ଆମ ଜିଲା ଖବର

କ୍ରିକେଟ ଖେଳରୁ ବଚସା: ସାଙ୍ଗଙ୍କ ବ୍ୟାଟ୍‌ ମାଡ଼ରେ ନାବାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ, ୧୧ା୪(ଡ଼ି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖରିଡ଼ା ଗ୍ରାମରେ ଶନିବାର ପିଲାଙ୍କ କ୍ରିକେଟ ଖେଳରୁ ବଚସା ହୋଇ ଜଣେ ନାବାଳକଙ୍କ ବ୍ୟାଟ୍‌ ମାଡ଼ରେ ଅନ୍ୟ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକ ହେଲେ ବିଭୁ ସେଠୀ (୧୪)।...

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର

କାକଟପୁର,୧୧।୪: କରୋନା(କୋଭିଡ୍‌ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିରର ୪ଦ୍ୱାର ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରହିଛି। ଇତିମଧ୍ୟରେ ମା’ଙ୍କ ପାଞ୍ଚପାଳି...

ମାଲକାନଗିରି ସହରର ବିଭିନ୍ନ ଅଞ୍ଚଳ ବିଶୋଧନ

ମାଲକାନଗିରି,୧୧।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମାର ବିଭିନ୍ନ ସ୍ଥାନକୁ ଶନିବାର ବିଶୋଧନ କରାଯାଇଛି। ସାରା ରାଜ୍ୟରେ କରୋନା ଭୂତାଣୁର ପ୍ରତିରୋଧ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ମାଲକାନଗିରି ଜିଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳ...

ଶିତଳାପଲିରେ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ନେଇ ଗଞ୍ଜାମ ପ୍ରଶାସନକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ହସ୍ପିଟାଲକୁ କୋଭିଡ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜିଲା ପ୍ରଶାସନର ପ୍ରଶଂସା କରିଛନ୍ତି। କରୋନା...

ଶେରଗଡ଼ର କୌଣସି ଏଟିଏମ୍‌ରେ ନାହିଁ ଟଙ୍କା: ଗ୍ରାହକ ସେବା କେନ୍ଦ୍ର ପାଲଟିଛି ଭରସା, ଟଙ୍କା ପାଇଁ ଲୋକଙ୍କ ଭିଡ଼

ଶେରଗଡ଼,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ ଗତ କିଛି ଦିନ ହେଲା କୌଣସି ଏଟିଏମ୍‌ରେ ଟଙ୍କା ନାହିଁ। କେବଳ ବ୍ୟାଙ୍କରୁ ଗ୍ରାହକମାନେ ଟଙ୍କା ଉଠାଇ ନେଇପାରୁଛନ୍ତି। ଫଳରେ ଶେରଗଡ଼ ଓ ଆଖପାଖ ଅଞ୍ଚଳରେ ଟଙ୍କା ପାଇଁ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଗତ...

ବିଶୋଧନ ହେଲା ବିଭିନ୍ନ କାର୍ଯ୍ୟାଳୟ

ବଇଣ୍ଡା, ୧୧ା୪(ଡି.ଏନ.ଏ.)- କିଶୋରନଗର ବ୍ଲକ ନୁନୁକାପଶି, ଗାଁ ବଇଣ୍ଡା, ହଣ୍ଡପା ଆଦି ୩ଟି ପଞ୍ଚାୟତର ବିଭିନ୍ନ କାର୍ଯ୍ୟାଳୟକୁ ବାମୁର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ସାନିଟାଇଜ କରାଯାଇଛି। ପ୍ରଥମେ ଗାଁ ବଇଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ସହ ଅନ୍ୟ ସରକାରୀ କାର୍ଯ୍ୟାଳୟକୁ ବିଶୋଧନ...

କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ

ଦାରିଙ୍ଗବାଡ଼ି,୧୧।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ ସିମା ସିଲ୍‌ କରିବା ସହ ଦିନରାତି ପାଟ୍ରୋଲିଂ କରୁଛି। ଦାରିଙ୍ଗବାଡ଼ି ଚାରିଛକ...

ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ‘କରୋନା ଯୋଦ୍ଧା ଆମର ହିରୋ’ ପେଣ୍ଟିଂ ପ୍ରତିଯୋଗିତା, ଭାଗନେଇ ଜିତିପାରିବେ ଆର୍ଥିକ ପୁରସ୍କାର

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.)- କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମରେ ଲକ୍‌ ଡାଉନ୍‌ ଓ ଆଂଶିକ ସଟ୍‌ ଡାଉନ୍‌ ଜାରି ରହିଛି। ଏହାକୁ ନେଇ ସମସ୍ତ ଜିଲାବାସୀ ଘରେ ରହୁଛନ୍ତି। ଏହି ସମୟର ଉଚିତ ବ୍ୟବହାର ପାଇଁ ତଥା...

କରୋନା ସହାୟତା: ଦିଗପହଣ୍ଡିରେ ୬୩ କଳାକାରଙ୍କୁ ମିଳିଲା ଭତ୍ତା ଟଙ୍କା

ଦିଗପହଣ୍ଡି,୧୧।୪(ଡି.ଏନ୍‌.ଏ.): କରୋନା (କୋଭିଡ୍‌ -୧୯) ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ଲକ୍‌ଡାଉନ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ ଭତ୍ତା ପ୍ରଦାନ...

ଚାଉଳ ନେବା ପାଇଁ ଖରାରେ ଛିଡା ହେଉଛନ୍ତି ହିତାଧିକାରୀ: ଘରେ ପହଞ୍ଚାଇବାକୁ ପ୍ରଶାସନ ନିକଟରେ ଦାବି

ଗଞ୍ଜାମ, ୧୧।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ଏଥିରୁ ରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ଏହି କ୍ରମରେ ରାଜ୍ୟ ସରକାର ଅଗ୍ରିମ ତିନି ମାସର ବିଭିନ୍ନ ଭତ୍ତା...

କେନ୍ଦୁଝର ପୌରାଞ୍ଚଳରେ କରୋନା କଟକଣାକୁ ଫୁ’: ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ ବେଳେ ରହୁନି ସାମାଜିକ ଦୂରତ୍ୱ

କେନ୍ଦୁଝର, ୧୧।୪(ସ୍ବ.ପ୍ର.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ରାସନ କାର୍ଡଧାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏ ନେଇ କେନ୍ଦୁଝର ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ସହାୟତା ରାଶି ବଣ୍ଟନ...

ଗଞ୍ଜାମରେ ଘରକୁ ଘର ବୁଲି ଯାଞ୍ଚ ପ୍ରକ୍ରିୟା ଜାରି: ତୃତୀୟ ଦିନରେ ଜିଲାପାଳଙ୍କ ପରିବାରର ଯାଞ୍ଚ କଲା ଟିମ୍‌, ଦୁଇଦିନରେ ୩,୭୫୯ଜଣ ସାମାନ୍ୟ ଥଣ୍ଡା ଆକ୍ରାନ୍ତ ଚିହ୍ନଟ

ଛତ୍ରପୁର, ୧୧।୪(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାରେ ଘରକୁ ଘର ଯାଇ ଲୋକମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ସହ ସେମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି। ଏନେଇ ଗଠିତ ଟିମ୍‌ ଶନିବାର ଏହାର ୩ ଦିନରେ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ବାସଭବନକୁ ଯାଇ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri