ଆମ ଜିଲା ଖବର

ଭଷ୍ମା ପୋଲିସ ହାତରେ ଧରାପଡ଼ିଲେ ୨ ଗଞ୍ଜେଇ ଚୋରା ଚାଲାଣକାରୀ

ସୁନ୍ଦରଗଡ,୧୨।୧(ଡି.ଏନ୍‌.ଏ.): ସୁନ୍ଦରଗଡ ଜିଲା ଭଷ୍ମା ଥାନା ପୋଲିସ ୨ଜଣ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨କେଜି ଗଞ୍ଜେଇ ଏବଂ ଗୋଟିଏ ବାଇକକୁ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ଛତିଶଗଡ଼ ରାଜ୍ୟ ଯଶପୁର ଜିଲା ଫରସାବାହାଲ ଥାନା ପଣ୍ଡରିପାନି ଗ୍ରାମର…

୧୦ ହଜାର ଲାଞ୍ଚ ନେଇ ଆଇସିଡିଏସ୍‌ ସୁପରଭାଇଜର ଗିରଫ

ଭବାନୀପାଟଣା,୧୨।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ କୁଟୁରୁଖମାର ସେକ୍ଟର ଆଇସିଡିଏସ୍‌ ସୁପରଭାଇଜର ରାଧାରାଣୀ ଦେଈ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ବ୍ଲକ କୁରୁମାଚୁଆଁର ଅଙ୍ଗନୱାଡି କର୍ମୀ ସୀମନ୍ତିନୀ ନାଏକଙ୍କଠାରୁ ଅକ୍ଟୋବର, ନଭେମ୍ବର…

ଦିନ ଦ୍ୱିପ୍ରହରେ ବ୍ୟବସୀୟୀଙ୍କ ଘରୁ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ବରଗଡ଼ ଅଫିସ୍‌,୧୨।୧: ବରଗଡ଼ ସହରରେ ସପ୍ତାହେ ହେଲା ଲୁଟ୍‌ପାଟ୍‌ ବଢ଼ି ଚାଲିଛି। ଏହା ବରଗଡ଼ ପୋଲିସ ପାଇଁ ଚ୍ୟାଲେଞ୍ଜ ହୋଇପଡ଼ିଛି। ମଙ୍ଗଳବାର ପୂର୍ବାହ୍ନରେ ୩ଜଣ ଦୁର୍ବୃତ୍ତ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ.୫ ସହରାପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରେ…

ପରିଦର୍ଶନ ସମୟରେ ମନ୍ତ୍ରୀ ମାସ୍କ ନ ପିନ୍ଧିବାକୁ ନେଇ ଚର୍ଚ୍ଚା

ଦେଓଗାଁ,୧୨ା୧: ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ଗସ୍ତବେଳେ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ମାସ୍କ ପରିଧାନ କରି ନ ଥିଲେ। ଏହା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ତ୍ରୀଙ୍କ ସହ ଆସିଥିବା ଅଧିକାରୀମାନେ ମାସ୍କ…

ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ କରଛନ୍ତି। ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍‌ପ୍ରକାଶ ସାହୁଙ୍କ…

ବାଇକ୍‌କୁ ଶୁଣ୍ଢରେ ଟେକି କଚାଡିଲା ହାତୀ

ପାଟଣା,୧୨।୧(ସ୍ବ.ପ୍ର.): କିଛିଦିନ ବ୍ୟବଧାନରେ ପୁଣି କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ସୋମବାର ବିଳମ୍ବିତ ରାତିରେ ତୋଣ୍ଡ ବିଟ୍‌ ଅନ୍ତର୍ଗତ ସଡ଼ଙ୍ଗବାହାଳୀ ଗ୍ରାମରେ ଏକ ଗୋଠ ଛଡା ଦନ୍ତାହାତୀ ପଶି ଗ୍ରାମର ମଦନ ସୁନ୍ଦର ମହାନ୍ତଙ୍କ ଘର…

ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରଶ୍ନ: ସ୍କୁଲ ଖୋଲିବା ପରେ କିଭଳି ଲାଗୁଛି ପିଲେ

