ଆମ ଜିଲା ଖବର

ଦକ୍ଷିଣ ଓଡ଼ିଶାରେ ଭୂମିକମ୍ପ

ଦାରିଙ୍ଗବାଡି/ଜି.ଉଦୟଗିରି/ଭଞ୍ଜନଗର/ପାରଳାଖେମୁଣ୍ଡି,୮ା୧: କନ୍ଧମାଳ ଜିଲା ଦାରିଙ୍ଗବାଡି, ଜି. ଉଦୟଗିରି, ବାଲିଗୁଡା, ରାଇକିଆ ସମେତ ଗଞ୍ଜାମର ଭଞ୍ଜନଗର ଓ ଗଜପତି ଜିଲା ମୋହନା ବ୍ଲକର କେତେକ ଅଞ୍ଚଳରେ ଶୁକ୍ରବାର ରାତି ପ୍ରାୟ ୯ଟା ୪୫ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଲୋକେ ଭୟଭିତ ହୋଇ…

ଖୋଲିଲା ଧାର୍ମିକସ୍ଥଳ: ନୀତିକାନ୍ତୀ ସମ୍ପନ୍ନ ପରେ ଦର୍ଶନ କଲେ ଭକ୍ତ

ସୋନପୁର,୮।୧: ୯ ମାସର ବ୍ୟବଧାନ ପରେ ସୁବର୍ଣ୍ଣପୁର ଜିଲାର ଧାର୍ମିକସ୍ଥଳଗୁଡିକ ଜନସାଧାରଣଙ୍କ ଦର୍ଶନ ଓ ଉପାସନା ପାଇଁ ଶୁକ୍ରବାର ଖୋଲିଛି। ଜିଲାର ଇଷ୍ଟଦେବୀ ସୁରେଶ୍ୱରୀଙ୍କ ସମେତ ଇଷ୍ଟ ଦେବତା ସୁବର୍ଣ୍ଣମେରୁ, ରାମେଶ୍ୱର, ଗୋକର୍ଣ୍ଣେଶ୍ୱେର, ପଞ୍ଚରଥ, ପଶ୍ଚିମ ସୋମନାଥ, ବୈଦ୍ୟନାଥର କୋଶଲେଶ୍ୱର, ଚରଦା,…

ଯବାନଙ୍କ ଉପରକୁ ଫିଙ୍ଗିଲେ ଗ୍ରେନେଡ

ଫୁଲବାଣୀ ଅଫିସ,୮।୧: କନ୍ଧମାଳ ଜିଲାର ବିଭିନ୍ନ ଜଙ୍ଗଲରେ ମାଓବାଦୀମାନେ ନିଜ ଗତିବିଧି ଜାରି ରଖିଛନ୍ତି। ବିଭିନ୍ନ ସମୟରେ ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହେଉଛନ୍ତି। ଗୁରୁବାର ଚକାପାଦ ଥାନା ଲେଙ୍ଗେରିମୁଣ୍ଡା ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି…

ଖୋଲିଲା ସ୍କୁଲ: ଆସିଲେନି ପିଲା

କୋକସରା,୮।୧: ଶୁକ୍ରବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥିବା ୨୫ଟି ହାଇସ୍କୁଲ ଖୋଲିଛି। ସେଥିମଧ୍ୟରୁ ୨୩ ହାଇସ୍କୁଲରେ ଉପସ୍ଥାନ କମ୍‌ ବେଶି ରହିଥିବା ବେଳେ ବ୍ଲକର ଫୁପଗାଁ ହାଇସ୍କୁଲ ଓ ଆମପଣି ଏସ୍‌ଏସଡି ହାଇସ୍କୁଲରେ ପିଲାଙ୍କ ଉପସ୍ଥାନ ଶୂନ ରହିଛି। ଏହାକୁ…

ଶିଶୁପୁତ୍ରକୁ ମିଳିଲା ଚିକିତ୍ସା ସେବା

ବରଗଡ଼ ଅଫିସ,୮।୧: ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୧ ନିଗମାନନ୍ଦ ବିହାର ବାସିନ୍ଦା ପୂଜା ଓ କଲ୍ଲୁ ଯାଦବଙ୍କ ୧୪ମାସର ପୁଅ ସାଇଙ୍କୁ ଚିକିତ୍ସା ସେବା ମିଳିଛି । ସାଇ ସଳଖ ଭାବେ ମୁଣ୍ଡ ରଖିପାରୁ ନ ଥିବାବେଳେ ଚଲାବୁଲା…

