ଆମ ଜିଲା ଖବର

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର ହୋଇଛି। ନାବାଳିକା ଜଣକ ୨ ଦିନ ହେଲା ନିଖୋଜ ଥିବା ବେଳେ ମୃତଦେହ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା ବୁଲାଇଛନ୍ତି। ଘର ଆଲମିରା ଭାଙ୍ଗି ପ୍ରାୟ ୫ ଭରି ସୁନା ଅଳଙ୍କାର,୪୦ ଭରି…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ ଥାନା ଅନ୍ତର୍ଗତ ଢିଅ କୁରାନ୍ସ ଗ୍ରାମର ଆସିଫ ଖାଁ ଧର୍ମଶାଳା ଥାନା ନେଉଳପୁର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ନୂଆଗାଁ ଥାନା ପୋଲିସ…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ ନିରାକରଣ ସମ୍ପର୍କିତ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରୟୋଗଶାଳା ପ୍ରଦର୍ଶକ ଅଶ୍ୱିନୀ କୁମାର…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି କୃଷ୍ଣଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଦୁଇ ଘଣ୍ଟିଆ ଆଜି ଧାରଣା ଦିଆଯାଇଛି। ପୂର୍ବାହ୍ନ ୧୧ଟାରୁ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି। ମିଳିଥିବା ସୂଚନା ମୁତାବକ, ଗିରଫ ଅଭିଯୁକ୍ତମାନେ ନିଜକୁ ସିଆଇଡି ଅଧିକାରୀ ବୋଲି ପରିଚୟ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ ପରିବାର ଲୋକେ ଆସି ଚିହ୍ନଟ କରିଛନ୍ତି । ବଲାଙ୍ଗୀର ସହରର ମାଲଗୋଦାମ ପଡ଼ାର…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା ବେହେରା ନିର୍ମାଣସ୍ଥଳରେ ଭୂମି ପୂଜା କରିଥିଲେ l ଛତ୍ରପୁର ଲୋକପ୍ରିୟ ଯୁବ ବିଧାୟକ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି ଟଙ୍କା ହରିଲୁଟ୍‌ ଅଭିଯୋଗରେ ସମ୍ବଲପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା ଖରାପ ଯୋଗୁ ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା କାରଣରୁ ଏହି ମୃତ୍ୟୁ ହୋଇଥିବା ପରିବାର…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ବୈଠକ ଗୁରୁବାର ଅପରାହ୍ନ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ପ୍ରତିବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?