ଆମ ଜିଲା ଖବର

ମଣ୍ଡିରେ ପଡ଼ି ରହିଛି ଧାନ, ଚିନ୍ତାରେ ଚାଷୀ

ନାକଟିଦେଉଳ,୯।୧(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବାଟଗାଁ ମଣ୍ଡିରେ ଟାର୍ଗେଟ ନ ଥିବାରୁ ଚାଷୀମାନଙ୍କ ଧାନ ଉଠି ପାରୁ ନ ଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଧାନ ବିକି ପାରି ନ ଥିବା ଚାଷୀମାନେ ଏବେ ଚିନ୍ତାରେ…

ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ଦେଖିଲେ କୁଳପତି

ଚଣ୍ଡିଖୋଲ, ୯ା୧(ଡ଼ି.ଏନ.ଏ): ବଡ଼ଚଣା ବ୍ଲକ୍‌ ଅନ୍ତର୍ଗତ ସିହାଠାରେ ନିର୍ମାଣ ଚାଲିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ଗ୍ରାମୀଣ କ୍ୟାମ୍ପସ ପରିସରରେ ଶୁକ୍ରବାର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ…

ଜାନୁୟାରୀ ଶେଷ ପର୍ଯ୍ୟନ୍ତ ପୂର୍ବଭଳି କୋର୍ଟ ଚାଲିବ

କଟକ ଅଫିସ, ୯ା୧: ଜାନୁୟାରୀ ଶେଷ ପର୍ଯ୍ୟନ୍ତ ହାଇକୋର୍ଟ ପୂର୍ବଭଳି ଚାଲିବ। ଅର୍ଥାତ୍‌ ଏହି ସମୟ ମଧ୍ୟରେ କୋର୍ଟ ସାଧାରଣ ଭାବେ କାର୍ଯ୍ୟ କରିବ ନାହିଁ। ହାଇକୋର୍ଟ ପକ୍ଷରୁ ଅନୁଷ୍ଠିତ ଫୁଲ୍‌କୋର୍ଟରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ନିମ୍ନ ଅଦାଲତ ଏବଂ…

୬୬୦ ମିଲିୟନ ଟନ୍‌ ଉତ୍ତୋଳନ ଲକ୍ଷ୍ୟଧାର୍ଯ୍ୟ

ତାଳଚେର,୯ା୧(ନି.ପ୍ର.): ଦେଶରେ ସର୍ବାଧିକ କୋଇଲା ଉପତ୍ାଦନ କରୁଥିବା କୋଲ୍‌ ଇଣ୍ଡିଆ ଲିମିଟେଡ (ସିଆଇଏଲ୍‌) ଚଳିତ ଆର୍ଥିକ ବର୍ଷ ଶେଷସୁଦ୍ଧା ୬୬୦ ମିଲିୟନ ଟନ୍‌ କୋଇଲା ଉତ୍ତୋଳନ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରିଛି। କମ୍ପାନୀ ଗତ ଡିସେମ୍ବର ଶେଷ ସୁଦ୍ଧା ୪୦୫ ମିଲିୟନ ଟନ୍‌…

୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ

ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲା ଶିକ୍ଷାଅଧିକାରୀ ସଂଗ୍ରାମ ସାହୁ ୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ…

ଅଭିଭାବକଙ୍କ ଜିଦ୍‌, ସାନିଟାଇଜ୍‌ ହେଲା ସ୍କୁଲ

ପାତ୍ରପୁର,୯ା୧(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ବନ୍ଦ ଥିବା ସ୍କୁଲ ଶୁକ୍ରବାର ଖୋଲିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ସ୍ଥିତ ପରାଙ୍କୁଶ ବିଦ୍ୟାପୀଠକୁ ୮୩ଜଣ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ସକାଳ ୧୦ଟାରେ ଆସିଥିଲେ। ସେମାନଙ୍କ ସହ କେତେଜଣ ଅଭିଭାବକ…

ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଠକେଇ

ଭୁବନେଶ୍ୱର, ୯।୧(ବ୍ୟୁରୋ): ନକଲି ଚେକ୍‌ରେ ବ୍ୟାଙ୍କରୁ ୨.୮୭ କୋଟି ଟଙ୍କା ଉଠାଇ ନେଇଥିବା ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିଏମ୍‌ପି ଆଣ୍ଡ୍‌ ସନ୍ସ କନଷ୍ଟ୍ରକ୍ସନ ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ ବି.…

ଅଡୁଆରେ ଧର୍ମଶାଳା ବିଧାୟକ, ଯନ୍ତ୍ରୀ

ଯାଜପୁର ଅଫିସ, ୯ା୧: ଯାଜପୁର ଜିଲାରେ ଗତ ଅଗଷ୍ଟରେ ହୋଇଥିବା ତିନିଦିନିଆ ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଥିଲା। ଏହି ସମୟରେ କେଲୁଅ ନଦୀବନ୍ଧର ବାମପାର୍ଶ୍ୱରେ ଘାଇ ସୃଷ୍ଟି ହୋଇଥିଲା। ଏଥିଯୋଗୁ ୫…

ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରମାଣ ନଷ୍ଟର ଡେମୋ ଦେଖାଇଲେ ୭ମ ଅଭିଯୁକ୍ତ

ନିଶ୍ଚିନ୍ତକୋଇଲି, ୯ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକରେ ଡବଲ ମର୍ଡର ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଓ ଭାଜପା ତୁମ୍ବିତୋଫାନ କରିଥିବାବେଳେ ଗ୍ରାମାଞ୍ଚଳ ପୋଲିସ ଅଦ୍ୟାବଧି ୭ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ଘଟଣାରେ ସ୍ଥାନୀୟ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ…

ଡିଜିପି ଅଫିସ ଘେରିଲା ଭାଜପା

କଟକ ଅଫିସ, ୯ା୧: କଟକ ଜିଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଭାଜପା ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଗତ ୨ ତାରିଖରେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡକୁ ନେଇ ଭାଜପା ପୂର୍ବରୁ ରାଜ୍ୟର…

୪ ମାସର ପୁଅକୁ ବିକି ଆତ୍ମହତ୍ୟା

ମାଲକାନଗିରି,୯ା୧ (ସ୍ବ.ପ୍ର./ଡି.ଏନ୍‌.ଏ.): ମୂଲମଜୁରି ମିଳୁ ନ ଥିଲା। ତେଣୁ ୫ ସନ୍ତାନ ସହ ପରିବାରର ୭ଜଣଙ୍କ ପେଟ ପାଇଁ ଦାନା ଯୋଗାଡ଼ କଷ୍ଟକର ହେଉଥିଲା। ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନ ଥିବାବେଳେ ପିଲାଙ୍କ ପ୍ରତିପୋଷଣ ଚିନ୍ତା ଅଥୟ କରିଦେଉଥିଲା। ଶେଷରେ ଅର୍ଥାଭାବର…

ଅବହେଳାରୁ ଅବ୍ୟବହୃତ

ଭୁବନ, ୯।୧(ଡି.ଏନ.ଏ.) ନୂଆ ରଙ୍ଗରେ ଝଲସୁଛି। ବାହାରୁ ଦେଖିଲେ ଯେ କେହି ଖୁସି ହୋଇଯିବ। ହେଲେ ପାଖକୁ ଆସି ଦେଖିଲେ ସବୁ ଓଲଟା। ଚିକିମିକିଆ ଚୂନ ଧଉଳା ହୋଇଥିବା କମ୍ୟୁନିଟି ଶୌଚାଳୟରେ ଝୁଲୁଛି ତାଲା। ନା ଅଛି ପାଣି ସୁବିଧା ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?