ବଲାଙ୍ଗୀର,୧୨ା୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଙ୍ଗଳବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ସ୍କୁଲ ପରିଦର୍ଶନ କରିଛନ୍ତି। ସେ ବଲାଙ୍ଗୀର ସହର ପିପି ଏକାଡେମୀ ଓ ପୃଥ୍ବୀରାଜ ହାଇସ୍କୁଲ ପରିଦର୍ଶନ କରି ଛାତ୍ର ଓ ଶିକ୍ଷକମାନଙ୍କ ସହ…

ମହିଳାଙ୍କ ଗଳାକାଟି ବିଭତ୍ସ ହତ୍ୟା

ଭଣ୍ଡାରିପୋଖରୀ,୧୨।୧(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ନୂଆ ପୋଖରୀ ଗ୍ରାମରେ ଜଣେ ବିବାହିତା ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମହିଳା ଜଣକ ହେଲେ ରାଧାରାଣୀ ମହାନ୍ତି। ରାଧାରାଣୀଙ୍କ ସ୍ବାମୀ ନାରାୟଣ ମହାନ୍ତି ବାହାରେ ରହି କାମ କରୁଥିବା ବେଳେ…

ଯୁବକଙ୍କୁୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୧୨।୧: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖଗଡ଼ାପାଳ ଗ୍ରାମରେ କଙ୍ଗାରୁ କୋର୍ଟ ଅଭିଯୋଗ ହୋଇଛି। ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ଗ୍ରାମବାସୀ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଛନ୍ତି। ଉକ୍ତ ଯୁବକ ଜଣକ ହେଲେ ରାଜ କୁମାର ମହାପାତ୍ର।ତେବେ…

ବିପଦସଙ୍କୁଳ ପରିବହନ, ଦୁର୍ଘଟଣାକୁ ଆମନ୍ତ୍ରଣ

ରାଉରକେଲା ଅଫିସ୍‌,୧୨।୧: ବ୍ୟସ୍ତବହୁଳ ସ୍ମାର୍ଟସିଟି ରାଉରକେଲା। ଏଠାରେ ବିପଦସଙ୍କୁଳ ଭାବେ ପରିବହନ ଦେଖିବାକୁ ମିଳିଛି। ଯାହା ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ବୋଲି କୁହାଯାଉଛି। ଯାତାୟତ ସମୟରେ ଅସାବଧାନତା ହେଲେ ଜୀବନ ଯିବାର ଆଶଙ୍କା ରହିଛି। ଏହାର ପ୍ରମୁଖ କାରଣ ହେଉଛି ସହରରେ…

୬ଶହ ଲୋକଙ୍କୁ ଗୋଟିଏ ନଳକୂପ

କୋରାପୁଟ,୧୨।୧(ସ୍ବ.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାର ପକ୍ଷରୁ ଗ୍ରାମାଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ମାତ୍ର ଏଥିରୁ ସୁଫଳ ଗ୍ରାମବାସୀ ଠିକ ଭାବେ ପାଇପାରୁନାହାନ୍ତି। ସେହିପରି ଅବସ୍ଥା ଦେଖିବାକୁ ମିଳିଛି କୋରାପୁଟ ବ୍ଲକ…

ସ୍କୁଲ, କଲେଜରେ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ : ମନ୍ତ୍ରୀ

ନୟାଗଡ଼ ଅଫିସ,୧୨।୧: ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୋମବାର ନୟାଗଡ଼ ଜିଲା ଗସ୍ତରେ ଆସି ଇଟାମାଟିର ବାମନ ଅବକାଶ ହାଇସ୍କୁଲ ଓ ନାରାୟଣୀ ନୋଡାଲ ଗାଲର୍ସ ସ୍କୁଲ, ରାଜପାଟଣା ନିକଟସ୍ଥ ଆଙ୍କୁଲାଇ ନୋଡାଲ ହାଇସ୍କୁଲ ଏବଂ ନୟାଗଡ଼ ଜୁନିୟର କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?