ଆମ ଜିଲା ଖବର

ଲାଞ୍ଚ ନ ଦେବାରୁ ବିଲ୍‌ ବନ୍ଦ ଅଭିଯୋଗ

କୋଣାର୍କ,୧୨।୧(ଡି.ଏନ.ଏ.): କୋଣାର୍କ ଏନ୍‌ଏସି ପକ୍ଷରୁ ରିଙ୍ଗ୍‌ରୋଡ୍‌ଠାରେ ୮୫ ଲକ୍ଷ ଟଙ୍କା ବ୍ୟୟରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। ୮ମାସ ତଳୁ କାର୍ଯ୍ୟ ସରିଥିଲେ ମଧ୍ୟ ଏଯାଏ ଏହା କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଏହା ପରିସର ଏବେ ଜଙ୍ଗଲିଆ ହୋଇଗଲାଣି।…

ପାଠପଢ଼ା ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ : ବିଜେବିରେ ଯୁକ୍ତ ୨ ଖୋଲିବାକୁ ପ୍ରସ୍ତାବ

ଖୋର୍ଦ୍ଧା ଅଫିସ/ଯାଁଳା/ବେଗୁନିଆ,୧୧ା୧(ଡି.ଏନ୍‌.ଏ.): ରାଜ୍ୟ ସରକାର ଦୀର୍ଘ ୯ମାସ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍‌ କଟକଣାରେ ସ୍କୁଲ ଖୋଲିଛନ୍ତି। ପାଠପଢ଼ା କିପରି ଚାଲିଛି, ଏନେଇ ସୋମବାର ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧାର ବିଭିନ୍ନ ବିଦ୍ୟାଳୟର ସ୍ଥିତି…

ପଥ ଓଗାଳିଛି ଆର୍‌ଇଟି ସର୍ଭେ

ଯାଜପୁର ଅଫିସ,୧୨।୧: ପୂର୍ବତଟ ରେଳପଥ ଅଧୀନ ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନଠାରୁ ଧାମରା ପର୍ଯ୍ୟନ୍ତ ପ୍ରସ୍ତାବିତ ନୂତନ ରେଳଲାଇନ ପ୍ରକଳ୍ପକୁ ଆରଇଟି(ରିକନାନ୍ସ ଇଞ୍ଜିନିୟରିଂ-କମ୍‌-ଟ୍ରାଫିକ) ସର୍ଭେ ରିପୋର୍ଟରେ ସ୍ଥଗିତ ରଖାଯାଇଛି। ରେଳଲାଇନର କ୍ଷମତା ଅନୁସାରେ ବର୍ତ୍ତମାନ ପରିପ୍ରେକ୍ଷୀରେ ନୂତନ ରେଳଲାଇନର ଆବଶ୍ୟକତା ନାହିଁ ବୋଲି ଆରଇଟି…

ଖଣ୍ଡାଧାର ଜଳପ୍ରପାତ

କେନ୍ଦୁଝର ଜିଲାର ବାଂଶପାଳ ବ୍ଲକ ଅନ୍ତର୍ଗତ କାଦକଳାଠାରେ ପ୍ରାକୃତିକ ସବୁଜିମା ପରିବେଶ ମଧ୍ୟରେ ରହିଛି ଖଣ୍ଡାଧାର ଜଳପ୍ରପାତ। ଏହି ପ୍ରକୃତିଦତ୍ତ ଜଳପ୍ରପାତ ଓ ଏଠାକାର ଥଣ୍ଡା ପରିବେଶ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଠାରେ ପ୍ରାୟ ୭ଶହ ଫୁଟ୍‌ ଉପରୁ ଲମ୍ଫ ପ୍ରଦାନ…

ଭୁବନେଶ୍ୱରରେ ମାରି ଗଞ୍ଜାମରେ ଫିଙ୍ଗିଥିଲେ

ଜଗନ୍ନାଥପ୍ରସାଦ,୧୨।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଭୂଷଣ୍ଡପାଳ ଛକ ନିକଟ ଧାନବିଲରୁ ଗତ ଡିସେମ୍ବର ୨ରେ ଯୁବତୀଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ମୃତ ଯୁବତୀ ଜଣକ ହେଲେ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମାହାନା ଗ୍ରାମର ପୂଜା ସେଠୀ।…

ପୋଲିସ ହାଜତରେ ମୃତ୍ୟୁ ହୋଇନି: ସରକାର

କଟକ ଅଫିସ୍‌,୧୨।୧: ପୁରୀ ବାସେଳିସାହି ଥାନା ହାଜତରେ ଅଭିଯୁକ୍ତ କେ. ରମେଶ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ ବୋଲି ସରକାର…

ରାଉରକେଲାରୁ ବିଜେଡି ନେତା ଗିରଫ

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୨।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ଅଭିଯୁକ୍ତ ବିଜେଡି ନେତା ଭିକାରୀ ସ୍ବାଇଁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ମୁହଁ ଖୋଲୁନାହିଁ। ଏ ସମ୍ପର୍କରେ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ…

ଢେଙ୍କାନାଳରେ ୬,୩୫୫ ପକ୍ଷୀ

ଢେଙ୍କାନାଳ ଅଫିସ, ୧୨।୧ ଢେଙ୍କାନାଳରେ ପକ୍ଷୀଗଣନା ଶେଷ ହୋଇଛି। ଜିଲାର ବିଭିନ୍ନ ବନଖଣ୍ଡ, ସଂରକ୍ଷିତ ଜଙ୍ଗଲ, ଜଳାଶୟରେ ହୋଇଥିବା ଏହି ଗଣନାରୁ ୬,୩୫୫ ପକ୍ଷୀ ରହିଥିବା ଜଣାପଡ଼ିଛି। ତନ୍ମଧ୍ୟରେ କେତେକ ଅତିଥି ପକ୍ଷୀ ମଧ୍ୟ ଅଛନ୍ତି। ମୋଟ ୨୮ ପ୍ରଜାତିର ପକ୍ଷୀ…

ପାଇକ କଳାକୁ ନାହିଁ ପ୍ରୋତ୍ସାହନ

ବନ୍ତଳା,୧୨ା୧ ଶତ୍ରୁ ଆକ୍ରମଣ ବେଳେ ରାଜାଙ୍କ ଗଡ଼କୁ ସୁରକ୍ଷା ଦେଉଥିଲେ। ପାରମ୍ପରିକ ଅସ୍ତ୍ରଶସ୍ତ୍ରଧରି ଇଂରେଜମାନଙ୍କ ପଥରୋଧ କରିଥିଲେ। ସ୍ବତନ୍ତ୍ର ସମରକଳାରେ ନିପୁଣ କ୍ଷତ୍ରିୟ ପାଇକମାନେ ସେତେବେଳେ ନିଜ ସାହସ, ବୀରତ୍ୱ ପାଇଁ ବେଶ୍‌ ପ୍ରଶଂସା ପାଉଥିଲେ। ହେଲେ ଅନୁଗୋଳ ଜିଲା ପ୍ରଶାସନ…

ବନାଞ୍ଚଳ ସ୍ତରୀୟ ମୋବାଇଲ ବ୍ୟାରାକ କୋଠା ଉଦଘାଟିତ

ଦେବଗଡ଼,୧୨ା୧(ଡି.ଏନ.ଏ):ବନ ବିଭାଗ ପକ୍ଷରୁ ଦେବଗଡ କୃଷି ବିଜ୍ଞାନ କେନ୍ଦ୍ର ନିକଟରେ ନୂତନ ଭାବେ ନିର୍ମିତ ଦେବଗଡ ବନାଞ୍ଚଳସ୍ତରୀୟ ମୋବାଇଲ ବ୍ୟାରାକ କୋଠା ସୋମବାର ଉଦଘାଟିତ ହୋଇଯାଇଛି। ବନବିଭାଗରେ କାର୍ଯ୍ୟରତ ମୋବାଇଲ ସ୍କ୍ବାଡ୍‌ମାନଙ୍କ ନିମନ୍ତେ ମୋଟ ୨୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୧ ବର୍ଷ ୧୧ ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧- ଭାରତର ପ୍ରାଦଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେକର୍ଡ କରିଥିବା ଜଣାପଡିଛି ା ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍‌ପ୍ରକାଶ…

୨୮ ହଜାର ଲାଞ୍ଚ ନେଇ ଗିରଫ ହେଲେ ତହସିଲ କିରାଣି

ବଲାଙ୍ଗୀର ଅଫିସ,୧୧ା୧: ଜଣେ ବ୍ୟକ୍ତିଙ୍କ ଜମି ରେକର୍ଡ ଅଫ୍‌ ରାଇଟ୍‌ (ଆର୍‌ଓଆର୍‌) କରାଇ ଦେବାକୁ କହି ୨୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଜିଲା ମୁରିବାହାଲ ତହସିଲ ଅଫିସର ବରିଷ୍ଠ କିରାଣି ତଥା ରେକର୍ଡ କିପର ଅସିତ୍‌ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?