ଜୁନାଗଡ: ପ୍ରଥମ ଦିନରେ ପଢିବାକୁ ଆସିଲେ ୧୦୧୮ ଛାତ୍ରୀଛାତ୍ର

ଜୁନାଗଡ଼,୮।୧: କରୋନା କଟକଣା ଯୋଗୁଁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନଗୁଡିକ ବନ୍ଦ ରହିଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାୟ ୧୦ମାସ ବ୍ୟବଧାନ ପରେ ଶୁକ୍ରବାର ହାଇସ୍କୁଲଗୁଡିକ ଖୋଲିଛି। ପ୍ରଥମ ପର୍ଯ୍ୟାୟରେ ହାଇସ୍କୁଲର କେବଳ ଦଶମ ଶ୍ରେଣୀର ଛାତ୍ରୀଛାତ୍ର ଅଧ୍ୟୟନ କରିବେ ବୋଲି…

ତେଲେଙ୍ଗାନାରେ ଓଡ଼ିଆ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଜବତ

ଲାଠୋର,୮।୧: ତେଲେଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ଖରଲି ଗ୍ରାମର ଠଣସୁନ୍ଦର ତାଣ୍ଡି(୪୫)ଙ୍କ ବୁଧବାର ରାତିରେ ମୃତ୍ୟୁ ଘଟିଛି। ହେଲେ ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଛନ୍ତି। ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତିଙ୍କ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

ତରବୋଡ଼,୮।୧: ନୂଆପଡ଼ା ଜିଲା ଖରିଆରରୋଡସ୍ଥିତ ଅଫିସରେ ଜଣେ ବ୍ୟକ୍ତିଙ୍କଠାରୁ ଲେବର କାର୍ଡ କରାଇ ଦେବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଜିଲା ଶ୍ରମ ଅଧିକାରୀ ଶରତ କୁମାର ପାଣିଗ୍ରାହୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ନୂଆପଡା ଜିଲା…

ଥମୁନି ଧଳାଜହର କାରବାର: ଭଦ୍ରକରୁ ୧୧ ଗ୍ରାମ ବ୍ରାଉନ ସୁଗାର ଜବତ

ଭଦ୍ରକ ଅଫିସ, ୮।୧: ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଛୟାଳସିଂ ଅଞ୍ଚଳରୁ ଶୁକ୍ରବାର ବ୍ରାଉନ ସୁଗାର ଜବତ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଥିବା ବନ୍ତ ପୋଲିସ କହିଛି। ଅଭିଯୁକ୍ତ ହେଉଛନ୍ତି ଶ୍ରୀକାନ୍ତ ପ୍ରଧାନ । ତାଙ୍କଠାରୁ…

ବିନା ସାନିଟାଇଜରରେ ଖୋଲିଲା ଭାରତୀ ବିଦ୍ୟାପୀଠ: ଗୋଟିଏ ବେଞ୍ଚରେ ବସିଲେ ଜଣେ

ଗଞ୍ଜାମ,୮।୧(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରାୟ ୧୦ ମାସ ବ୍ୟବଧାନ ପରେ ଶୁକ୍ରବାର ସ୍କୁଲ ଖୋଲିଛି। ସ୍କୁଲ ଖୋଲିବା ପୂର୍ବରୁ ସମସ୍ତ ସ୍କୁଲଗୁଡ଼ିିକ ସାନିଟାଇଜ କରିବାକୁ ଶିକ୍ଷା ବିଭାଗ ପକ୍ଷରୁ…

ନୟାଗଡ଼ ନାବାଳିକା ହତ୍ୟା ମାମଲା: ନାର୍କୋ ଟେଷ୍ଟ ଲାଗି ଅମଙ୍ଗ ହେଲେ ନାବାଳକ ଅଭିଯୁକ୍ତ

ନୟାଗଡ଼ ଅଫିସ,୮।୧: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଏସ୍‌ଆଇଟି ପକ୍ଷରୁ ହାଜର କରାଯାଇଥିଲା। ପୂର୍ବରୁ ଏସଆଇଟି ଆବେଦନ କରିଥିବା ନାର୍କୋ ଟେଷ୍ଟର ଶୁଣାଣି ଶୁକ୍ରବାର ହେବାକୁ ଥିବା ବେଳେ ଟେଷ୍ଟ ଲାଗି ଜୁଭେନାଇଲ…

୪ ଆନ୍ତଃ ଜିଲା ହାଇଓ୍ବେ ଲୁଟେରା ଗିରଫ

ସାକ୍ଷୀଗୋପାଳ,୮।୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ କ୍ରମାଗତ ଲୁଟ୍‌ କରୁଥିବା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗର ୪ ଜଣ ଲୁଟେରାଙ୍କ ସହିତ ଚୋରି ଜିନିଷ ରଖିଥିବା ଅନ୍ୟ ଦୁଇ ଜଣଙ୍କୁ ଶୁକ୍ରବାର ସତ୍ୟବାଦୀ ପୋଲିସ ଗିରଫ କରିଛି। ସେମାନେ ହେଲେ ଗଡ଼ିଶାଗଦା ଥାନା ନଇକୁଳପାଟଣା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?