙ୍କ ମଙ୍ଗଳ କାମନା କରି ଏଥର ରାକ୍ଷୀ ସହ ମାସ୍କ ପଠାଇଲେ ଛାତ୍ରୀଛାତ୍ର

ବୁଗୁଡା,୩୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ପିପୁଲସ କଲେଜ ଭାରତ ସ୍କାଉଟ ଗାଇଡ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଭାରତ ସୀମାନ୍ତରେଥିବା ଯବାନମାନଙ୍କ ମଙ୍ଗଳ କାମନା କରି ରାକ୍ଷୀ ଏବଂ ମାସ୍କ ପଠାଇଛନ୍ତି। ଛାତ୍ରୀଛାତ୍ର ବର୍ତ୍ତମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri