ଆମ ଜିଲା ଖବର

ଡୁମେରଯୋର ଏସ୍‌ବିଆଇ ଶାଖାରୁ ସଶସ୍ତ୍ର ଡକାୟତି

କୁଆଁରମୁଣ୍ଡା,୧୩।୧: ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଡୁମେରଯୋର ପଞ୍ଚାୟତ ପରିସରରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ବୁଧବାର ଅପରାହ୍ନରେ ଶସସ୍ତ୍ର ଡକାୟତି ହୋଇଛି। ୫ଜଣ ମୁଖାପିନ୍ଦା ଦୁର୍ବୃତ୍ତ ବ୍ୟାଙ୍କ କାର୍ଯ୍ୟାଳୟରେ ପଶି ପ୍ରଥମେ ସିସି ଟିଭି, କମ୍ପ୍ୟୁଟର…

ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଦୀର୍ଘ ୨୦ ଦିନ ଧରି ସେ ଚିକିତ୍ସିତ ହେଉଥିବା ବେଳେ ଅପରାହ୍ନରେ…

ପୋଲିସ ମାଡ଼ ଭୟରେ ପୋଖରୀରେ ପଡ଼ି ଚାଲିଗଲା ଯୁବକଙ୍କ ଜୀବନ

ଭଦ୍ରକ ଅଫିସ,୧୩।୧: ତିହିଡ଼ି ଥାନା ଅଧିନସ୍ଥ ନୂଆନନ୍ଦ ପଞ୍ଚାୟତ ହାଟୁଆରୀ ଗ୍ରାମର ୧୮ ବର୍ଷର ଯୁବକ ଜଡ଼ା ମହାଳିକ ପୋଲିସ ମାଡ଼ ଭୟରେ ଦୌଡ଼ି ପଳାଉଥିବା ବେଳେ ପୋଖରୀରେ ପଡ଼ି ମୃତ୍ୟୁ ହୋଇଛି l ଦମକଳ ବାହିନୀ ଆସି ତାଙ୍କୁ ମୃତ…

ଗଞ୍ଜାମରେ ୨୫,୧୦୬ ଜଣଙ୍କୁ କୋଭିଡ୍‌ ଟିକା

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚଳିତମାସ ୧୬ ତାରିଖ ଠାରୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ପଞ୍ଜୀକରଣ ହୋଇଥିବା ୨୫,୧୦୬ ଜଣଙ୍କୁ ଏହି କୋଭିଡ୍‌ ଟିକା ପ୍ରଦାନ ନିମନ୍ତେ ୧୧ଟି କୋଭିଡ୍‌ ଟିକା ପ୍ରଦାନ କେନ୍ଦ୍ର ପ୍ରସ୍ତୁତ କରାଯାଇଛି ।…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଜଜ ତଥା ସ୍ବତନ୍ତ୍ର ଜଜ ଲୋକନାଥ ସାହୁ ଆଜି ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଏହି ଘଟଣାରେ ସେ ଦୁଇ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫୦…

ମହିଳାଙ୍କୁ ବୀଭତ୍ସ ହତ୍ୟା

ବାଲେଶ୍ୱର ଅଫିସ,୧୩।୧: ବାଲେଶ୍ୱର ସଦର ଥାନା ନଗ୍ରମ ନିକଟରେ ମହିଳାଙ୍କୁ ବୀଭତ୍ସ ହତ୍ୟା ହୋଇଛି। ପୋଲ ଉପରେ ମହିଳାଙ୍କୁ ହତ୍ୟା କରିବା ପରେ କେହି ଦୁର୍ବୃତ୍ତ ତାଙ୍କୁ ପୋଲ ତଳକୁ ଫିଙ୍ଗିଦେଛନ୍ତି। ବିବାହିତା ମହିଳା ଜଣକ ହେଲେ ରାଇସୁଆଁ ଅଞ୍ଚଳ ଶିବାନୀ…

ଧାନ ଗଦାକରି ରାସ୍ତାରେ ବସିଲେ ଚାଷୀ

ପଦ୍ମପୁର ,୧୩।୧ (ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ ଉଠାଣରେ ମନ୍ଥରତା ଲାଗି ରହିଛି। ଏହି ଉପଖଣ୍ଡ ଅନ୍ତର୍ଗତ ବରିକେଲ ସେବା ସମବାୟ ସମିତିର ଚାଷୀଙ୍କ ନିର୍ଦ୍ଧାରିତ ସମୟରେ ଧାନ ଉଠୁ ନ ଥିବା ଏବଂ ଟୋକନର ସମୟସୀମା ସରିଯିବା…

ଓଲଟିଲା ପୋଲିସ ଭ୍ୟାନ୍‌, ୫ ଆହତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଜାତୀୟ ରାଜପଥରେ ଜଣେ ବାଇକ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ବୁଧବାର ପୂର୍ବାହ୍ନରେ ଏକ ପୋଲିସ ପାଟ୍ରୋଲିଂ ଗାଡ଼ି ଓଲଟି ପଡିଛି । ଏହି ଦୁର୍ଘଟଣାରେ ପୋଲିସ ସର୍ଜେଣ୍ଟ ସଞ୍ଜୟ ବାରିକଙ୍କ ସମେତ…

ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର: ରାସ୍ତା ସିଲ୍‌

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ତାମ୍ପରା ବୋଟ କ୍ଲବ ସମ୍ମୁଖ ଜାତୀୟ ରାଜପଥରେ ବୁଧବାର ସକାଳେ ଏଚ୍‌ପି ଗ୍ୟାସ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଫଳରେ ଟ୍ୟାଙ୍କରରୁ ଗ୍ୟାସ ଲିକ୍‌ ହେଉଛି। ଖବରପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ…

ମହିଳାଙ୍କ ସୁରକ୍ଷା ପାଇଁ ନୂଆ ପ୍ରୟାସ: ବ୍ରହ୍ମପୁର, ଗଞ୍ଜାମ ପୋଲିସକୁ ମିଳିଲା ରେଡ୍‌ ସ୍କୁଟି

ବ୍ରହ୍ମପୁର ଅଫିସ/ଛତ୍ରପୁର (ଡି.ଏନ୍‌.ଏ.)୧୩।୧: ମହିଳାଙ୍କୁ ସୁରକ୍ଷା ଓ ସହାୟତା ନିମନ୍ତେ ସରକାର ଅନେକ ପଦକ୍ଷେପ ନେଇଛନ୍ତି। ଏହିକ୍ରମରେ ନିର୍ଭୟା ଯୋଜନାରେ ରାଜ୍ୟ ପୋଲିସକୁ ୫ ଶହ ସ୍କୁଟି ଯୋଗାଇ ଦିଆଯାଇଛି। ଯଦି କେହି ମହିଳା ରାସ୍ତାରେ ଯିବାବେଳେ ଅସୁରକ୍ଷିତ ମନେକରନ୍ତି, ସେମାନେ…

ବଦଳୁ ନାହିଁ ଝୁମ୍ପୁଡ଼ି ଭାଡ଼ି, ପାଲଟଣା ଘରର ଚିତ୍ର

ନୟାଗଡ଼ ଅଫିସ,୧୩।୧: ନୟାଗଡ଼ ଜିଲା ରଣପୁର ସହରର ଦଳିତ ସାହିରେ ଜାଗାମିଶନ ଅପହଞ୍ଚ। ସ୍ବାଧୀନତାର ୭୩ ବର୍ଷ ପରେ ବି ରଣପୁର ଏନଏସିରେ ଥିବା ଝୁମ୍ପୁଡି ଭାଡି ଓ ପାଲଟଣା ଘରର ଚିତ୍ର ବଦଳି ପାରୁନାହିଁ। ସବୁ ବାସହୀନଙ୍କୁ ଜାଗା ମିଶନରେ…

ପୋଲିସ-ଗ୍ରାମବାସୀ ଗଣ୍ଡଗୋଳ: ଫାଙ୍କା ଗୁଳିଚାଳନା

କାଲିମେଳା,୧୩ା୧(ଡି.ଏନ.ଏ.): ଜୁଆ ଆଡ୍ଡା ଓ କୁକୁଡ଼ାଗାଲି ଉପରେ ଚଢ଼ାଉ କରିବାରୁ ପୋଲିସକୁ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହେବାକୁ ପଡିଛି। ଦୀର୍ଘ ସମୟ ଧରି ପୋଲିସ- ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଏସ୍‌ଡିପିଓ ଆହତ ହୋଇଛନ୍ତି। ଘଟଣାରେ ସମ୍ପୃକ୍ତ ୧୬ ଜଣଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?