ଆମ ଜିଲା ଖବର

ଚଢାଦରରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି

କେନ୍ଦୁଝର,୧୩ା୪(ଡି.ଏନ୍‌.ଏ.): କରୋନା ଯୋଗୁ ଦେଶବ୍ୟାପୀ ଲକ୍‌ ଡାଉନ୍‌ ଚାଲିଥିବା ବେଳେ କେନ୍ଦୁଝର ଜିଲାର କେତେକ ଅସାଧୁ ବ୍ୟବସାୟୀ ଚଢା ଦରରେ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି କରୁଥିବା ଅଭିଯୋଗ ହେଉଛି। କଳାବଜାରୀ ରୋକିବା ପାଇଁ ଜିଲା ବେସାମରିକ ଯୋଗାଣ ଅଧିକାରୀ କେତେକ...

ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶ୍ୱାସରୋଗୀ ଚିହ୍ନଟ

ଭଣ୍ଡାରିପୋଖରୀ, ୧୩ା୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶ୍ୱାସ ରୋଗୀ ଚିହ୍ନଟ କରାଯାଇ ସ୍ବତନ୍ତ୍ର ଚିକିତ୍ସା ପାଇଁ ପଦକ୍ଷେପ ନିଆଯାଇଛି। ଜାନୁୟାରୀ ୧ତାରିଖଠାରୁ ମାର୍ଚ୍ଚ ୩୧ତାରିଖ ମଧ୍ୟରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଏହା ଅଧୀନରେ ଥିବା ୬ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପଞ୍ଜିକୃତ...

ସାପ୍ତାହିକ ହାଟରେ ମାକ୍ସ, ସାବୁନ ବଣ୍ଟନ

ବନ୍ତ, ୧୩।୪(ଡି.ଏନ.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସାରା ଦେଶକୁ ଲକଡାଉନ୍‌ କରିବା ସହ ସଚେତନ କରାଉଛନ୍ତି। ଏହି ପରିପେକ୍ଷୀରେ ରବିବାର ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ସାପ୍ତାହିକ ହାଟରେ ଆଗରପଡା...

ଘରକୁ ଫେରୁଥିବା ୮ ଶ୍ରମିକଙ୍କୁ ସଙ୍ଗରୋଧ ଗୃହକୁ ପଠାଇଲା ପୋଲିସ

  କୋକସରା,୧୨।୪ (ଡି.ଏନ.ଏ.) କୋରାପୁଟ ଜିଲାର ବୋରିଗୁମାର ଏକ ରାଇସ୍‌ ମିଲ୍‌ରେ ଶ୍ରମିକ ଭାବରେ କାମ କରୁଥିବା ୮ ଜଣ ଶ୍ରମିକ ରବିବାର ଚାଲି ଚାଲି ଘରକୁ ଫେରୁଥିବା ବେଳେ ପୋଲିସ ହାବୁଡ଼ରେ ପଡିଛନ୍ତି। କଳାହାଣ୍ଡି ଓ ନବରଙ୍ଗପୁର ସୀମାରେ...

୧୩ ନମୁନା ନେଗେଟିଭ

ତାଳଚେର,୧୨।୪(ନି.ପ୍ର.)- ତାଳଚେର ପ୍ରଶାସନ ପକ୍ଷରୁ ଭୁବନେଶ୍ୱର ପଠାଯାଇଥିବା ୧୩ ରକ୍ତ ନମୁନାର ରିପୋର୍ଟ ନେଗେଟିଭ ଆସିଥିବା ସଦର ଥାନା ଅଧିକାରୀ ସତ୍ୟବ୍ରତ ରାଉତ କହିଛନ୍ତି। ଏହି ନମୁନାଗୁଡ଼ିକ କ୍ୱାରାଣ୍ଟାଇନ୍‌ରୁ ସଂଗ୍ରହ କରାଯାଇଥିଲା। ଏହା ଖବର ତାଳଚେର ଅଞ୍ଚଳବାସୀଙ୍କୁ ଏକପ୍ରକାର ଆଶ୍ୱସ୍ତି...

୧୩ ୟୁନିଟ୍‌ ରକ୍ତ ସଂଗ୍ରହ

ଆଠମଲ୍ଲିକ,୧୨।୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ଠାକୁରଗଡ ୟୁଥ୍‌ ପାୱାର ପକ୍ଷରୁ ରବିବାର ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନାରେ ରକ୍ତ ଦାନ କରାଯାଇଛି। ଲକ୍‌ ଡାଉନକୁ ନଜରରେ ରଖି ପର୍ଯ୍ୟାୟ କ୍ରମେ ୫୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯିବ ବୋଲି ସଙ୍ଗଠନ ପକ୍ଷରୁ କୁହାଯାଇଛି।...

ସାପ୍ତାହିକ ହାଟ ସ୍ଥାନାନ୍ତର

ବଇଣ୍ଡା, ୧୨।୪(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡାର ରବିବାର ହେଉଥିବା ସାପ୍ତାହିକ ହାଟକୁ ପୋଲିସ ପ୍ରଶାସନ ପକ୍ଷରୁ ବଇଣ୍ଡା ହାଇସ୍କୁଲ ନିକଟସ୍ଥ ଏକ ଖୋଲା ପଡିଆକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ସାମାଜିକ ଦୂରତା ରକ୍ଷା କରି...

ବିଷାକ୍ତ ତେଲ ପିଇ ମହିଳା ମୃତ

ବଇଣ୍ଡା, ୧୨।୪(ଡି.ଏନ.ଏ.)- ବିଷାକ୍ତ ତେଲ ପିଇ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ପୁରୁଣାପଣି ଗ୍ରାମର ମଞ୍ଜୁ ବିଶ୍ୱାଳ(୫୦)ଙ୍କ ରବିବାର ମୃତ୍ୟୁ ଘଟିଛି। ସ୍ବାମୀ ମଙ୍ଗୁଳୁ ବିଶ୍ୱାଳଙ୍କ ଅଭିଯୋଗ କ୍ରମେ ଠାକୁରଗଡ ପୋଲିସ ନଂ. ୭/୨୦ରେ ଏକ ମାମଲା ରୁଜୁ କରିଛି।...

ଆଜିଠୁ ଆରମ୍ଭ ହେବ କୋଭିଡ୍‌-୧୯ ହସ୍ପିଟାଲ

ଢେଙ୍କାନାଳ ଅଫିସ, ୧୨।୪-ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମାବାରଠାରୁ କୋଭିଡ୍‌-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଏଥିଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୂର୍ବାହ୍ନ ୧୧ଟା ୧୫ରୁ ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହେବ।...

ମାଲବାହୀ ଟ୍ରକ୍‌ ଚାଳକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଢେଙ୍କାନାଳ ଅଫିସ, ୧୨।୪-କରୋନା ବିପତ୍ତି ବେଳେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଉଥିବା ଟ୍ରକ୍‌ ଚାଳକଙ୍କୁ ଢେଙ୍କାନାଳ ଛାତ୍ର ବିଜେଡି ପକ୍ଷରୁ ୫୫ନଂ. ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଏବଂ ଖଣିମନ୍ତ୍ରୀ ପ୍ରଫୁଲ୍ଲ...

୪ ଦୋକାନକୁ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୧୨।୪(ସ୍ବ.ପ୍ର):  ସାମାଜିକ ନିୟମ ପାଳନ ନ କରିବା ଅଭିଯୋଗରେ ବୌଦ୍ଧ ସହରର ୪ଟି ଦୋକାନକୁ ସିଲ୍‌ କରାଯାଇଥିବା ବେଳେ ଅନେକ ଦୋକାନୀଙ୍କୁ ଚେତାବନୀ ଦିଆଯାଇଛି। ରବିବାର ଜିଲାପାଳ ଲଲାଟେନ୍ଦୁ ମିଶ୍ର ଓ ସହକାରୀ ଜିଲାପାଳ ଅବିନାଶ ପାଣ୍ଡିଆ ସାଇକେଲ ଯୋଗେ...

ପିଏମ୍‌ କେୟାରସ୍‌ ଫଣ୍ଡକୁ ଦାନ

ସୋନପୁର,୧୨।୪(ନି.ପ୍ର.): କରୋନା ମହାମାରୀର ମୁକାବିଲା କରିବା ପାଇଁ ଯୁବ ବ୍ୟବସାୟୀ ମୋନିଷ୍‌ ଅଗ୍ରଓ୍ବାଲ ୧ଲକ୍ଷ ୨ହଜାର ଟଙ୍କା ଦାନ କରିଛନ୍ତି। ଅଗ୍ରଓ୍ବାଲ ସୋନପୁର ବ୍ଲକ ଖରଜୁରାସ୍ଥିତ ଲଳିତା ରାଇସ୍‌ ମିଲ ନାମରେ ପିଏମ୍‌ କେୟାରସ୍‌ ଫଣ୍ଡକୁ ୫୧ହଜାର ଟଙ୍କା ପ୍ରଦାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri