ଆମ ଜିଲା ଖବର

ଅପରକୋଲାବ କେନାଲରେ ୩୦ ଫୁଟ ଘାଇ: ଶତାଧିକ ଏକର ଚାଷଜମିରେ ମାଡ଼ିଗଲା ପାଣି, ମାଟି

ଜୟପୁର, ୧୦।୧(ନି.ପ୍ର.): ଅପର କୋଲାବ ପ୍ରୋଜେକ୍ଟର ଧନପୁର ଶାଖା କେନାଲ ଶୁକ୍ରବାର ରାତିରେ ଭୁଶୁଡ଼ିପଡିଛି। ଫଳରେ ପାଖାପାଖି ୩୦ ଫୁଟ୍‌ ଓସାରରେ ଘାଇ ସୃଷ୍ଟି ହୋଇ ଚାଷଜମିରେ ପାଣି ପଶିଛି। ଶତାଧିକ ଏକର ଚାଷଜମିରେ ପାଣି ପଶି ମାଟି ମାଡ଼ିଯାଇଛି। ମୁଖ୍ୟ…

୩ ବର୍ଷର ଶିଶୁପୁତ୍ରକୁ ଦେଉଥିଲେ ଅପ୍ରାକୃତିକ ଯୌନ ନିର୍ଯାତନା: ଅଭିଯୋଗ ପରେ ଜେଲ ଗଲେ ଅଭିଯୁକ୍ତ

ବଲାଙ୍ଗୀର ଅଫିସ, ୧୦।୧: ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେବା ଅଭିଯୋଗରେ ବଲାଙ୍ଗୀର ଟାଉନ୍‌ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଉତ୍ତରପ୍ରଦେଶ ରାଜ୍ୟର ଅବିନିଶ ନାୟକ(୧୯)। ଶନିବାର ପୀଡିତ ଶିଶୁପୁତ୍ର ଓ ଅଭିଯୁକ୍ତଙ୍କ…

ବଡ଼ଚଣା କୁନ୍ଦଳ ଛକରେ ଚାଲୁଥିଲା ବେନାମୀ ସସ୍‌ କାରଖାନା: ଚଢ଼ାଉ ପରେ ଗୋଦାମ ସିଲ

ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ କୁନ୍ଦଳ ଛକରେ ଏକ ବେନାମୀ ସସ୍‌ କାରଖାନା ଚାଲୁଥିଲା। ଏହି ଖବର ମିଳିବା ପରେ ଶୁକ୍ରବାର ରାତିରେ ଯାଜପୁର ଏସ୍‌ଡିପିଓ ଚିନ୍ମୟ ନାୟକଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ସସ୍‌ ତିଆରି…

ଚାଷୀଙ୍କୁ ଦୋହରା ଧକ୍କା

ଯାଜପୁର ଅଫିସ, ୧୦।୧: ୨୦୧୯ ଅକ୍ଟୋବର ୨୩ରୁ ୨୫ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ଯାଜପୁର ଓ ଖୋର୍ଦ୍ଧା ଜିଲାରେ ହୋଇଥିବା ଉଠିଛି। ଏହି ଜିଲାଗୁଡ଼ିକର ୨୦ରୁ ଊର୍ଦ୍ଧ୍ୱ ବ୍ଲକରେ କ୍ଷୟକ୍ଷତି ହୋଇଥିବାବେଳେ ନିର୍ଦ୍ଦିଷ୍ଟ ଭାବେ ୬ଟି ବ୍ଲକ୍‌କୁ ଗଣନା କରାଯାଇଛି। ଫଳରେ…

ସଞ୍ଜ ନଇଁଲେ ମାଫିଆ ସକ୍ରିୟ

ଅନୁଗୋଳ ଅଫିସ, ୧୦।୧: ପ୍ରାୟ ବର୍ଷେ ହେଲାଣି କରୋନା ମୁକାବିଲାରେ ପ୍ରଶାସନ ବ୍ୟସ୍ତ ରହିଛି। ଏହାର ସୁଯୋଗ ନେଇ ଅନୁଗୋଳ ଜିଲାରେ ସକ୍ରିୟ ହୋଇପଡ଼ିଛନ୍ତି ଲଘୁ ଖଣିଜ ପଦାର୍ଥ ମାଫିଆ। ସଞ୍ଜ ନଇଁଲେ ଅନାବାଦୀ, ଗୋଚର ଜମିରୁ ମାଟି ତାଡ଼ି ଟ୍ରକ୍‌,…

ନିଜେ ବିଛାଇଥିବା ବିଦ୍ୟୁତ୍‌ ତାରରେ ଯୁବକଙ୍କ ଜୀବନ ଗଲା

ରିଆମାଳ୯।୧: ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଶ୍ୟାମପାଲି ଗ୍ରାମର ଏକ ବଗିଚାରେ ବାର୍‌ହା ଶିକାର ପାଇଁ ନିଜେ ବିଛାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ପ୍ରଦୀପ ପ୍ରଧାନ (୩୫)।…

ହୀରାକୁଦରେ ପକ୍ଷୀ ସଂଖ୍ୟା ବଢ଼ିଲା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଚଳିତବର୍ଷ ପକ୍ଷୀସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ମୋଟ ୯୮ ପ୍ରଜାତିର ୧ ଲକ୍ଷ ୨୪ ହଜାର ୮୬୪ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସିଛନ୍ତି।…

ଆଉ ୩ ଦିନ ଘନ କୁହୁଡି

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟରେ ଆହୁରି ୩ ଦିନ ଘନ କୁହୁଡ଼ି ଲାଗି ରହିବ ବୋଲି ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ…

ପିଲାଖେଳରୁ ଗଣ୍ଡଗୋଳ: ଆକ୍ରମଣରେ ଶିଶୁକନ୍ୟାର ଜୀବନ ଗଲା

ସମ୍ବଲପୁର,୯ା୧: ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପିଲାଖେଳକୁ ନେଇ ଗଣ୍ଡଗୋଳ ଘଟିବାରୁ ଏଥିରେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏହି ଘଟଣା ଘଟିବା ପରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା।…

ଓଡ଼ିଶା ଯୁବକଙ୍କୁ ଉଠାଇ ନେଲା ଗୁଜରାଟ ପୋଲିସ

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ରାକେଟର ଚେର ଓଡ଼ିଶାରୁ ଗୁଜରାଟକୁ ଲମ୍ବିଛି। ଚୋରା ଚାଲାଣ ରାକେଟର ମୁଖ୍ୟଙ୍କୁ ଗୁଜରାଟ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ ଘରୁ ଉଠାଇ ନେଇଛି। ଅଭିଯୁକ୍ତ ଜଣକ ପାଟପୁର ଥାନା ସିଙ୍ଗପୁର ଗ୍ରାମର ସୁରେନ୍ଦ୍ର ପାତ୍ର…

ବଦଳିଗଲା ରବିବାର ନିୟମ: ଆସନ୍ତାକାଲି ବିଦ୍ୟାଳୟରେ ହେବ ପାଠପଢ଼ା

ବାଲିଗୁଡ଼ା,୯।୧(ଡି.ଏନ୍‌.ଏ.): ସାଧାରଣତଃ ରବିବାର ସ୍କୁଲ, କଲେଜ ସମେତ ରାଜ୍ୟ ଓ କେନ୍ଦ୍ର ସରକାର ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଥିବା ବେଳେ କେତେକ ସ୍ଥାନରେ ବେସରକାରୀ ଅନୁଷ୍ଠାନ ଖୋଲା ରହିଥାଏ। ମାତ୍ର ଚଳିତବର୍ଷ ରବିବାରରେ ପାଠପଢ଼ା ହେବ। ଆସନ୍ତାକାଲି ଶିକ୍ଷାବର୍ଷ…

ଘର ଭିତରକୁ ମାଡିଗଲା କାର୍‌: ମହିଳାଙ୍କ ଜୀବନ ଗଲା, ସ୍ବାମୀ-ପୁଅ ଗୁରୁତର

ଖଡିଆଳ,୯।୧:ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଗଡରାମୁଣ୍ଡା ଗ୍ରାମରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ରାସ୍ତା କଡରେ ଥିବା ଘର ଭିତରକୁ ମାଡିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ନମିତା ହଂସ (୩୪)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?