ବୃତ୍ତିକୁ ନେଇ ବିବାଦ
ବନ୍ତଳା,୮ା୧(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ସାତକୋଶିଆ ମହାନଦୀ ଗଣ୍ଡରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ୨୦୪ ମତ୍ସ୍ୟଜୀବୀ ପରିବାରର କୌଳିକ ବୃତ୍ତିକୁ ନେଇ ବିବାଦ ଦେଖାଦେଇଛି। ଘଡ଼ିଆଳ ବଂଶବୃଦ୍ଧି ପାଇଁ ଗଣ୍ଡର ୧୦ କିଲୋମିଟର ମଧ୍ୟରେ ମାଛ ମାରିବା…
କାନ୍ଧ ସହ ମିଶାଇଲେ କାନ୍ଧ
ଢେଙ୍କାନାଳ ଅଫିସ, ୮।୧ କେନ୍ଦ୍ରାପଡ଼ାରେ ଘର। ରହୁଥିଲେ ଢେଙ୍କାନାଳରେ। ରୋଗରେ ପଡ଼ିଲେ। ଟାଣି ନେଇଗଲା ମୃତ୍ୟୁ। ହେଲେ ଦୁଃଖ ଏତିକିରେ ସରିଲାନି। କରୋନା ଭୟରେ ଡାକ୍ତରଖାନାରୁ ଭଡ଼ାଘରକୁ ମୃତଦେହ ପୂରାଇବାକୁ ରାଜି ହେଲେନି ମାଲିକ। ଅସହାୟ ଅବସ୍ଥାରେ ଝିଅ, ନାତୁଣୀ ମୃତଦେହକୁ…
ଶୌଚାଳୟରେ ସନ୍ତାନ ପ୍ରସବ
ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ ଯୁବତୀ। ଅବିବାହିତ ଥାଇ ପୁତ୍ର ସନ୍ତାନ ଜନ୍ମ ଦେଇଥିବାରୁ ତାଙ୍କ ମୁଣ୍ଡରେ ଲଦିହୋଇଛି କୁଅଁାରି…
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ଗ୍ୟାସ୍ ଲିକ୍: ଆଉ ଜଣେ ଅଧିକାରୀ ନିଲମ୍ବିତ
ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (ଆର୍ଏସ୍ପି) ଗ୍ୟାସ୍ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍ଏସ୍ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି କାରଖାନା ସୁରକ୍ଷା ବିଭାଗ ଅଧିକାରୀ ସ୍ମୃତିରଞ୍ଜନ ସାହୁ। ବୁଧବାର ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା…
ନୂଆପଡ଼ାରେ ବାଘ ଆତଙ୍କ
ତରବୋଡ,୭।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଛି। ପ୍ରତିଦିନ ଗାଁରେ ଘୂରି ବୁଲୁଛି ବାଘ । ଗାଁର ଗାଈ, ବଳଦ, ଛେଳି, ମେଣ୍ଢା ସବୁ ଖାଇ ଦେଉଛି। ଭୟରେ ଲୋକେ ଦିନରାତି ତାଟି କବାଟ…
ସିଦ୍ଧମଠ ଜଙ୍ଗଲରୁ ଲକ୍ଷାଧିକ ଟଙ୍କାର ମାଙ୍ଗାନିଜ୍ ପଥର ଜବତ
ଯୋଡ଼ା,୭।୧: କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍ ଅନ୍ତର୍ଗତ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ଲକ୍ଷାଧିକ ଟଙ୍କାର ମାଙ୍ଗାନିଜ ପଥର ବନବିଭାଗ ଜବତ କରିଛି। ଜବତ ହୋଇଥିବା ସ୍ଥାନଟି ଏକ ଖଣି କମ୍ପାନୀର ଲିଜ୍ ଅଞ୍ଚଳ ବୋଲି ଜଣାପଡିଛି। ମାଙ୍ଗାନିଜ ପଥର ଚୋରା ଚାଲାଣ…
ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀ
ତେଲକୋଇ,୭।୧: କେନ୍ଦୁଝର ଜିଲା ହାଲପୋଡି ଗ୍ରାମରେ ଏକ ଦନ୍ତା ହାତୀ ଘର ଭାଙ୍ଗି ଫସଲ ନଷ୍ଟ କରିଛି। ଦନ୍ତାଟି ବୁଧବାର ରାତିରେ ହାଲପୋଡି ଗ୍ରାମରେ ପଶି ପ୍ରଥମେ ଗୀତା ନାଏକଙ୍କ ଘର ଭାଙ୍ଗି ଧାନ, ଚାଉଳ ଖାଇ ଦେଇଥିଲା। ଅନ୍ୟପକ୍ଷରେ ଗୀତା…
