ପ୍ରଶାସନ ଶୁଣିଲାନି, ଗ୍ରାମବାସୀ ସଫା କଲେ ନାଳ
ବନ୍ତ,୨୯।୭(ଡି.ଏନ୍.ଏ.): ପ୍ରଶାସନ ଉପରୁ ଭରସା ତୁଟାଇ ଶେଷରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଘରପଦା ଗ୍ରାମବାସୀଙ୍କ ସମେତ ଜାଗୁଳାଇ ୟୁଥ୍ କ୍ଲବର ସଭ୍ୟମାନେ ମିଳିତ ଭାବେ ପୋତି ହୋଇ ପଡ଼ିଥିବା ଏକ ନାଳକୁ ସଫା କରିଛନ୍ତି। ଗତ ୩…
ଝାଟିମାଟି ଘରେ ବିତୁଛି ଜୀବନ
କେନ୍ଦୁଝର, ୨୯ା୭ (ସ୍ବ.ପ୍ର.)-ଦାରିଦ୍ର୍ୟ ସୀମାରେଖା ତଳେ ରହିଥିବା ଗରିବ ପରିବାରଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ ଓ ବିଜୁ ପକ୍କା ଘର ଆଦି ଯୋଜନାରେ ବାସଗୃହ ଯୋଗାଇ ଦେବାପାଇଁ ସରକାରୀ ବ୍ୟବସ୍ଥା ଥିଲେ ହେଁ କେନ୍ଦୁଝର ଜିଲାରେ ଅନେକ ଗରିବ ପରିବାର ସରକାରଙ୍କ…
ଦବିଲା ଇଂରେଜ ଅମଳର ପୋଲ
ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ ୫ରୁ ୬ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି ା ମୁଖ୍ୟ ରାସ୍ତାରେ ଏପରି ଗର୍ତ୍ତ…
କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି
ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ ସମ୍ବିତ…
ଧସୁଛି ବନ୍ଧ, ଲୋକେ ଆତଙ୍କିତ
ବାଲେଶ୍ୱର ଅଫିସ, ୨୯।୭-ବୁଢ଼ାବଳଙ୍ଗରୁ ବାହାରିଥିବା ବାହାର୍ଦ୍ଦା ଶାଖା ନଈ ବାଲେଶ୍ୱର ଜିଲା ସଦର ବ୍ଲକ ଗୋପିନାଥପୁର ପଞ୍ଚାୟତ ବାହାର୍ଦ୍ଦା ଗ୍ରାମଦେଇ ବଙ୍ଗୋପସାଗରରେ ମିଶିଛି। ବାହାର୍ଦ୍ଦା ନଈରେ ସମୁଦ୍ର ଜୁଆର ପାଣି ପ୍ରବାହିତ ହେବା ଯୋଗୁ ୪ ଫୁଟରୁ ଅଧିକ ବନ୍ଧ ଧସିଗଲାଣି।…
କ୍ରିକେଟ୍ ମ୍ୟାଚ୍ ଉଦ୍ଘାଟନୀ ଉତ୍ସବରେ ସରପଞ୍ଚ : ଫଟୋ ଭାଇରାଲ
ହିଞ୍ଜିଳିକାଟୁ,୨୯।୭(ଡି.ଏନ୍.ଏ.)- କୋଭିଡ୍ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗଁ।ରେ ରବିବାର ଏକ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟନ ହୋଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ ରମେଶ ବେହେରା ଯୋଗ ଦେଇଥିବାର ଏକ ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ…
ପ୍ଲାଜ୍ମା ଦାନ ପାଇଁ ଉତ୍ସାହିତ କର
ଅନୁଗୋଳ ଅଫିସ୍, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି, ସାଧାରଣ…
ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା
ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ଆଶ୍ରୟ’ ଯୋଜନା ଅନୁଗୋଳ ଜିଲାରେ ଏଯାଏ ସଫଳତା ପାଇପାରି…
ଛିଣ୍ଡିଯାଇଛି ସମ୍ପର୍କର ରିଲ୍
ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ ଦିଆଯାଉଥିଲା ସରକାରୀ ଯୋଜନା। ଲୋକେ ବୁଝୁଥିଲେ। କାମରେ ବି ଲଗାଉଥିଲେ। ହେଲେ ଏବେ…
ଲୋକନାଥ ହତ୍ୟାକାଣ୍ଡ: ୩ ଗିରଫ
କଣ୍ଟାମାଳ,୨୮ା୭(ଡି.ଏନ.ଏ.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ମଙ୍ଗଳବାର ୩ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି ା ଅଭିଯୁକ୍ତମାନେ ହେଲେ ଲିଙ୍ଗରାଜ ବଗର୍ତ୍ତି, ଜ୍ୟୋତିର୍ମୟ ଦଳାଇ ଓ ସତ୍ୟ ନାରାୟଣ…
ବୀମା ସହାୟତା ନମିଳିଲେ ଚାଷୀ ଆନ୍ଦୋଳନ
ଲୋଇସିଂହା, ୨୯।୭(ଡି.ଏନ.ଏ.) ୨୦୧୯-୨୦ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସହାୟତା ମିଳିବା ଜାଣି ଚାଷୀ ଖୁସି ହୋଇଥିଲେ ା ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ ଗାଁମାନଙ୍କରେ ନୋଟିସ୍ ଜାରି ପରେ ଚାଷୀଙ୍କ ଉତ୍ସାହ ଭାଙ୍ଗିଯାଇଛି ା ଚାଷୀଙ୍କୁ ସହାୟତାରୁ…
ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ
ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା ପରିଷଦ ସଭ୍ୟ ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖପ୍ରାଖୋଲ ଏମଓଆଇସି…
Archives


