ଆମ ଜିଲା ଖବର

ମିଳୁନି ଲାଭ, ତଥାପି ଛାଡି ହେଉନି ବୃତ୍ତି

ରୂପ୍‌ସା,୯।୧: ବାଉଁଶରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରିବା ହେଉଛି ଆମର କୌଳିକ ବୃତ୍ତି। ଅଧିକ ଲାଭ ମିଳୁ ନ ଥିଲେ ବି ବୃତ୍ତିକୁ ଛାଡ଼ି ହେଉନି। ପୁରୁଷ ପୁରୁଷ ଧରି ଏହି ବୃତ୍ତିକୁ ଅପଣାଇ ଦୟନୀୟ ପରିସ୍ଥିତିରେ ଜୀବିକା…

ଗାଡ଼ିରେ ପୋଲିସ ଲେଖି ହେଉଥିଲା ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଚାଲାଣକାରୀ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ପୋଲିସକୁ ମିଳିଛି ବଡ଼ ସଫଳତା। ପୋଲିସର ପୋଷାକ ପିନ୍ଧି ଏବଂ ଗାଡ଼ିରେ ପୋଲିସ ଲେଖି ଅଭିନବ ଉପାୟରେ ହେଉଥିଲା ଗଞ୍ଜେଇ ଚାଲାଣ। ବର୍ତ୍ତମାନ ଓରକେଲ ପୋଲିସ ଏଭଳି ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…

କ୍ୱାରାଣ୍ଟାଇନ୍‌ ସେଣ୍ଟର ହୋଇଥିବା ଶ୍ରେଣୀଗୃହ ଏଯାଏ ହେଲାନି ହସ୍ତାନ୍ତର: ଖୋଲା ଆକାଶ ତଳେ ପଢୁଛନ୍ତି ପିଲା

କୋରୁକୋଣ୍ଡା,୯।୧(ଡି.ଏନ୍‌.ଏ.) : ବାହାରେ ବସି ଖୋଲା ଆକାଶ ତଳେ ପାଠ ପଢୁଛନ୍ତି ୧୦ମ ଶ୍ରେଣୀ ଛାତ୍ରୀଛାତ୍ର। ଶିକ୍ଷାର ଏଭଳି ଅଭାବନୀୟ ଦୃଶ୍ୟ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୀଳାକାମ୍ବେରୁ ପଞ୍ଚାୟତର ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି। କରୋନା କଟକଣାକୁ…

ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ

ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଥିବା ନେଇ ଶୁକ୍ରାବର ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ…

ଜିଇବାର ରାହା ଖୋଜୁଛନ୍ତି ସବ୍‌ନମ୍‌: ଦୁଇ କିଡ୍‌ନୀ ନଷ୍ଟ, ଚିକିତ୍ସା ପାଇଁ ସମ୍ବଳ ନାହିଁ

ପିପିଲି, ୯।୧(ସ୍ବ.ପ୍ର.): ପୁରୀ ଜିଲା ପିପିଲି ପୌରାଞ୍ଚଳ ଅଧୀନ ଭବାନୀପୁର ୮ନଂ. ୱାର୍ଡର ବାସିନ୍ଦା ହେଉଛନ୍ତି ସବ୍‌ନମ୍‌(୨୬)। ତାଙ୍କର ଦୁଇଟିଯାକ କିଡ୍‌ନୀ ନଷ୍ଟ ହୋଇଯାଇଛି। ତାଙ୍କ ଚିକିତ୍ସାରେ ଅର୍ଥାଭାବ ବାଧକ ସାଜିଛି। ସ୍ବାମୀ ପରିତ୍ୟକ୍ତା ସବ୍‌ନମ୍‌ ଏବେ ନିଜ ବୃଦ୍ଧ ବାପାଙ୍କ…

ବଣାଇଁ-ଟେନ୍ସା-ବରସୁଁଆ ରାସ୍ତାରେ ହାତୀ: ଶୁଣ୍ଢ ବଢାଇ ମାଗୁଛି ଖାଦ୍ୟ

ବଣାଇଁ, ୯।୧ (ସ୍ବ.ପ୍ର.): ବଣାଇଁ ବନଖଣ୍ଡର ଟେନ୍ସା-ବରସୁଁଆ ରାଜ ରାସ୍ତାରେ ଏକ ହାତୀକୁ ଗତ କିଛିଦିନ ହବ ଦେଖିବାକୁ ମିଳୁଛି। ହାତୀଟି ଗାଡିଗୁଡିକୁ ଅଟକ ରଖି ଖାଦ୍ୟ ଅନ୍ବେଷଣରେ ଚାଳକମାନଙ୍କ ନିକଟକୁ ଯାଇ ଶୁଣ୍ଢ ବଢାଇ ଖାଦ୍ୟ ମାଗୁଥିବା ଦେଖିବାକୁ ମିଳୁଛି।…

ଦୁର୍ଗାଦେବୀ ସାହିରୁ ଚୋରି ଉଦ୍ୟମ, ଥାନାରେ ଏତଲା

ଗଞ୍ଜାମ,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ. ୩ ଦୁର୍ଗାଦେୀ ସାହିର ବିଶ୍ୱନାଥ ପାଢ଼ୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ ପଣ୍ଡ ହୋଇଥିଲା। ଏ ନେଇ ଶନିବାର ବିଶ୍ୱନାଥ ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପ୍ରକାଶ…

ନିଆଁ ଲାଗି ପୋଡ଼ିଗଲା ୧ହଜାରରୁ ଊର୍ଦ୍ଧ୍ୱ ଧାନ ବସ୍ତା

ଭଦ୍ରକ ଅଫିସ,୯।୧ – ଭଦ୍ରକ ଜିଲା ଚାନ୍ଦବାଲି ଶାସ୍ତ୍ରୀ ନଗରରେ ଶୁକ୍ରବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୨ଟି ଧାନ ଗୋଦାମ ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗି ଯିବା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ଭିଭାଗକୁ ଖବର ଦେଇଥିଲେ। ତେବେ…

ଗଞ୍ଜାମ ଏନ୍‌ଏସିରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଗଞ୍ଜାମ,୯।୧(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ ଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି l ଠିକା ନେଇଥିବା ସଂସ୍ଥାର ବେପରୁଆ ନୀତି ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ସହର ସାରା କୁଢ଼କୁଢ଼ ଅଳିଆ ଆବର୍ଜନା…

ବନ୍ୟଜନ୍ତୁ, ପକ୍ଷୀ ପ୍ରେମରେ ପରିବାରର ୪ ସଦସ୍ୟ

ପାରାଦୀପ, ୯।୧(ସ୍ବ.ପ୍ର.): ବନ୍ୟପ୍ରାଣୀ ଓ ପକ୍ଷୀ ବହୁ ସମୟରେ ଶିକାରୀମାନଙ୍କ ଶିକାର ହେଉଥିବା ବେଳେ ସେମାନଙ୍କ ସୁରକ୍ଷା ପ୍ରତି ଲୋକେ ଯତ୍ନବାନ ହେଉନାହାନ୍ତି। ଏପରିସ୍ଥଳେ ଜଗତ୍‌ସିଂହପୁର ଜିଲାର ପାରାଦୀପର ଗୋଟିଏ ପରିବାରର ୪ ଜଣ ସଦସ୍ୟ ବନ୍ୟଜନ୍ତୁ ସଂରକ୍ଷଣ ଓ ପକ୍ଷୀଗଣନାରେ…

ଖଣ୍ଡୁଆଳି କଣ୍ଟେନ୍‌ମେଣ୍ଟ ଜୋନ୍‌

ଖୁଣ୍ଟୁଣୀ,୯।୧(ଡି.ଏନ୍‌.ଏ.): ଆଠଗଡ଼ ବ୍ଲକ ଖୁଣ୍ଟୁଣୀ ଥାନା ରାଧାକୃଷ୍ଣପୁର ପଞ୍ଚାୟତର ଖଣ୍ଡୁଆଳି ଗ୍ରାମରେ ଶୁକ୍ରବାର ୧୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ଦୃଷ୍ଟିରେ ରଖି ଆଠଗଡ଼ ଉପଜିଲାପାଳ ଅଜାମ୍ବର ମହାନ୍ତି ଶନିବାର ସକାଳ ୬ଟାରୁ ଶୁକ୍ରବାର ସା ୬ଟା ପର୍ଯ୍ୟନ୍ତ ଏହି ଗ୍ରାମକୁ…

ଓଭରଲୋଡିଂ ମୋରମ ପରିବହନ, ଦବୁଛି ରାସ୍ତା

ଯାଜପୁର ଅଫିସ,୯।୧: ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟରୁ ଅନତି ଦୂର ଯାଜପୁର ତହସିଲ ଅଧୀନ ବୈତରଣୀ ନଦୀର ଦେବୀଗୌଡ଼ା ଘାଟରୁ ମେଶିନ ଲଗାଇ ବାଲି ଉତ୍ତୋଳନ ହେଉଛି। ଏହାକୁ ପୁଣି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଦେଇ ହାଇୱା ଗାଡ଼ି ଯୋଗେ ଓଭରଲୋଡିଂ ପରିବହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?