ଦମ୍ପତିଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ, ସ୍ବାମୀ ଗୁରୁତର
ଚିତ୍ରଡ଼ା,୭ା୧: ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାସ୍ତାର ଗୁଞ୍ଜୁସାହି ଛକ ନିକଟରେ ଗୁରୁବାର ୪ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଦମ୍ପତିଙ୍କଠାରୁ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସ୍ବାମୀ ଦୀନକୃଷ୍ଣ ମାହାନା ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ବାରିପଦା ନିକଟ ଭାରବାଡ଼ି…
୧୧ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ, ୨ ଦମ୍ପତି କୋର୍ଟ ଚାଲାଣ
ହିଞ୍ଜିିଳିକାଟୁ,୭ା୧(ଡି.ଏନ୍.ଏ.)-ହିଞ୍ଜିଳି ଥାନା କାଞ୍ଜିଆମ୍ମା ଓ କୋଦଳା ଥାନା ଡେଙ୍ଗାପଦର ଗ୍ରାମର ୨ ଦମ୍ପତି ଚାକିରି, ଗ୍ରୁପ୍ ଲୋନ୍ ଆଦି କରାଇଦେବେ କହି ୧୧ଲକ୍ଷ ୨୨ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଗୁରୁବାର ଗିରଫ ହୋଇଛନ୍ତି। ସେମାନେ ହେଲେ କାଞ୍ଜିଆମ୍ମା ଗ୍ରାମର ମାଧବ…
ଡ୍ରଗ୍ ଲାଇସେନ୍ସ ପାଇଁ ଲାଞ୍ଚ ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ଜଣାଇଲେ ଜିଲାପାଳ
ଛତ୍ରପୁର,୭।୧(ଡି.ଏନ୍.ଏ.)- ଡ୍ରଗ ଲାଇସେନ୍ସ କରାଇ ଦେବାକୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ କଲେକ୍ଟର ବନମାଳୀ ଶତପଥୀ ୨ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି । ଗତ ସପ୍ତାହରେ ଜିଲାପାଳଙ୍କ କୋର୍ଟରେ ଉକ୍ତ ମାମଲାର ଶୁଣାଣି ହୋଇସାରିଛି । ଆସିଷ୍ଟାଣ୍ଟ…
ଇଣ୍ଡିଆନ ବ୍ୟାଙ୍କରେ ଅଗ୍ନିକାଣ୍ଡ
ବୁଗୁଡ଼ା,୭ା୧(ଡି.ଏନ୍.ଏ.)- ବୁଗୁଡ଼ା ଇଣ୍ଡିଆନ ବ୍ୟାଙ୍କ ଶାଖାରେ ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଶର୍ଟସର୍କିଟରୁ ନିଅଁା ଲାଗି ୪ ଲକ୍ଷ ଟଙ୍କାର ଏକ ଜେନେରେଟର ଜଳି ଯାଇଛି। ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ସବୁଦିନ ଭଳି ବ୍ୟାଙ୍କ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ…
ଚାଷୀଙ୍କଠୁ ଲୁଟି ନେଲେ ୧.୨୫ ଲକ୍ଷ ଟଙ୍କା
ଅତାବିରା,୭।୧: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅଧୀନ ଗୋଡଭଗାରେ ଜଣେ ଚାଷୀଙ୍କଠାରୁ ଗୁରୁବାର ଦିନ ଦ୍ୱିପ୍ରହରରେ ୧ଲକ୍ଷ ୨୫ ହଜାର ଟଙ୍କା ଲୁଟ୍ ହୋଇଛି। ଖବର ପାଇ ଗୋଡଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଥିଲେ ମଧ୍ୟ…

